ଆଜି ବରଗଡ଼ ଓ ବଲାଙ୍ଗୀରରେ ମାରାଥନ ପ୍ରଚାର କରିବେ ନବୀନ

The Sakala Picture
Published On

ଭୁବନେଶ୍ବର: ଆଜି ପଶ୍ଚିମ ଓଡ଼ିଶାରେ ନିର୍ବାଚନ ପ୍ରଚାର କରିବେ ନବୀନ ପଟ୍ଟନାୟକ । ବଲାଙ୍ଗୀର ଓ ବରଗଡ଼ ଗସ୍ତରେ ମାରାଥନ ପ୍ରଚାର କରିବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ ନବୀନ । ପଶ୍ଚିମ ଓଡ଼ିଶାର ଦୁଇଟି ଲୋକସଭା କ୍ଷେତ୍ରର ୪ଟି ସ୍ଥାନରେ ନନଷ୍ଟର ପ୍ରଚାର କରିବେ ବିଜେଡି ସୁପ୍ରିମୋ । ନିଜେ ଲଢୁଥିବା କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନ ମଣ୍ଡଳୀର ଦୁଇଟି ସ୍ଥାନରେ ନିର୍ବାଚନୀ ସଭାକୁ ସମ୍ବୋଧନ କରିବେ ନବୀନ । ମୁଖ୍ୟମନ୍ତ୍ରୀ ସକାଳ ୧୦ଟା […]

ଭୁବନେଶ୍ବର: ଆଜି ପଶ୍ଚିମ ଓଡ଼ିଶାରେ ନିର୍ବାଚନ ପ୍ରଚାର କରିବେ ନବୀନ ପଟ୍ଟନାୟକ । ବଲାଙ୍ଗୀର ଓ ବରଗଡ଼ ଗସ୍ତରେ ମାରାଥନ ପ୍ରଚାର କରିବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ ନବୀନ । ପଶ୍ଚିମ ଓଡ଼ିଶାର ଦୁଇଟି ଲୋକସଭା କ୍ଷେତ୍ରର ୪ଟି ସ୍ଥାନରେ ନନଷ୍ଟର ପ୍ରଚାର କରିବେ ବିଜେଡି ସୁପ୍ରିମୋ । ନିଜେ ଲଢୁଥିବା କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନ ମଣ୍ଡଳୀର ଦୁଇଟି ସ୍ଥାନରେ ନିର୍ବାଚନୀ ସଭାକୁ ସମ୍ବୋଧନ କରିବେ ନବୀନ ।

ଆହୁରି ପଢ଼ନ୍ତୁ: ଡ୍ରପଆଉଟ୍‌ ପାଇଁ ଓଡ଼ିଶାରେ ବଢ଼ୁଛି ବାଲ୍ୟ ବିବାହ; ସାମାଜିକ ବିଧି ବ୍ୟବସ୍ଥା ଅନ୍ୟତମ ପ୍ରମୁଖ କାରଣ

ମୁଖ୍ୟମନ୍ତ୍ରୀ ସକାଳ ୧୦ଟା ୪୫ରେ ଉତକେଲା ଏୟାରପୋର୍ଟରେ ପହଞ୍ଚିବେ। ସେଠାରୁ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ବଙ୍ଗୋମୁଣ୍ଡାରେ ସେ ଜନସଭାକୁ ସମ୍ବୋଧନ କରିବେ । ପରେ ମୁରିବାହାଲରେ ଜନସଭାରେ ଯୋଗଦେବେ । ସେଠାରୁ ବଲାଙ୍ଗୀର ଯାଇଁ ଦଳୀୟ ପ୍ରାର୍ଥୀଙ୍କ ପାଇଁ ନବୀନ ଆଶୀର୍ବାଦ ମାଗିବେ । ପରେ ଅପରାହ୍ନରେ ବରଗଡ଼ ଯାଇ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ଆସାମରେ ବାୟୁସେନାର ସୁଖୋଇ-୩୦ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ୍ ଶହୀଦ

12 May 2024 By The Sakala

ଆଜି ବରଗଡ଼ ଓ ବଲାଙ୍ଗୀରରେ ମାରାଥନ ପ୍ରଚାର କରିବେ ନବୀନ

ଭୁବନେଶ୍ବର: ଆଜି ପଶ୍ଚିମ ଓଡ଼ିଶାରେ ନିର୍ବାଚନ ପ୍ରଚାର କରିବେ ନବୀନ ପଟ୍ଟନାୟକ । ବଲାଙ୍ଗୀର ଓ ବରଗଡ଼ ଗସ୍ତରେ ମାରାଥନ ପ୍ରଚାର କରିବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ ନବୀନ । ପଶ୍ଚିମ ଓଡ଼ିଶାର ଦୁଇଟି ଲୋକସଭା କ୍ଷେତ୍ରର ୪ଟି ସ୍ଥାନରେ ନନଷ୍ଟର ପ୍ରଚାର କରିବେ ବିଜେଡି ସୁପ୍ରିମୋ । ନିଜେ ଲଢୁଥିବା କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନ ମଣ୍ଡଳୀର ଦୁଇଟି ସ୍ଥାନରେ ନିର୍ବାଚନୀ ସଭାକୁ ସମ୍ବୋଧନ କରିବେ ନବୀନ ।

ମୁଖ୍ୟମନ୍ତ୍ରୀ ସକାଳ ୧୦ଟା ୪୫ରେ ଉତକେଲା ଏୟାରପୋର୍ଟରେ ପହଞ୍ଚିବେ। ସେଠାରୁ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ବଙ୍ଗୋମୁଣ୍ଡାରେ ସେ ଜନସଭାକୁ ସମ୍ବୋଧନ କରିବେ । ପରେ ମୁରିବାହାଲରେ ଜନସଭାରେ ଯୋଗଦେବେ । ସେଠାରୁ ବଲାଙ୍ଗୀର ଯାଇଁ ଦଳୀୟ ପ୍ରାର୍ଥୀଙ୍କ ପାଇଁ ନବୀନ ଆଶୀର୍ବାଦ ମାଗିବେ । ପରେ ଅପରାହ୍ନରେ ବରଗଡ଼ ଯାଇ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ।

https://www.thesakala.in/latest-odisha-news/naveen-patnaik-visit-baragarh-and-bolangir-today-for-election-campaigning/article-32074
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର