ଭୁବନେଶ୍ୱର: ରାଜ୍ୟରେ ବୃଦ୍ଧି ପାଉଛି କୋଭିଡ୍ ସଂକ୍ରମଣ ମାମଲା । ଏହାକୁ ଦେଖି ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବଂ ରାଜ୍ୟ ବଟାନିକାଲ୍ ଗାର୍ଡେନ୍ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି କର୍ତ୍ତୃପକ୍ଷ । ମେ’ ୧ରୁ ମେ’ ୧୫ ତାରିଖ ଯାଏ ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିବ ନନ୍ଦନକାନନ । ମହାମାରୀର ଭୟାବହତାକୁ ଦେଖି କର୍ତ୍ତୃପକ୍ଷ ଏଭଳି ନିଷ୍ପତ୍ତି ନେଇଛନ୍ତି । ଗତବର୍ଷ ମଧ୍ୟ ନନ୍ଦନକାନନ କରୋନା ସଂକ୍ରମଣ ପାଇଁ ବନ୍ଦ ରହିଥିଲା ।
କରୋନା ପାଇଁ ମେ’ ୧୫ ପର୍ଯ୍ୟନ୍ତ ବନ୍ଦ ରହିବ ନନ୍ଦନକାନନ