ରଜ ପାଇଁ ସୋମବାର ନନ୍ଦନକାନନ ଖୋଲା

The Sakala Picture
Published On

ବାରଙ୍ଗ/ନନ୍ଦନକାନନ : ଓଡ଼ିଶାର ଗଣପର୍ବ ରଜକୁ ଆଖି ଆଗରେ ରଖି ନନ୍ଦନକାନନ କର୍ତ୍ତୃପକ୍ଷ ବଡ଼ ନିଷ୍ପତ୍ତି ନେଇଛନ୍ତି। ସୋମବାର ରଜ ପର୍ବ ତୃତୀୟ ଦିନ ପଡୁଥିବାରୁ ପର୍ଯ୍ୟଟକମାନଙ୍କ ପାଇଁ ନନ୍ଦନକାନନ ଖୋଲା ରହି ମଙ୍ଗଳବାର ବନ୍ଦ ରହିବ ବୋଲି ନନ୍ଦନକାନନ ଉପନିର୍ଦ୍ଦେଶକ ସନତ କୁମାର ନାରାୟଣ ସୂଚନା ଦେଇଛନ୍ତି। ପ୍ରାଣୀ ଉଦ୍ୟାନ ନନ୍ଦନକାନନ ସପ୍ତାହର ପ୍ରତ୍ୟେକ ସୋମବାର ବନ୍ଦ ରହିଥାଏ। ୨୦୨୪ ମସିହା ପହିଲି ରଜରେ ୧୭,୪୪୬ଜଣ ପର୍ଯ୍ୟଟକ ଆସିଥିବା ବେଳେ ୨ୟ ରଜରେ ୨୮,୫୨୦ ଜଣ […]

ବାରଙ୍ଗ/ନନ୍ଦନକାନନ : ଓଡ଼ିଶାର ଗଣପର୍ବ ରଜକୁ ଆଖି ଆଗରେ ରଖି ନନ୍ଦନକାନନ କର୍ତ୍ତୃପକ୍ଷ ବଡ଼ ନିଷ୍ପତ୍ତି ନେଇଛନ୍ତି। ସୋମବାର ରଜ ପର୍ବ ତୃତୀୟ ଦିନ ପଡୁଥିବାରୁ ପର୍ଯ୍ୟଟକମାନଙ୍କ ପାଇଁ ନନ୍ଦନକାନନ ଖୋଲା ରହି ମଙ୍ଗଳବାର ବନ୍ଦ ରହିବ ବୋଲି ନନ୍ଦନକାନନ ଉପନିର୍ଦ୍ଦେଶକ ସନତ କୁମାର ନାରାୟଣ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ବିଧାନସଭାର ଶୀତକାଳୀନ ଅଧିବେଶନ ପାଇଁ କମିଶନରେଟ ପୋଲିସ୍‌ ପକ୍ଷରୁ ଟ୍ରାଫିକ୍ କଟକଣା ଜାରି

ପ୍ରାଣୀ ଉଦ୍ୟାନ ନନ୍ଦନକାନନ ସପ୍ତାହର ପ୍ରତ୍ୟେକ ସୋମବାର ବନ୍ଦ ରହିଥାଏ। ୨୦୨୪ ମସିହା ପହିଲି ରଜରେ ୧୭,୪୪୬ଜଣ ପର୍ଯ୍ୟଟକ ଆସିଥିବା ବେଳେ ୨ୟ ରଜରେ ୨୮,୫୨୦ ଜଣ ଓ ଶେଷ ରଜରେ ୩୦,୩୨୩ ପର୍ଯ୍ୟଟକ ବୁଲିବାକୁ ଆସିଥିଲେ। ଯାହାକି ୨୦୨୩ ମସିହା ଶେଷ ରଜରେ ୧୪,୬୨୪ ଜଣ ପର୍ଯ୍ୟଟକ ଆସିଥିବା ବେଳେ ୨୦୨୪ ମସିହା ଶେଷ ରଜରେ ୨୦୨୩ଠାରୁ ୧୫ହଜାରରୁ ଊର୍ଦ୍ଧ୍ବ ପର୍ଯ୍ୟଟକ ଆସିଥିଲେ।

ଆହୁରି ପଢ଼ନ୍ତୁ: ବାତ୍ୟା 'ଅକୱାନ'କୁ ଦୃଷ୍ଟିରେ ରଖି ରାଜ୍ୟର ୭ ଜିଲ୍ଲାରେ ସ୍କୁଲ ଓ ଅଙ୍ଗନୱାଡ଼ି କେନ୍ଦ୍ର ବନ୍ଦ ଘୋଷଣା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର