ଯାଜପୁର ମେଡିକାଲ କଲେଜକୁ ମିଳିଲା ମଞ୍ଜୁରୀ, ଅଭିନନ୍ଦନ ଜଣାଇଲେ ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ବର: ପୂରଣ ହେଲା ଯାଜପୁରବାସୀଙ୍କ ସ୍ବପ୍ନ । ଯାଜପୁର ମେଡିକାଲ କଲେଜକୁ ମିଳିଲା ମଞ୍ଜୁରୀ । ଚଳିତବର୍ଷ ୫୦ ସିଟରେ ହେବ ନାମଲେଖା । ସୋସିଆଲ ମିଡିଆରେ ଯାଜପୁରବାସୀଙ୍କୁ ଅଭିନନ୍ଦନ ଜଣାଇଲେ ନବୀନ ପଟ୍ଟନାୟକ । ଜାତୀୟ ମେଡିକାଲ କମିଶନ ୫୦ ସିଟକୁ ଦେଇଛନ୍ତି ମଞ୍ଜୁରୀ । ଯାଜପୁର ମେଡିକାଲ କଲେଜ ପାଇଁ ବିଜେଡି ସରକାର ଉଦ୍ୟମ କରୁଥିଲା । ରାଜ୍ୟରେ ଡାକ୍ତରୀ ଶିକ୍ଷାର ବିକାଶ ପାଇଁ ବିଜେଡି କରୁଥିଲା ପ୍ରୟାସ । ତେବେ ୧୦୦ ସିଟ […]

ଭୁବନେଶ୍ବର: ପୂରଣ ହେଲା ଯାଜପୁରବାସୀଙ୍କ ସ୍ବପ୍ନ । ଯାଜପୁର ମେଡିକାଲ କଲେଜକୁ ମିଳିଲା ମଞ୍ଜୁରୀ । ଚଳିତବର୍ଷ ୫୦ ସିଟରେ ହେବ ନାମଲେଖା । ସୋସିଆଲ ମିଡିଆରେ ଯାଜପୁରବାସୀଙ୍କୁ ଅଭିନନ୍ଦନ ଜଣାଇଲେ ନବୀନ ପଟ୍ଟନାୟକ ।

ଆହୁରି ପଢ଼ନ୍ତୁ: ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଫାଙ୍କା ଗୁଳି ଚାଳନା, ଅଡୁଆରେ ପିଏସଓ

ଜାତୀୟ ମେଡିକାଲ କମିଶନ ୫୦ ସିଟକୁ ଦେଇଛନ୍ତି ମଞ୍ଜୁରୀ । ଯାଜପୁର ମେଡିକାଲ କଲେଜ ପାଇଁ ବିଜେଡି ସରକାର ଉଦ୍ୟମ କରୁଥିଲା । ରାଜ୍ୟରେ ଡାକ୍ତରୀ ଶିକ୍ଷାର ବିକାଶ ପାଇଁ ବିଜେଡି କରୁଥିଲା ପ୍ରୟାସ । ତେବେ ୧୦୦ ସିଟ ପାଇଁ ମଞ୍ଜୁରୀ ମିଳିଥିଲେ ଆହୁରି ଖୁସି ଲାଗିଥାନ୍ତା ବୋଲି କହିଛନ୍ତି ନବୀନ ।

ଆହୁରି ପଢ଼ନ୍ତୁ: ଏପ୍ରିଲ ୮ ତାରିଖରୁ ହେବ ବାହାର ରତ୍ନଭଣ୍ଡାର ଗଣତିମଣତି: ଆଇନ ମନ୍ତ୍ରୀ

ଅନ୍ୟ ନୂଆ ମେଡିକାଲ କଲେଜ ପରି ୧୦୦ ସିଟ ପାଇଁ ମଞ୍ଜୁରୀ ମିଳିବା କଥା । ତେବେ କେନ୍ଦ୍ର ସରକାର ସିଟ୍ ସଂଖ୍ୟା ୧୦୦କୁ ବଢାଇବେ ବୋଲି ଆଶା ରଖିଛୁ ବୋଲି କହିଛନ୍ତି ନବୀନ ।

18 Jul 2024 By The Sakala

ଯାଜପୁର ମେଡିକାଲ କଲେଜକୁ ମିଳିଲା ମଞ୍ଜୁରୀ, ଅଭିନନ୍ଦନ ଜଣାଇଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର: ପୂରଣ ହେଲା ଯାଜପୁରବାସୀଙ୍କ ସ୍ବପ୍ନ । ଯାଜପୁର ମେଡିକାଲ କଲେଜକୁ ମିଳିଲା ମଞ୍ଜୁରୀ । ଚଳିତବର୍ଷ ୫୦ ସିଟରେ ହେବ ନାମଲେଖା । ସୋସିଆଲ ମିଡିଆରେ ଯାଜପୁରବାସୀଙ୍କୁ ଅଭିନନ୍ଦନ ଜଣାଇଲେ ନବୀନ ପଟ୍ଟନାୟକ ।

ଜାତୀୟ ମେଡିକାଲ କମିଶନ ୫୦ ସିଟକୁ ଦେଇଛନ୍ତି ମଞ୍ଜୁରୀ । ଯାଜପୁର ମେଡିକାଲ କଲେଜ ପାଇଁ ବିଜେଡି ସରକାର ଉଦ୍ୟମ କରୁଥିଲା । ରାଜ୍ୟରେ ଡାକ୍ତରୀ ଶିକ୍ଷାର ବିକାଶ ପାଇଁ ବିଜେଡି କରୁଥିଲା ପ୍ରୟାସ । ତେବେ ୧୦୦ ସିଟ ପାଇଁ ମଞ୍ଜୁରୀ ମିଳିଥିଲେ ଆହୁରି ଖୁସି ଲାଗିଥାନ୍ତା ବୋଲି କହିଛନ୍ତି ନବୀନ ।

ଅନ୍ୟ ନୂଆ ମେଡିକାଲ କଲେଜ ପରି ୧୦୦ ସିଟ ପାଇଁ ମଞ୍ଜୁରୀ ମିଳିବା କଥା । ତେବେ କେନ୍ଦ୍ର ସରକାର ସିଟ୍ ସଂଖ୍ୟା ୧୦୦କୁ ବଢାଇବେ ବୋଲି ଆଶା ରଖିଛୁ ବୋଲି କହିଛନ୍ତି ନବୀନ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର