ବିଶ୍ଵଭୂଷଣ ହରିଚନ୍ଦନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଛତିଶଗଡର ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ ଅସୁସ୍ଥତା ଖବର ପାଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ହରିଚନ୍ଦନଙ୍କ ପୁଅ ତଥା ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନଙ୍କୁ ଫୋନ୍ କରି ବିଶ୍ୱଭୂଷଣ ବାବୁଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସମ୍ପର୍କରେ ପଚାରି ବୁଝିବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।  

About The Author: The Sakala