ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ୱର: ଆଜି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ । ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ପଶ୍ଚିମ ଓଡ଼ିଶାର ଗାଁଠୁ ସହର । ପବିତ୍ର ନୂଆଁଖାଇ ଅବସରରେ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ମା’ ସମଲେଇଙ୍କ ନିକଟରେ ପଶ୍ଚିମଓଡ଼ିଶା ତଥା ରାଜ୍ୟବାସୀଙ୍କ ମଙ୍ଗଳ କାମନା କରିଛନ୍ତି ନବୀନ । ସମସ୍ତଙ୍କୁ ଖୁସିରେ ରଖନ୍ତୁ ବୋଲି ମା’ ସମଲେଇଙ୍କ ନିକଟରେ କାମନା କରିଛନ୍ତି । ଆଜି ମା’ ସମଲେଶ୍ୱରୀଙ୍କ ନିକଟରେ ନୂଆଲାଗି […]

ଭୁବନେଶ୍ୱର: ଆଜି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ । ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ପଶ୍ଚିମ ଓଡ଼ିଶାର ଗାଁଠୁ ସହର । ପବିତ୍ର ନୂଆଁଖାଇ ଅବସରରେ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ମା’ ସମଲେଇଙ୍କ ନିକଟରେ ପଶ୍ଚିମଓଡ଼ିଶା ତଥା ରାଜ୍ୟବାସୀଙ୍କ ମଙ୍ଗଳ କାମନା କରିଛନ୍ତି ନବୀନ । ସମସ୍ତଙ୍କୁ ଖୁସିରେ ରଖନ୍ତୁ ବୋଲି ମା’ ସମଲେଇଙ୍କ ନିକଟରେ କାମନା କରିଛନ୍ତି । ଆଜି ମା’ ସମଲେଶ୍ୱରୀଙ୍କ ନିକଟରେ ନୂଆଲାଗି ହେବାପରେ ଦିନ ୧୨ଟା ୩୦ ପରେ ଶ୍ରଦ୍ଧାଳୁ ସମଲେଶ୍ୱରୀଙ୍କୁ ଦର୍ଶନ କରିପାରିବେ ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱର ଫେରିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ବଡ଼ ଭାଇଙ୍କ ଅସୁସ୍ଥତା ଖବର ପାଇ ଦିଲ୍ଲୀ ଯାଇଥିଲେ

08 Sep 2024 By The Sakala

ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଆଜି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ । ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ପଶ୍ଚିମ ଓଡ଼ିଶାର ଗାଁଠୁ ସହର । ପବିତ୍ର ନୂଆଁଖାଇ ଅବସରରେ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ମା’ ସମଲେଇଙ୍କ ନିକଟରେ ପଶ୍ଚିମଓଡ଼ିଶା ତଥା ରାଜ୍ୟବାସୀଙ୍କ ମଙ୍ଗଳ କାମନା କରିଛନ୍ତି ନବୀନ । ସମସ୍ତଙ୍କୁ ଖୁସିରେ ରଖନ୍ତୁ ବୋଲି ମା’ ସମଲେଇଙ୍କ ନିକଟରେ କାମନା କରିଛନ୍ତି । ଆଜି ମା’ ସମଲେଶ୍ୱରୀଙ୍କ ନିକଟରେ ନୂଆଲାଗି ହେବାପରେ ଦିନ ୧୨ଟା ୩୦ ପରେ ଶ୍ରଦ୍ଧାଳୁ ସମଲେଶ୍ୱରୀଙ୍କୁ ଦର୍ଶନ କରିପାରିବେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର