ଦଶମ ବୋର୍ଡ ପରୀକ୍ଷାରେ ସଫଳତା ପାଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ….

The Sakala Picture
Published On

ଭୁବନେଶ୍ବର: ଦଶମ ବୋର୍ଡ ପରୀକ୍ଷାରେ ସଫଳତା ପାଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଇଛନ୍ତି ନବୀନ ପଟ୍ଟନାୟକ। ଏଥିସହ ପରୀକ୍ଷା ଦେଇଥିବା ସମସ୍ତଙ୍କର ମଧ୍ୟ ପ୍ରଶଂସା କରିଛନ୍ତି। ମାର୍କ ପରୀକ୍ଷାର ମାପ କାଠି ହୋଇପାରେ ହେଲେ ଜୀବନର ନୁହେଁ। ସମସ୍ତେ ଦୃଢ଼ ମନୋବଳ ଓ ନିଷ୍ଠାର ସହ ଆଗକୁ ବଢ଼ନ୍ତୁ। ସମସ୍ତଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି ନବୀନ ପଟ୍ଟନାୟକ। ଦଶମ ବୋର୍ଡ ପରୀକ୍ଷାରେ ସଫଳତା ପାଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା। ଏଥିସହ ପରୀକ୍ଷା […]

ଭୁବନେଶ୍ବର: ଦଶମ ବୋର୍ଡ ପରୀକ୍ଷାରେ ସଫଳତା ପାଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଇଛନ୍ତି ନବୀନ ପଟ୍ଟନାୟକ। ଏଥିସହ ପରୀକ୍ଷା ଦେଇଥିବା ସମସ୍ତଙ୍କର ମଧ୍ୟ ପ୍ରଶଂସା କରିଛନ୍ତି। ମାର୍କ ପରୀକ୍ଷାର ମାପ କାଠି ହୋଇପାରେ ହେଲେ ଜୀବନର ନୁହେଁ। ସମସ୍ତେ ଦୃଢ଼ ମନୋବଳ ଓ ନିଷ୍ଠାର ସହ ଆଗକୁ ବଢ଼ନ୍ତୁ। ସମସ୍ତଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି ନବୀନ ପଟ୍ଟନାୟକ।

ଆହୁରି ପଢ଼ନ୍ତୁ: ରାସ୍ତା କଡ ବୁଦା ଭିତରୁ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ସୂଚନା ଅନୁଯାୟୀ ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଇଛି।  ଶୁକ୍ରବାର ଅପରାହ୍ନ ୪ଟାରେ କଟକ ସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ରେଜଲ୍ଟ ଘୋଷଣା ହୋଇଛି। ବୋର୍ଡର କଟକସ୍ଥିତ ମୁଖ୍ୟ କାର୍ଯ୍ୟାଳୟରେ ସ୍କୁଲ ଓ ଗଣଶିକ୍ଷା ବିଭାଗର ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ  ଏବଂ ସଚିବ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିଥିଲେ। ଚଳିତ ଥର ମାଟ୍ରିକରେ ୯୪.୯୩ ପ୍ରତିଶତ ରେଜଲ୍ଟ ହୋଇଛି। ପୁଅଙ୍କ ପାସ ହାର ୯୪ ପ୍ରତିଶତ ରହିଥିବା ବେଳେ ଝିିଅଙ୍କ ପାସ୍ ହାର ୯୬ ପ୍ରତିଶତ ରହିଛି। ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଇଥିଲେ ୫ ଲକ୍ଷ ୨ ହଜାର ୪୧୭ ଜଣ । ପାସ୍ କରିଛନ୍ତି ୪ ଲକ୍ଷ ୮୪ ହଜାର ୮୬୩ ଜଣ । ସେମାନଙ୍କ ମଧ୍ୟରୁ ୧୮୧୨ ଜଣ A1 ଗ୍ରେଡ ପାଇଥିବାବେଳେ, ୧୨ ହଜାର ୨୦୦ ଜଣ ଛାତ୍ରଛାତ୍ରୀ A2 ଗ୍ରେଡ ପାଇଛନ୍ତି । ସେହିପରି B1 ଗ୍ରେଡ ପାଇଛନ୍ତି ୩୮ ହଜାର ୮୩୧ ଜଣ ଛାତ୍ରଛାତ୍ରୀ। B2 ଗ୍ରେଡ ପାଇଛନ୍ତି ୮୪,୯୭୧ ଜଣ ଛାତ୍ରଛାତ୍ରୀ । C ଗ୍ରେଡ ପାଇଛନ୍ତି ୧ ଲକ୍ଷ ୩୩ ହଜାର ୮୮୨ ଜଣ ଛାତ୍ରଛାତ୍ରୀ। D ଗ୍ରେଡ ପାଇଛନ୍ତି ୧ ଲକ୍ଷ ୪୬ ହଜାର ୧୫୪ ଜଣ ଛାତ୍ରଛାତ୍ରୀ। E ଗ୍ରେଡ ପାଇଛନ୍ତି ୭୬,୦୧୩ ଜଣ ଛାତ୍ରଛାତ୍ରୀ। F ଗ୍ରେଡ ପାଇଛନ୍ତି ୭,୩୮୪ ଜଣ ଛାତ୍ରଛାତ୍ରୀ। ଗଜପତି ଜିଲ୍ଲାରେ ସର୍ବାଧିକ ପାସହାର ୯୯.୩୫ ପ୍ରତିଶତ ରହିଛି । ସେହିଭଳି କୋରାପୁଟ ଜିଲ୍ଲାରେ ସର୍ବନିମ୍ନ ପାସ ହାର  ୯୨.୮୩ ପ୍ରତିଶତ ଅଛି।

02 May 2025 By The Sakala

https://www.thesakala.in/latest-odisha-news/naveen-congratulates-all-the-students-who-passed-the-10th-board-exams/article-40320
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର