ଚିକିତ୍ସା ପାଇଁ ମୁମ୍ୱାଇ ଗଲେ ନବୀନ ପଟ୍ଟନାୟକ, ଆଶୁ ଆରୋଗ୍ୟ କାମନା କରି ପୂଜାର୍ଚ୍ଚନା…

The Sakala Picture
Published On

ଭୁବନେଶ୍ବର: ଆଜି ଚିକିତ୍ସା ପାଇଁ ମୁମ୍ବାଇ ଗଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ମୁମ୍ବାଇ ସ୍ଥିତ କୋକିଳାବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ହେବ ସର୍ଭିକାଲ ଆଥ୍ରାଇଟିସ୍ ଚିକିତ୍ସା। ୨୨ ତାରିଖରେ ବ୍ୟକ୍ତିଗତ ଚିକିତ୍ସକ ଡ.ରମାକାନ୍ତ ପଣ୍ଡାଙ୍କ ତତ୍ତ୍ବାବଧାନରେ ଚିକିତ୍ସା କରାଯିବ। ନବୀନ ପଟ୍ଟନାୟକ ଶୀଘ୍ର ସୁସ୍ଥ ହୁଅନ୍ତୁ ବୋଲି କାମନା କରିଛନ୍ତି ସାଢ଼େ ଚାରି କୋଟି ଓଡ଼ିଆ। ପ୍ରିୟର ନେତା ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରି ନବୀନ ନିବାସ ସମ୍ମୁଖରେ ମହିଳା ବିଜେଡି […]

ଭୁବନେଶ୍ବର: ଆଜି ଚିକିତ୍ସା ପାଇଁ ମୁମ୍ବାଇ ଗଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ମୁମ୍ବାଇ ସ୍ଥିତ କୋକିଳାବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ହେବ ସର୍ଭିକାଲ ଆଥ୍ରାଇଟିସ୍ ଚିକିତ୍ସା। ୨୨ ତାରିଖରେ ବ୍ୟକ୍ତିଗତ ଚିକିତ୍ସକ ଡ.ରମାକାନ୍ତ ପଣ୍ଡାଙ୍କ ତତ୍ତ୍ବାବଧାନରେ ଚିକିତ୍ସା କରାଯିବ। ନବୀନ ପଟ୍ଟନାୟକ ଶୀଘ୍ର ସୁସ୍ଥ ହୁଅନ୍ତୁ ବୋଲି କାମନା କରିଛନ୍ତି ସାଢ଼େ ଚାରି କୋଟି ଓଡ଼ିଆ। ପ୍ରିୟର ନେତା ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରି ନବୀନ ନିବାସ ସମ୍ମୁଖରେ ମହିଳା ବିଜେଡି କର୍ମୀ ଓ ସାଧାରଣ ଲୋକ ପୂଜାର୍ଚ୍ଚନାର ଆୟୋଜନ କରିଥିଲେ।  ବିମାନବନ୍ଦର ଟର୍ମିନାଲ ସମ୍ମୁଖରେ ବରିଷ୍ଠ ବିଜେଡି ନେତା ମାନେ ନବୀନଙ୍କୁ ଶୁଭେଚ୍ଛା ଜଣାଇବା ସହ ଆଶୁ ଆରୋଗ୍ୟ କାମନା କରିଛନ୍ତି।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଠାରୁ ରାଜ୍ୟରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ ଦିନ ତାପମାତ୍ରା

20 Jun 2025 By The Sakala

ଚିକିତ୍ସା ପାଇଁ ମୁମ୍ୱାଇ ଗଲେ ନବୀନ ପଟ୍ଟନାୟକ, ଆଶୁ ଆରୋଗ୍ୟ କାମନା କରି ପୂଜାର୍ଚ୍ଚନା…

ଭୁବନେଶ୍ବର: ଆଜି ଚିକିତ୍ସା ପାଇଁ ମୁମ୍ବାଇ ଗଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ମୁମ୍ବାଇ ସ୍ଥିତ କୋକିଳାବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ହେବ ସର୍ଭିକାଲ ଆଥ୍ରାଇଟିସ୍ ଚିକିତ୍ସା। ୨୨ ତାରିଖରେ ବ୍ୟକ୍ତିଗତ ଚିକିତ୍ସକ ଡ.ରମାକାନ୍ତ ପଣ୍ଡାଙ୍କ ତତ୍ତ୍ବାବଧାନରେ ଚିକିତ୍ସା କରାଯିବ। ନବୀନ ପଟ୍ଟନାୟକ ଶୀଘ୍ର ସୁସ୍ଥ ହୁଅନ୍ତୁ ବୋଲି କାମନା କରିଛନ୍ତି ସାଢ଼େ ଚାରି କୋଟି ଓଡ଼ିଆ। ପ୍ରିୟର ନେତା ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରି ନବୀନ ନିବାସ ସମ୍ମୁଖରେ ମହିଳା ବିଜେଡି କର୍ମୀ ଓ ସାଧାରଣ ଲୋକ ପୂଜାର୍ଚ୍ଚନାର ଆୟୋଜନ କରିଥିଲେ।  ବିମାନବନ୍ଦର ଟର୍ମିନାଲ ସମ୍ମୁଖରେ ବରିଷ୍ଠ ବିଜେଡି ନେତା ମାନେ ନବୀନଙ୍କୁ ଶୁଭେଚ୍ଛା ଜଣାଇବା ସହ ଆଶୁ ଆରୋଗ୍ୟ କାମନା କରିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର