ବିପଦ ସମୟର ବନ୍ଧୁ ଓଡ଼ିଶା: କୋଭିଡ ସ୍ଥିତି ନେଇ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ଦେଶରେ କରୋନା ସ୍ଥିତି ନେଇ ପ୍ରଧାନମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟାକ । ମୁଖ୍ୟମନ୍ତ୍ରୀ ମଧ୍ୟହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଟେଲିଫୋନ ଯୋଗେ କଥା ହୋଇଛନ୍ତି । ଯେଉଁଭଳି ଭାବରେ ଅନେକ ରାଜ୍ୟରେ କୋଭିଡର ଭୟାବହ ସ୍ଥିତି ସୃଷ୍ଟି ହୋଇଛି। ଅକ୍ସିଜେନର ଅଭାବ ପରିଲିଖିତ ହେଉଅଛି । ଏହି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଥା ହୋଇଥିବା ନେଇ ସୂଚନା ମିଳିଛି। CM @Naveen_Odisha spoke to PM @narendramodi over […]

ଭୁବନେଶ୍ୱର: ଦେଶରେ କରୋନା ସ୍ଥିତି ନେଇ ପ୍ରଧାନମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟାକ । ମୁଖ୍ୟମନ୍ତ୍ରୀ ମଧ୍ୟହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଟେଲିଫୋନ ଯୋଗେ କଥା ହୋଇଛନ୍ତି । ଯେଉଁଭଳି ଭାବରେ ଅନେକ ରାଜ୍ୟରେ କୋଭିଡର ଭୟାବହ ସ୍ଥିତି ସୃଷ୍ଟି ହୋଇଛି। ଅକ୍ସିଜେନର ଅଭାବ ପରିଲିଖିତ ହେଉଅଛି । ଏହି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଥା ହୋଇଥିବା ନେଇ ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: କ୍ଲାସ ରୁମରୁ କଣ୍ଟ୍ରୋଲ ରୁମ୍: ଲାଞ୍ଜିଗଡରେ ମହିଳାଙ୍କୁ ସଶକ୍ତ କରୁଛି ବେଦାନ୍ତ ଆଲୁମିନିୟମ, ଉଦାହରଣ ସାଜିଛନ୍ତି ପ୍ରିୟଙ୍କା

ସୂଚନା ମୁତାବକ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ରାଜ୍ୟକୁ ଅକ୍ସିଜେନ ଯୋଗାଇବା ନେଇ ପ୍ରତିଶ୍ରୁତି ଦେଇଛନ୍ତି। ଅନେକ ରାଜ୍ୟରେ ଯେଉଁଭଳି ଅକ୍ସିଜେନ ଅଭାବରୁ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟୁଛି । ତାହାକୁ ଗମ୍ଭୀରତାର ସହ ନେଇଛନ୍ତି ଓଡିଶା ମୁଖ୍ୟମନ୍ତ୍ରୀ । କୋଭିଡ ମହାମାରୀରେ ଓଡିଶା ସମଗ୍ର ଦେଶକୁ ସାହାଯ୍ୟ କରିବ। ଅକ୍ସିଜେନ ଉତ୍ପାଦନ ବୃଦ୍ଧି ନେଇ ମଧ୍ୟ ସମସ୍ତ ରାଜ୍ୟକୁ ଓଡିଶା ସହଯୋଗ କରିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ସେପଟେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ମୁଖ୍ୟମନ୍ତ୍ରୀ ଅମ୍ଲଜାନ ଯୋଗାଣରେ ଦିଲ୍ଲୀକୁ ସହଯୋଗ କରିବ। କୋଭିଡ ମୁକାବିଲା ପାଇଁ ଆବଶ୍ୟକୀୟ ସମସ୍ତ ସହାୟତା ମଧ୍ୟ ପ୍ରଦାନ କରିବା ନେଇ ପ୍ରତିଶ୍ରୁତି ଦେଇଛନ୍ତି ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏଭଳି ସହାୟତା ଏବଂ ସହଯୋଗକୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ କୃତଜ୍ଞତା ଜ୍ଞାପନ କରିଛନ୍ତି।

22 Apr 2021 By The Sakala

ବିପଦ ସମୟର ବନ୍ଧୁ ଓଡ଼ିଶା: କୋଭିଡ ସ୍ଥିତି ନେଇ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦେଶରେ କରୋନା ସ୍ଥିତି ନେଇ ପ୍ରଧାନମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟାକ । ମୁଖ୍ୟମନ୍ତ୍ରୀ ମଧ୍ୟହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଟେଲିଫୋନ ଯୋଗେ କଥା ହୋଇଛନ୍ତି । ଯେଉଁଭଳି ଭାବରେ ଅନେକ ରାଜ୍ୟରେ କୋଭିଡର ଭୟାବହ ସ୍ଥିତି ସୃଷ୍ଟି ହୋଇଛି। ଅକ୍ସିଜେନର ଅଭାବ ପରିଲିଖିତ ହେଉଅଛି । ଏହି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଥା ହୋଇଥିବା ନେଇ ସୂଚନା ମିଳିଛି।

ସୂଚନା ମୁତାବକ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ରାଜ୍ୟକୁ ଅକ୍ସିଜେନ ଯୋଗାଇବା ନେଇ ପ୍ରତିଶ୍ରୁତି ଦେଇଛନ୍ତି। ଅନେକ ରାଜ୍ୟରେ ଯେଉଁଭଳି ଅକ୍ସିଜେନ ଅଭାବରୁ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟୁଛି । ତାହାକୁ ଗମ୍ଭୀରତାର ସହ ନେଇଛନ୍ତି ଓଡିଶା ମୁଖ୍ୟମନ୍ତ୍ରୀ । କୋଭିଡ ମହାମାରୀରେ ଓଡିଶା ସମଗ୍ର ଦେଶକୁ ସାହାଯ୍ୟ କରିବ। ଅକ୍ସିଜେନ ଉତ୍ପାଦନ ବୃଦ୍ଧି ନେଇ ମଧ୍ୟ ସମସ୍ତ ରାଜ୍ୟକୁ ଓଡିଶା ସହଯୋଗ କରିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ସେପଟେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ମୁଖ୍ୟମନ୍ତ୍ରୀ ଅମ୍ଲଜାନ ଯୋଗାଣରେ ଦିଲ୍ଲୀକୁ ସହଯୋଗ କରିବ। କୋଭିଡ ମୁକାବିଲା ପାଇଁ ଆବଶ୍ୟକୀୟ ସମସ୍ତ ସହାୟତା ମଧ୍ୟ ପ୍ରଦାନ କରିବା ନେଇ ପ୍ରତିଶ୍ରୁତି ଦେଇଛନ୍ତି ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏଭଳି ସହାୟତା ଏବଂ ସହଯୋଗକୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ କୃତଜ୍ଞତା ଜ୍ଞାପନ କରିଛନ୍ତି।

https://www.thesakala.in/latest-odisha-news/naveen-patnaik-speaks-to-pm-over-phone-about-covid-situation/article-1753
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର