ହସ୍‌ପିଟାଲ ବେଡ୍‌ରୁ ବାର୍ତ୍ତା ଦେଲେ ନବୀନ, କହିଲେ…ମୁଁ ସୁସ୍ଥ ଅଛି

The Sakala Picture
Published On

ଭୁବନେଶ୍ବର : ସୁସ୍ଥ ହେଉଛନ୍ତି ବିରୋଧୀ ଦଳନେତା ନବୀନ ପଟ୍ଟନାୟକ। ଅସୁସ୍ଥତା ଯୋଗୁଁ ଗତକାଲି ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ବିରୋଧୀ ଦଳ ନେତା ହସ୍ପିଟାଲ ବେଡରୁ ବାର୍ତ୍ତା ଦେଇଛନ୍ତି। ଏଥିର ସେ କହିଛନ୍ତି, ମୋତେ ଦେଖିବାକୁ ଚାହିଁଲେ ନବୀନ ନିବାସ ଆସନ୍ତୁ। ବିଜେଡି ସୁପ୍ରିମୋ ଡାକ୍ତରୀ ଟିମ୍‌, ଦଳୀୟ ନେତା, ସମର୍ଥକ ଓ ପ୍ରଶଂସକଙ୍କୁ ଧନ୍ୟବାଦ ଜଣାଇଛନ୍ତି। ନବୀନଙ୍କ ଏହି ଭିଡିଓ ବାର୍ତ୍ତା ସୂଚାଉଛି ଯେ, ସେ ଖୁବ୍‌ ଶୀଘ୍ର ଡାକ୍ତରଖାନାରୁ ଡିସଚାର୍ଜ […]

ଭୁବନେଶ୍ବର : ସୁସ୍ଥ ହେଉଛନ୍ତି ବିରୋଧୀ ଦଳନେତା ନବୀନ ପଟ୍ଟନାୟକ। ଅସୁସ୍ଥତା ଯୋଗୁଁ ଗତକାଲି ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ବିରୋଧୀ ଦଳ ନେତା ହସ୍ପିଟାଲ ବେଡରୁ ବାର୍ତ୍ତା ଦେଇଛନ୍ତି। ଏଥିର ସେ କହିଛନ୍ତି, ମୋତେ ଦେଖିବାକୁ ଚାହିଁଲେ ନବୀନ ନିବାସ ଆସନ୍ତୁ। ବିଜେଡି ସୁପ୍ରିମୋ ଡାକ୍ତରୀ ଟିମ୍‌, ଦଳୀୟ ନେତା, ସମର୍ଥକ ଓ ପ୍ରଶଂସକଙ୍କୁ ଧନ୍ୟବାଦ ଜଣାଇଛନ୍ତି। ନବୀନଙ୍କ ଏହି ଭିଡିଓ ବାର୍ତ୍ତା ସୂଚାଉଛି ଯେ, ସେ ଖୁବ୍‌ ଶୀଘ୍ର ଡାକ୍ତରଖାନାରୁ ଡିସଚାର୍ଜ ହୋଇପାରନ୍ତି।

ଆହୁରି ପଢ଼ନ୍ତୁ: ହୋଟେଲକୁ ନେଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ, ଯୁବ ନେତା ଗିରଫ

ଆହୁରି ପଢ଼ନ୍ତୁ: ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ପତ୍ନୀ ବିଦ୍ୟାଭାରତୀଙ୍କ ଆଗୁଆ ଜାମିନ୍ ଆବେଦନ ଖାରଜ କଲେ ହାଇକୋର୍ଟ

ସୂଚନାଯୋଗ୍ୟ ନବୀନ ପଟ୍ଟନାୟକଙ୍କୁ ସୋମବାର ଅପରାହ୍ଣରେ ସମ୍ ଅଲ୍ଟିମେଟ ମେଡିକେୟାରର ଅବଜରଭେସନ୍ ରୁମ୍‌ରୁ କ୍ୟାବିନ୍‌କୁ ସ୍ଥାନାନ୍ତର କରାଯାଇଛି । ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ପରିଲକ୍ଷିତ ହେଉଛି ଏବଂ ତାଙ୍କ କଣ୍ଡିସନ୍ ଷ୍ଟେବୁଲ ରହିଥିବା ମେଡିକାଲ ପକ୍ଷରୁ ମେଡିକାଲ୍ ବୁଲେଟିନ୍‌ରେ କୁହାଯାଇଛି।

ଆହୁରି ପଢ଼ନ୍ତୁ: ଗଞ୍ଜାମ CDOଙ୍କୁ ଦୁର୍ବ୍ୟବହାର ଓ ଧମକ ଅଭିଯୋଗ, ଆସିକା ବିଧାୟକଙ୍କ ବିରୋଧରେ ଏତଲା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର