ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ସୁସ୍ଥ ହୋଇ ଭୁବନେଶ୍ବର ଫେରିଲେ ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ବର: ସୁସ୍ଥ ହୋଇ ଭୁବନେଶ୍ବର ଫେରିଲେ ନବୀନ ପଟ୍ଟନାୟକ । ମୁମ୍ବାଇରୁ ଅସ୍ତ୍ରୋପଚାର ପରେ ଆଜି ସେ ଭୁବନେଶ୍ବର ଫେରିଛନ୍ତି। ବିଜେଡିର ନେତୃବୃନ୍ଦ ଓ କର୍ମୀ ତାଙ୍କୁ ଜୋରଦାର ସ୍ବାଗତ କରିଥିଲେ। ସର୍ଭାଇକାଲ ଆର୍ଥ୍ରାଇଟ୍ସ ଚିକିତ୍ସା ପାଇଁ ମୁମ୍ବାଇ ଯାଇଥିଲେ । ଗତ ୨୦ ତାରିଖରେ ଚିକିତ୍ସା ପାଇଁ ମୁମ୍ବାଇ ଯାଇଥିଲେ । ୨୨ ତାରିଖରେ ତାଙ୍କର ଅପରେସନ ହୋଇଥିଲା । ସେ ଏବେ ହସ୍ପିଟାଲରୁ ଡିସଚାର୍ଜ ହୋଇ ଡ଼ାକ୍ତରଙ୍କ ପରାମର୍ଶକ୍ରମେ ଚିକିତ୍ସାରେ ଥିଲେ । ସୂଚନା […]

ଭୁବନେଶ୍ବର: ସୁସ୍ଥ ହୋଇ ଭୁବନେଶ୍ବର ଫେରିଲେ ନବୀନ ପଟ୍ଟନାୟକ । ମୁମ୍ବାଇରୁ ଅସ୍ତ୍ରୋପଚାର ପରେ ଆଜି ସେ ଭୁବନେଶ୍ବର ଫେରିଛନ୍ତି। ବିଜେଡିର ନେତୃବୃନ୍ଦ ଓ କର୍ମୀ ତାଙ୍କୁ ଜୋରଦାର ସ୍ବାଗତ କରିଥିଲେ। ସର୍ଭାଇକାଲ ଆର୍ଥ୍ରାଇଟ୍ସ ଚିକିତ୍ସା ପାଇଁ ମୁମ୍ବାଇ ଯାଇଥିଲେ । ଗତ ୨୦ ତାରିଖରେ ଚିକିତ୍ସା ପାଇଁ ମୁମ୍ବାଇ ଯାଇଥିଲେ । ୨୨ ତାରିଖରେ ତାଙ୍କର ଅପରେସନ ହୋଇଥିଲା । ସେ ଏବେ ହସ୍ପିଟାଲରୁ ଡିସଚାର୍ଜ ହୋଇ ଡ଼ାକ୍ତରଙ୍କ ପରାମର୍ଶକ୍ରମେ ଚିକିତ୍ସାରେ ଥିଲେ ।

ଆହୁରି ପଢ଼ନ୍ତୁ: ଆର୍ଥିକ ଅନଟନରେ ଶିକ୍ଷାର ଆଲୁଅ ଖୋଜୁଛନ୍ତି ମାନସ; +୩ ଆଡମିସନ୍‌ ପାଇଁ ପରଘରେ ମୂଲ ଲାଗୁଛନ୍ତି

ସୂଚନା ଅନୁଯାୟୀ, ଜୁନ୍‌ ୨୦ରେ ନବୀନ ଚିକିତ୍ସା ପାଇଁ ମୁମ୍ବାଇ ଯାଇଥିଲେ ଓ ୨୨ ତାରିଖରେ ତାଙ୍କର ସର୍ଭିକାଲ୍‌ ଆଥ୍ରାଇଟିସ୍‌ ଅସ୍ତ୍ରୋପଚାର ହୋଇଥିଲା। ଏହାପରେ ସେ ଡାକ୍ତରଖାନାରୁ ଡିସ୍‌ଚାର୍ଜ ହୋଇଛନ୍ତି ଓ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି। ଡାକ୍ତରମାନେ ତାଙ୍କୁ ଘରକୁ ଫେରିବାକୁ ପରାମର୍ଶ ଦେଇଥିଲେ। ସର୍ଭିକାଲ ଆଥ୍ରାଇଟିସ୍‌ ଅପରେସନ୍‌ ପାଇଁ ଗତ ଜୁନ୍‌ ୨୦ ତାରିଖରେ ନବୀନ ମୁମ୍ବାଇ ଗସ୍ତ କରିଥିଲେ। ମୁମ୍ୱାଇର କୋକିଲାବେନ୍‌ ଧୀରୁଭାଇ ଅମ୍ୱାନୀ ହସ୍‌ପିଟାଲରେ ୨୨ ତାରିଖରେ ବିଶେଷଜ୍ଞ ଡାକ୍ତର ରାଜଶେଖର ନବୀନଙ୍କ ଅସ୍ତ୍ରୋପଚାର କରିଥିଲେ। ଅପରେସନ ପରେ ନବୀନଙ୍କ ବ୍ୟକ୍ତିଗତ ସ୍ୱାସ୍ଥ୍ୟ ପରାମର୍ଶଦାତା ତଥା ଏହି ଡାକ୍ତରୀ ଦଳରେ ସାମିଲ ଥିବା ଡାକ୍ତର ରମାକାନ୍ତ ପଣ୍ଡା ଚିକିତ୍ସାର ତତ୍ତ୍ୱାବଧାନ କରିଥିଲେ।

ଆହୁରି ପଢ଼ନ୍ତୁ: ଟ୍ୱିନ୍ ସିଟିରେ କଳା ଅନ୍ଧାର କରି ମାଡ଼ି ଆସିଲା କାଳବୈଶାଖୀ, କିଛି ସ୍ଥାନରେ ପବନ ସହ ଘଡ଼ଘଡ଼ି ବର୍ଷା

12 Jul 2025 By The Sakala

ସୁସ୍ଥ ହୋଇ ଭୁବନେଶ୍ବର ଫେରିଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର: ସୁସ୍ଥ ହୋଇ ଭୁବନେଶ୍ବର ଫେରିଲେ ନବୀନ ପଟ୍ଟନାୟକ । ମୁମ୍ବାଇରୁ ଅସ୍ତ୍ରୋପଚାର ପରେ ଆଜି ସେ ଭୁବନେଶ୍ବର ଫେରିଛନ୍ତି। ବିଜେଡିର ନେତୃବୃନ୍ଦ ଓ କର୍ମୀ ତାଙ୍କୁ ଜୋରଦାର ସ୍ବାଗତ କରିଥିଲେ। ସର୍ଭାଇକାଲ ଆର୍ଥ୍ରାଇଟ୍ସ ଚିକିତ୍ସା ପାଇଁ ମୁମ୍ବାଇ ଯାଇଥିଲେ । ଗତ ୨୦ ତାରିଖରେ ଚିକିତ୍ସା ପାଇଁ ମୁମ୍ବାଇ ଯାଇଥିଲେ । ୨୨ ତାରିଖରେ ତାଙ୍କର ଅପରେସନ ହୋଇଥିଲା । ସେ ଏବେ ହସ୍ପିଟାଲରୁ ଡିସଚାର୍ଜ ହୋଇ ଡ଼ାକ୍ତରଙ୍କ ପରାମର୍ଶକ୍ରମେ ଚିକିତ୍ସାରେ ଥିଲେ ।

ସୂଚନା ଅନୁଯାୟୀ, ଜୁନ୍‌ ୨୦ରେ ନବୀନ ଚିକିତ୍ସା ପାଇଁ ମୁମ୍ବାଇ ଯାଇଥିଲେ ଓ ୨୨ ତାରିଖରେ ତାଙ୍କର ସର୍ଭିକାଲ୍‌ ଆଥ୍ରାଇଟିସ୍‌ ଅସ୍ତ୍ରୋପଚାର ହୋଇଥିଲା। ଏହାପରେ ସେ ଡାକ୍ତରଖାନାରୁ ଡିସ୍‌ଚାର୍ଜ ହୋଇଛନ୍ତି ଓ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି। ଡାକ୍ତରମାନେ ତାଙ୍କୁ ଘରକୁ ଫେରିବାକୁ ପରାମର୍ଶ ଦେଇଥିଲେ। ସର୍ଭିକାଲ ଆଥ୍ରାଇଟିସ୍‌ ଅପରେସନ୍‌ ପାଇଁ ଗତ ଜୁନ୍‌ ୨୦ ତାରିଖରେ ନବୀନ ମୁମ୍ବାଇ ଗସ୍ତ କରିଥିଲେ। ମୁମ୍ୱାଇର କୋକିଲାବେନ୍‌ ଧୀରୁଭାଇ ଅମ୍ୱାନୀ ହସ୍‌ପିଟାଲରେ ୨୨ ତାରିଖରେ ବିଶେଷଜ୍ଞ ଡାକ୍ତର ରାଜଶେଖର ନବୀନଙ୍କ ଅସ୍ତ୍ରୋପଚାର କରିଥିଲେ। ଅପରେସନ ପରେ ନବୀନଙ୍କ ବ୍ୟକ୍ତିଗତ ସ୍ୱାସ୍ଥ୍ୟ ପରାମର୍ଶଦାତା ତଥା ଏହି ଡାକ୍ତରୀ ଦଳରେ ସାମିଲ ଥିବା ଡାକ୍ତର ରମାକାନ୍ତ ପଣ୍ଡା ଚିକିତ୍ସାର ତତ୍ତ୍ୱାବଧାନ କରିଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର