ହକି ଇଣ୍ଡିଆର ବିଜୟରେ ଖୁସି ମନାଇବାସହ ଶୁଭେଚ୍ଛା ବାର୍ତ୍ତା ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ୱର: ହକି ଇଣ୍ଡିଆର ବିଜୟରେ ଖୁସି ମନାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦୀର୍ଘ ୪୧ ବର୍ଷ ପରେ ଭାରତୀୟ ପୁରୁଷ ହକି ଟିମ ଅଲିମ୍ପିକ୍ସର ସେମି ଫାଇନାଲକୁ ପ୍ରବେଶ କରିଛି । ଭାରତୀୟ ହକି ଟିମର ଏହି ଐତିହାସିକ ବିଜୟରେ ଖୁସି ପ୍ରକଟ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଚ୍ଚନାୟକ । ମୁଖ୍ୟମନ୍ତ୍ରୀ ନବୀନ ନିବାସରେ ବସି ସମ୍ପୂର୍ଣ୍ଣ ମ୍ୟାଚ ଦେଖିବା ସହ ଟ୍ୱିଟ କରି ଭାରତୀୟ ହକି ଟିମକୁ ଶୁଭେଛା ଜଣାଇଛନ୍ତି । ଭାରତୀୟ ହକି […]

ଭୁବନେଶ୍ୱର: ହକି ଇଣ୍ଡିଆର ବିଜୟରେ ଖୁସି ମନାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦୀର୍ଘ ୪୧ ବର୍ଷ ପରେ ଭାରତୀୟ ପୁରୁଷ ହକି ଟିମ ଅଲିମ୍ପିକ୍ସର ସେମି ଫାଇନାଲକୁ ପ୍ରବେଶ କରିଛି । ଭାରତୀୟ ହକି ଟିମର ଏହି ଐତିହାସିକ ବିଜୟରେ ଖୁସି ପ୍ରକଟ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଚ୍ଚନାୟକ । ମୁଖ୍ୟମନ୍ତ୍ରୀ ନବୀନ ନିବାସରେ ବସି ସମ୍ପୂର୍ଣ୍ଣ ମ୍ୟାଚ ଦେଖିବା ସହ ଟ୍ୱିଟ କରି ଭାରତୀୟ ହକି ଟିମକୁ ଶୁଭେଛା ଜଣାଇଛନ୍ତି ।

ଆହୁରି ପଢ଼ନ୍ତୁ: ଆଇନଶୃଙ୍ଖଳା ତତ୍ତ୍ବାବଧାନ କରିବେ ବରିଷ୍ଠ ଆଇପିଏସ୍‌: ୧୫ ପୁଲିସ ଅଧିକାରୀଙ୍କୁ ୧୭ ଜିଲ୍ଲା ଦାୟିତ୍ୱ

ଭାରତୀୟ ହକି ଟିମ ଇତିହାସର ପୁନରାବୃତ୍ତି କରିବା ନେଇ ଆଶା ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଚ୍ଚନାୟକ । ଆଗାମୀ ମ୍ୟାଚରେ ଭାରତୀୟ ପୁରୁଷ ହକି ଟିମ ବେଲଜିୟମକୁ ଭେଟିବାକୁ ଯାଉଥିବାବେଳେ ନିଶ୍ଚୟ ବିଜୟ ହାସଲ କରିବ ବୋଲି ମଧ୍ୟ ଆଶା ପ୍ରକଟ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେହିଭଳି ଟୋକିଓ ଅଲିମ୍ପିକ୍ସରେ ଟିମ ବିଜୟ ହାସଲ କରିବା ନେଇ ଶୁଭେଛା ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ତଦନ୍ତ କମିସନ ଫାଇଲ୍‌ ଗାଏବ ଘଟଣା: ତଦନ୍ତ ପାଇଁ ଲୋକସେବା ଭବନର ଗୃହ ବିଭାଗରେ କ୍ୟାପିଟାଲ ଥାନା ଅଧିକାରୀ

ଅନ୍ୟପଟେ ଯେତେବେଳେ ଭାରତ ସହ ବ୍ରିଟେନର ମ୍ୟାଚ ଜାରି ରହିଥିଲା । ସେତେବେଳେ ମୁଖ୍ୟମନ୍ତ୍ରୀ ନିଜ ବାସଭବନରେ ରହି ସମ୍ପୂର୍ଣ୍ଣ ମ୍ୟାଚକୁ ଦେଖୁଥିଲେ । ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କର ବ୍ୟକ୍ତିଗତ ସଚିବ ଭି. କାର୍ତ୍ତିକେୟ ପାଣ୍ଡିୟାନ ମଧ୍ୟ ଉପସ୍ଥିତ ରହିଥିଲେ । ଯେଉଁ ସମୟରେ ଭାରତୀୟ ପୁରୁଷ ହକି ଟିମ ବ୍ରିଟେନକୁ ପରାଜୟ କରିବା ସହ ବିଜୟ ହୋଇଥିଲା, ସେହି ସମୟରେ ମୁଖ୍ୟମନ୍ତ୍ରୀ ଠିଆ ହୋଇପଡିଥିଲେ ଏବଂ ଭାରତୀୟ ଟିମକୁ ଉତ୍ସାହିତ କରିବା ସହ ତାଳି ମଧ୍ୟ ମାରିଥିଲେ ।

01 Aug 2021 By The Sakala

ହକି ଇଣ୍ଡିଆର ବିଜୟରେ ଖୁସି ମନାଇବାସହ ଶୁଭେଚ୍ଛା ବାର୍ତ୍ତା ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ହକି ଇଣ୍ଡିଆର ବିଜୟରେ ଖୁସି ମନାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦୀର୍ଘ ୪୧ ବର୍ଷ ପରେ ଭାରତୀୟ ପୁରୁଷ ହକି ଟିମ ଅଲିମ୍ପିକ୍ସର ସେମି ଫାଇନାଲକୁ ପ୍ରବେଶ କରିଛି । ଭାରତୀୟ ହକି ଟିମର ଏହି ଐତିହାସିକ ବିଜୟରେ ଖୁସି ପ୍ରକଟ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଚ୍ଚନାୟକ । ମୁଖ୍ୟମନ୍ତ୍ରୀ ନବୀନ ନିବାସରେ ବସି ସମ୍ପୂର୍ଣ୍ଣ ମ୍ୟାଚ ଦେଖିବା ସହ ଟ୍ୱିଟ କରି ଭାରତୀୟ ହକି ଟିମକୁ ଶୁଭେଛା ଜଣାଇଛନ୍ତି ।

ଭାରତୀୟ ହକି ଟିମ ଇତିହାସର ପୁନରାବୃତ୍ତି କରିବା ନେଇ ଆଶା ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଚ୍ଚନାୟକ । ଆଗାମୀ ମ୍ୟାଚରେ ଭାରତୀୟ ପୁରୁଷ ହକି ଟିମ ବେଲଜିୟମକୁ ଭେଟିବାକୁ ଯାଉଥିବାବେଳେ ନିଶ୍ଚୟ ବିଜୟ ହାସଲ କରିବ ବୋଲି ମଧ୍ୟ ଆଶା ପ୍ରକଟ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେହିଭଳି ଟୋକିଓ ଅଲିମ୍ପିକ୍ସରେ ଟିମ ବିଜୟ ହାସଲ କରିବା ନେଇ ଶୁଭେଛା ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଅନ୍ୟପଟେ ଯେତେବେଳେ ଭାରତ ସହ ବ୍ରିଟେନର ମ୍ୟାଚ ଜାରି ରହିଥିଲା । ସେତେବେଳେ ମୁଖ୍ୟମନ୍ତ୍ରୀ ନିଜ ବାସଭବନରେ ରହି ସମ୍ପୂର୍ଣ୍ଣ ମ୍ୟାଚକୁ ଦେଖୁଥିଲେ । ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କର ବ୍ୟକ୍ତିଗତ ସଚିବ ଭି. କାର୍ତ୍ତିକେୟ ପାଣ୍ଡିୟାନ ମଧ୍ୟ ଉପସ୍ଥିତ ରହିଥିଲେ । ଯେଉଁ ସମୟରେ ଭାରତୀୟ ପୁରୁଷ ହକି ଟିମ ବ୍ରିଟେନକୁ ପରାଜୟ କରିବା ସହ ବିଜୟ ହୋଇଥିଲା, ସେହି ସମୟରେ ମୁଖ୍ୟମନ୍ତ୍ରୀ ଠିଆ ହୋଇପଡିଥିଲେ ଏବଂ ଭାରତୀୟ ଟିମକୁ ଉତ୍ସାହିତ କରିବା ସହ ତାଳି ମଧ୍ୟ ମାରିଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର