ଶପଥ ସମାରୋହରେ ଯୋଗଦେବାକୁ ନବୀନଙ୍କୁ ନିମନ୍ତ୍ରଣ

The Sakala Picture
Published On

ଭୁବନେଶ୍ବର: ଆସନ୍ତାକାଲି ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ ଅନୁଷ୍ଠିତ ହେବ। ଶପଥ ଉତ୍ସବରେ ଯୋଗଦେବାକୁ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରାଯାଇଛି। ନବୀନ ନିବାସ ଯାଇ ନିମନ୍ତ୍ରଣ ଦେଇଛନ୍ତି ବିଜେପିର ୫ ବରିଷ୍ଠ ନେତା । ମନମୋହନ ସାମଲ, ସୁରେଶ ପୂଜାରୀ, ବସନ୍ତ ପଣ୍ଡା, ନିତ୍ୟାନନ୍ଦ ଗଣ୍ଡ ଓ ସମୀର ମହାନ୍ତି ନବୀନ ନିବାସ ଯାଇ ଶପଥ ଉତ୍ସବରେ ଯୋଗଦେବାକୁ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଛନ୍ତି। ସୂଚନା ଅନୁଯାୟୀ, ଆସନ୍ତାକାଲି ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ଜନତା ମଇଦାନରେ ନେବେ […]

ଭୁବନେଶ୍ବର: ଆସନ୍ତାକାଲି ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ ଅନୁଷ୍ଠିତ ହେବ। ଶପଥ ଉତ୍ସବରେ ଯୋଗଦେବାକୁ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରାଯାଇଛି। ନବୀନ ନିବାସ ଯାଇ ନିମନ୍ତ୍ରଣ ଦେଇଛନ୍ତି ବିଜେପିର ୫ ବରିଷ୍ଠ ନେତା । ମନମୋହନ ସାମଲ, ସୁରେଶ ପୂଜାରୀ, ବସନ୍ତ ପଣ୍ଡା, ନିତ୍ୟାନନ୍ଦ ଗଣ୍ଡ ଓ ସମୀର ମହାନ୍ତି ନବୀନ ନିବାସ ଯାଇ ଶପଥ ଉତ୍ସବରେ ଯୋଗଦେବାକୁ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଛନ୍ତି।

ଆହୁରି ପଢ଼ନ୍ତୁ: ପ୍ରସ୍ତାବିତ ଠିପି ଖୋଲା ବିଦେଶୀ ମଦ ଦୋକାନକୁ ବିରୋଧ, ଜିଲ୍ଲାପାଳ ଅଫିସ ଘେରିଲେ ଶତାଧିକ ମହିଳା

ସୂଚନା ଅନୁଯାୟୀ, ଆସନ୍ତାକାଲି ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ଜନତା ମଇଦାନରେ ନେବେ ଶପଥ ପାଠ। ଶପଥ ଗ୍ରହଣ ସମାରୋହ ପାଇଁ ଜନତା ମୈଦାନ ସୁରକ୍ଷାର ପ୍ରତିଟି ଦିଗ ଉପରେ କମିସନରେଟ୍‌ ନଜର ରଖିଛି। ସମ୍ପୂର୍ଣ୍ଣ ଜନତା ମୈଦାନକୁ ସିସିଟିଭି ନଜରରେ ରଖାଯାଇଥିବା ବେଳେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଭିଭିଆଇପିଙ୍କ ବିମାନବନ୍ଦରରେ ପହଞ୍ଚିବା ଠାରୁ ହୋଟେଲ୍‌ରେ ରହିବା, ଉତ୍ସବସ୍ଥଳକୁ ଯିବା ଏବଂ ବିମାନବନ୍ଦରକୁ ଫେରିବା ପର୍ଯ୍ୟନ୍ତ ସବୁଠି ପୁଲିସ ଛାଉଣୀ କରାଯାଇଛି। ଟ୍ରାଫିକ୍‌ରେ ସମସ୍ୟା ଦେଖା ନ ଦେବା ପାଇଁ ମଧ୍ୟ ସ୍ବତନ୍ତ୍ର ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ କରାଯାଇଛି।

ଆହୁରି ପଢ଼ନ୍ତୁ: ଜୁଲାଇ ୧୩ରେ ହେବନି ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ, ବାତିଲ କଲେ ରାଜ୍ୟ ସରକାର

11 Jun 2024 By The Sakala

ଶପଥ ସମାରୋହରେ ଯୋଗଦେବାକୁ ନବୀନଙ୍କୁ ନିମନ୍ତ୍ରଣ

ଭୁବନେଶ୍ବର: ଆସନ୍ତାକାଲି ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ ଅନୁଷ୍ଠିତ ହେବ। ଶପଥ ଉତ୍ସବରେ ଯୋଗଦେବାକୁ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରାଯାଇଛି। ନବୀନ ନିବାସ ଯାଇ ନିମନ୍ତ୍ରଣ ଦେଇଛନ୍ତି ବିଜେପିର ୫ ବରିଷ୍ଠ ନେତା । ମନମୋହନ ସାମଲ, ସୁରେଶ ପୂଜାରୀ, ବସନ୍ତ ପଣ୍ଡା, ନିତ୍ୟାନନ୍ଦ ଗଣ୍ଡ ଓ ସମୀର ମହାନ୍ତି ନବୀନ ନିବାସ ଯାଇ ଶପଥ ଉତ୍ସବରେ ଯୋଗଦେବାକୁ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଛନ୍ତି।

ସୂଚନା ଅନୁଯାୟୀ, ଆସନ୍ତାକାଲି ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ଜନତା ମଇଦାନରେ ନେବେ ଶପଥ ପାଠ। ଶପଥ ଗ୍ରହଣ ସମାରୋହ ପାଇଁ ଜନତା ମୈଦାନ ସୁରକ୍ଷାର ପ୍ରତିଟି ଦିଗ ଉପରେ କମିସନରେଟ୍‌ ନଜର ରଖିଛି। ସମ୍ପୂର୍ଣ୍ଣ ଜନତା ମୈଦାନକୁ ସିସିଟିଭି ନଜରରେ ରଖାଯାଇଥିବା ବେଳେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଭିଭିଆଇପିଙ୍କ ବିମାନବନ୍ଦରରେ ପହଞ୍ଚିବା ଠାରୁ ହୋଟେଲ୍‌ରେ ରହିବା, ଉତ୍ସବସ୍ଥଳକୁ ଯିବା ଏବଂ ବିମାନବନ୍ଦରକୁ ଫେରିବା ପର୍ଯ୍ୟନ୍ତ ସବୁଠି ପୁଲିସ ଛାଉଣୀ କରାଯାଇଛି। ଟ୍ରାଫିକ୍‌ରେ ସମସ୍ୟା ଦେଖା ନ ଦେବା ପାଇଁ ମଧ୍ୟ ସ୍ବତନ୍ତ୍ର ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର