ବିଜେଡିର ସପ୍ତମ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା, ବାଲିକୁଦା ଏରସମାରୁ ନିର୍ବାଚନ ଲଢିବେ ସାରଦା ଜେନା

ଭୁବନେଶ୍ବର: ୨୦୨୪ ସାଧାରଣ ନିର୍ବାଚନ ପାଇଁ ସପ୍ତମ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା କରିଛି ବିଜୁ ଜନତା ଦଳ। ସୁପ୍ରିମୋ ନବୀନ ପଟ୍ଟନାୟକ ସପ୍ତମ ପର୍ଯ୍ୟାୟରେ ୬ ବିଧାନସଭା ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ହିନ୍ଦୋଳ- ମହେଶ ସାହୁ ରଘୁନାଥପାଲୀ- ଅର୍ଚ୍ଚନା ବେହେରା ବାଲିକୁଦା ଏରସମା- ସାରଦା ଜେନା କାକଟପୁର- ତୁଷାରକାନ୍ତି ବେହେରା ବାଙ୍ଗିରିପୋଷି- ରଂଜିତା ମାରାଣ୍ଡି ବରୀ- ବିଶ୍ବରଂଜନ ମଲ୍ଲିକ ସୂଚନାଯୋଗ୍ୟ, ବିଜେଡି ବର୍ତ୍ତମାନ ସୁଦ୍ଧା ସମସ୍ତ ୨୧ ଲୋକସଭା ଓ ୧୪୧ ଟି […]

ଭୁବନେଶ୍ବର: ୨୦୨୪ ସାଧାରଣ ନିର୍ବାଚନ ପାଇଁ ସପ୍ତମ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା କରିଛି ବିଜୁ ଜନତା ଦଳ। ସୁପ୍ରିମୋ ନବୀନ ପଟ୍ଟନାୟକ ସପ୍ତମ ପର୍ଯ୍ୟାୟରେ ୬ ବିଧାନସଭା ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି।

ହିନ୍ଦୋଳ- ମହେଶ ସାହୁ
ରଘୁନାଥପାଲୀ- ଅର୍ଚ୍ଚନା ବେହେରା
ବାଲିକୁଦା ଏରସମା- ସାରଦା ଜେନା
କାକଟପୁର- ତୁଷାରକାନ୍ତି ବେହେରା
ବାଙ୍ଗିରିପୋଷି- ରଂଜିତା ମାରାଣ୍ଡି
ବରୀ- ବିଶ୍ବରଂଜନ ମଲ୍ଲିକ

ସୂଚନାଯୋଗ୍ୟ, ବିଜେଡି ବର୍ତ୍ତମାନ ସୁଦ୍ଧା ସମସ୍ତ ୨୧ ଲୋକସଭା ଓ ୧୪୧ ଟି ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିଛି। ତେବେ ମୋଟ ୧୪୭ ବିଧାନସଭା ଆସନ ମଧ୍ୟରୁ ଆଉ ୬ ବିଧାନସଭା ଆସନରେ ବିଜେଡିର ପ୍ରାର୍ଥୀ ଘୋଷଣା ହୋଇନାହିଁ।

About The Author: The Sakala