ବିଜେଡିର ୩ୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା, ଦଳ ପାଇଁ ପ୍ରାର୍ଥୀ ଘୋଷଣା କଲେ ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ବର : ୨୦୨୪ ସାଧାରଣ ନିର୍ବାଚନ ପାଇଁ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କରିଛି ବିଜୁ ଜନତା ଦଳ। ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ୯ ବିଧାନସଭା ଆସନ ପାଇଁ ୩ୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ରେଙ୍ଗାଲି- ସୁଦର୍ଶନ ହରିପାଲ ରାଉରକେଲା-ସାରଦା ନାୟକ ବୀରମିତ୍ରପୁର- ରୋହିତ ଯୋଶେଫ ତିର୍କୀ କେନ୍ଦୁଝର- ମୀନା ମାଝୀ ରାଇରଙ୍ଗପୁର- ରାଇସେନ ମୁର୍ମୁ ବାଲେଶ୍ବର- ସ୍ବରୁପ କୁମାର ଦାସ ବାରବାଟି କଟକ- ପ୍ରକାଶ ଚନ୍ଦ୍ର ବେହେରା ଜୟଦେବ- ନବ କିଶୋର ମଲ୍ଲିକ […]

ଭୁବନେଶ୍ବର : ୨୦୨୪ ସାଧାରଣ ନିର୍ବାଚନ ପାଇଁ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କରିଛି ବିଜୁ ଜନତା ଦଳ। ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ୯ ବିଧାନସଭା ଆସନ ପାଇଁ ୩ୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି।

ଆହୁରି ପଢ଼ନ୍ତୁ: ବଲାଙ୍ଗୀରରେ ପୋଖରୀ ପୁନରୁଦ୍ଧାର କାମକୁ ନେଇ ବିଜେଡି-କଂଗ୍ରେସ ମୁହାମୁହିଁ

ରେଙ୍ଗାଲି- ସୁଦର୍ଶନ ହରିପାଲ
ରାଉରକେଲା-ସାରଦା ନାୟକ
ବୀରମିତ୍ରପୁର- ରୋହିତ ଯୋଶେଫ ତିର୍କୀ
କେନ୍ଦୁଝର- ମୀନା ମାଝୀ
ରାଇରଙ୍ଗପୁର- ରାଇସେନ ମୁର୍ମୁ
ବାଲେଶ୍ବର- ସ୍ବରୁପ କୁମାର ଦାସ
ବାରବାଟି କଟକ- ପ୍ରକାଶ ଚନ୍ଦ୍ର ବେହେରା
ଜୟଦେବ- ନବ କିଶୋର ମଲ୍ଲିକ
ସାଲେପୁର- ପ୍ରଶାନ୍ତ ବେହେରା

ସୂଚନାଯୋଗ୍ୟ, ଗତ ମାର୍ଚ୍ଚ ୨୭ ତାରିଖରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରଥମ ପର୍ଯ୍ୟାୟରେ ୯ ଲୋକସଭା ଓ ୭୨ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିଲେ। ଏହାପରେ ସେହି ଦିନ ପୁଣି ନବୀନ ପଟ୍ଟନାୟକ ଦ୍ବିତୀୟ ପର୍ଯ୍ୟାୟରେ ଆଉ ୬ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିଲେ। ପରେ ଏପ୍ରିଲ ୩ରେ ୫ ଲୋକସଭା ଆସନ ଓ ୨୭ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଥିଲେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ। ତେବେ ବର୍ତ୍ତମାନ ସୁଦ୍ଧା ଚଳିତ ସାଧାରଣ ନିର୍ବାଚନ ପାଇଁ ବିଜୁ ଜନତା ଦଳ ମୋଟ ୨୦ ଲୋକସଭା ଆସନ ଓ ୧୦୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରି ସାରିଛି। ଆଉ ଗୋଟିଏ ଲୋକସଭା ଓ ୩୯ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା ହୋଇନାହିଁ।

ଆହୁରି ପଢ଼ନ୍ତୁ: ଦୀଘା ଜଗନ୍ନାଥ ମନ୍ଦିରରୁ ‘ଧାମ’ ଶବ୍ଦ ହଟାଇଲେ ବେଙ୍ଗଲ ସରକାର, ଲେଖା ହେଲା ଜଗନ୍ନାଥ ସାଂସ୍କୃତିକ କେନ୍ଦ୍ର

05 Apr 2024 By The Sakala

ବିଜେଡିର ୩ୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା, ଦଳ ପାଇଁ ପ୍ରାର୍ଥୀ ଘୋଷଣା କଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର : ୨୦୨୪ ସାଧାରଣ ନିର୍ବାଚନ ପାଇଁ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କରିଛି ବିଜୁ ଜନତା ଦଳ। ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ୯ ବିଧାନସଭା ଆସନ ପାଇଁ ୩ୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି।

ରେଙ୍ଗାଲି- ସୁଦର୍ଶନ ହରିପାଲ
ରାଉରକେଲା-ସାରଦା ନାୟକ
ବୀରମିତ୍ରପୁର- ରୋହିତ ଯୋଶେଫ ତିର୍କୀ
କେନ୍ଦୁଝର- ମୀନା ମାଝୀ
ରାଇରଙ୍ଗପୁର- ରାଇସେନ ମୁର୍ମୁ
ବାଲେଶ୍ବର- ସ୍ବରୁପ କୁମାର ଦାସ
ବାରବାଟି କଟକ- ପ୍ରକାଶ ଚନ୍ଦ୍ର ବେହେରା
ଜୟଦେବ- ନବ କିଶୋର ମଲ୍ଲିକ
ସାଲେପୁର- ପ୍ରଶାନ୍ତ ବେହେରା

ସୂଚନାଯୋଗ୍ୟ, ଗତ ମାର୍ଚ୍ଚ ୨୭ ତାରିଖରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରଥମ ପର୍ଯ୍ୟାୟରେ ୯ ଲୋକସଭା ଓ ୭୨ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିଲେ। ଏହାପରେ ସେହି ଦିନ ପୁଣି ନବୀନ ପଟ୍ଟନାୟକ ଦ୍ବିତୀୟ ପର୍ଯ୍ୟାୟରେ ଆଉ ୬ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିଲେ। ପରେ ଏପ୍ରିଲ ୩ରେ ୫ ଲୋକସଭା ଆସନ ଓ ୨୭ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଥିଲେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ। ତେବେ ବର୍ତ୍ତମାନ ସୁଦ୍ଧା ଚଳିତ ସାଧାରଣ ନିର୍ବାଚନ ପାଇଁ ବିଜୁ ଜନତା ଦଳ ମୋଟ ୨୦ ଲୋକସଭା ଆସନ ଓ ୧୦୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରି ସାରିଛି। ଆଉ ଗୋଟିଏ ଲୋକସଭା ଓ ୩୯ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା ହୋଇନାହିଁ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର