ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଗାଧୋଇବାବେଳେ ପୋଖରୀରେ ବୁଡ଼ି ଚାଲିଗଲା ଦୁଇ ନାବାଳିକାଙ୍କ ଜୀବନ

The Sakala Picture
Published On

ନବରଙ୍ଗପୁର: ପୋଖରୀରେ ବୁଡି ଦୁଇ ନାବାଳିକା ମୃତ । ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡା ବ୍ଲକ ସଦର ପଞ୍ଚାୟତ ଅନ୍ତର୍ଗତ ଛେଳିପଦର ଗାଁରେ ଅଘଟଣ । ସୂଚନା ଅନୁସାରେ, ନିଜ ଘର ନିକଟସ୍ଥ ଏକ ପୋଖରୀରେ ଦୁଇ ନାବାଳିକା ଗାଧୋଇବା ପାଇଁ ଯାଇଥିବା ସମୟରେ ପାଣିରେ ବୁଡି ମୃତ୍ୟୁବରଣ କରିଛନ୍ତି । ମୃତକ ଦୁଇଜଣ ଗାଁର ଚନ୍ଦ୍ର ଭତ୍ରାଙ୍କ ଝିଅ ତନୁ ଭତ୍ରା (ବୟସ ୧୨) ଏବଂ ନନ୍ଦ ଭତ୍ରାଙ୍କ ଝିଅ ମଞ୍ଜୁଳା ଭତ୍ରା (ବୟସ ୧୨) ବୋଲି […]

ନବରଙ୍ଗପୁର: ପୋଖରୀରେ ବୁଡି ଦୁଇ ନାବାଳିକା ମୃତ । ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡା ବ୍ଲକ ସଦର ପଞ୍ଚାୟତ ଅନ୍ତର୍ଗତ ଛେଳିପଦର ଗାଁରେ ଅଘଟଣ । ସୂଚନା ଅନୁସାରେ, ନିଜ ଘର ନିକଟସ୍ଥ ଏକ ପୋଖରୀରେ ଦୁଇ ନାବାଳିକା ଗାଧୋଇବା ପାଇଁ ଯାଇଥିବା ସମୟରେ ପାଣିରେ ବୁଡି ମୃତ୍ୟୁବରଣ କରିଛନ୍ତି । ମୃତକ ଦୁଇଜଣ ଗାଁର ଚନ୍ଦ୍ର ଭତ୍ରାଙ୍କ ଝିଅ ତନୁ ଭତ୍ରା (ବୟସ ୧୨) ଏବଂ ନନ୍ଦ ଭତ୍ରାଙ୍କ ଝିଅ ମଞ୍ଜୁଳା ଭତ୍ରା (ବୟସ ୧୨) ବୋଲି ଜଣାପଡିଛି । ସ୍କୁଲରେ ଗୁରୁଦିବସ ପାଳନ କରି ସାରି ଫେରିବା ପରେ ପୋଖରୀକୁ ଗାଧୋଇବା ପାଇଁ ଯାଇଥିଲେ ଦୁଇ ନାବାଳିକା । ଘଟଣାସ୍ଥଳରେ କୋଷଗୁମୁଡା ଅଗ୍ନିସମ ବିଭାଗ ଏବଂ ପୋଲିସ ପହଂଚି ମୃତଦେହ ଉଦ୍ଧାର କରି ଶବ ବ୍ୟବଛେଦ ପାଇଁ କୋଷାଗୁମୁଡା ଡାକ୍ତରଖାନା ପଠେଇଥିବା ଜଣାପଡିଛି ।

ଆହୁରି ପଢ଼ନ୍ତୁ: ଆଇନଶୃଙ୍ଖଳା ତତ୍ତ୍ବାବଧାନ କରିବେ ବରିଷ୍ଠ ଆଇପିଏସ୍‌: ୧୫ ପୁଲିସ ଅଧିକାରୀଙ୍କୁ ୧୭ ଜିଲ୍ଲା ଦାୟିତ୍ୱ

05 Sep 2024 By The Sakala

ଗାଧୋଇବାବେଳେ ପୋଖରୀରେ ବୁଡ଼ି ଚାଲିଗଲା ଦୁଇ ନାବାଳିକାଙ୍କ ଜୀବନ

ନବରଙ୍ଗପୁର: ପୋଖରୀରେ ବୁଡି ଦୁଇ ନାବାଳିକା ମୃତ । ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡା ବ୍ଲକ ସଦର ପଞ୍ଚାୟତ ଅନ୍ତର୍ଗତ ଛେଳିପଦର ଗାଁରେ ଅଘଟଣ । ସୂଚନା ଅନୁସାରେ, ନିଜ ଘର ନିକଟସ୍ଥ ଏକ ପୋଖରୀରେ ଦୁଇ ନାବାଳିକା ଗାଧୋଇବା ପାଇଁ ଯାଇଥିବା ସମୟରେ ପାଣିରେ ବୁଡି ମୃତ୍ୟୁବରଣ କରିଛନ୍ତି । ମୃତକ ଦୁଇଜଣ ଗାଁର ଚନ୍ଦ୍ର ଭତ୍ରାଙ୍କ ଝିଅ ତନୁ ଭତ୍ରା (ବୟସ ୧୨) ଏବଂ ନନ୍ଦ ଭତ୍ରାଙ୍କ ଝିଅ ମଞ୍ଜୁଳା ଭତ୍ରା (ବୟସ ୧୨) ବୋଲି ଜଣାପଡିଛି । ସ୍କୁଲରେ ଗୁରୁଦିବସ ପାଳନ କରି ସାରି ଫେରିବା ପରେ ପୋଖରୀକୁ ଗାଧୋଇବା ପାଇଁ ଯାଇଥିଲେ ଦୁଇ ନାବାଳିକା । ଘଟଣାସ୍ଥଳରେ କୋଷଗୁମୁଡା ଅଗ୍ନିସମ ବିଭାଗ ଏବଂ ପୋଲିସ ପହଂଚି ମୃତଦେହ ଉଦ୍ଧାର କରି ଶବ ବ୍ୟବଛେଦ ପାଇଁ କୋଷାଗୁମୁଡା ଡାକ୍ତରଖାନା ପଠେଇଥିବା ଜଣାପଡିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର