ଭୁବନେଶ୍ବର: ୨୦୨୪ ସାଧାରଣ ନିର୍ବାଚନ ପାଇଁ ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା କରିଛି ବିଜୁ ଜନତା ଦଳ। ସୁପ୍ରିମୋ ନବୀନ ପଟ୍ଟନାୟକ ଷଷ୍ଠ ପର୍ଯ୍ୟାୟରେ ୯ ବିଧାନସଭା ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି।
https://www.youtube.com/watch?v=i1DnbX6T3LU
ଚିଲିକା- ରଘୁନାଥ ସାହୁ
ବଡ଼ଚଣା-ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ
କେନ୍ଦ୍ରାପଡ଼ା- ଗଣେଶ୍ବର ବେହେରା
ଆନନ୍ଦପୁର- ଅଭିମନ୍ୟୁ ସେଠୀ
ସାରସକଣା- ଦେବାଶିଷ ମାରାଣ୍ଡି
କରଞ୍ଜିଆ- ବାସନ୍ତୀ ହେମ୍ବ୍ରମ
ଚମ୍ପୁଆ- ସନାତନ ମହାକୁଡ଼
ରେମୁଣା- ବିଦ୍ୟାସ୍ମିତା ମହାଳିକ
ସିମୁଳିଆ- ସୁଭାଷିନୀ ସାହୁ
ସୂଚନାଯୋଗ୍ୟ, ବିଜେଡି ବର୍ତ୍ତମାନ ସୁଦ୍ଧା ସମସ୍ତ ୨୧ ଲୋକସଭା ଓ ୧୩୫ଟି ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିଛି। ତେବେ ମୋଟ ୧୪୭ ବିଧାନସଭା ଆସନ ମଧ୍ୟରୁ ଆଉ ୧୨ ବିଧାନସଭା ଆସନରେ ବିଜେଡିର ପ୍ରାର୍ଥୀ ଘୋଷଣା ହୋଇନାହିଁ।