ରାଜଧାନୀର ବିଭିନ୍ନ ପୂଜାମଣ୍ଡପ ବୁଲିଲେ ନବୀନ, ଜଗତକଲ୍ୟାଣ ପାଇଁ ମା’ଙ୍କ ଆଶିଷ ଭିକ୍ଷା କଲେ

The Sakala Picture
Published On

ଭୁବନେଶ୍ୱର: ପୂଜାମଣ୍ଡପ ବୁଲିଲେ ନବୀନ ପଟ୍ଟନାୟକ । ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ପୂଜା ପେଣ୍ଡାଲ ବୁଲିବା ସହ ମା’ଙ୍କ ମହାଷ୍ଟମୀ ପୂଜାରେ ସାମିଲ ହୋଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ବିଭିନ୍ନ ପୂଜା ମଣ୍ଡପ ବୁଲିବା ସହ ମା’ଙ୍କର ଆଶିଷ ଭିକ୍ଷା କରିଛନ୍ତି ପୂର୍ବତନ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସର୍ବପ୍ରଥମେ ରସୁଲଗଡ଼ ପୂଜା ମଣ୍ଡପରେ ପହଞ୍ଚି ମହାମାୟାଙ୍କ ଦର୍ଶନ କରି ଆଶୀର୍ବାଦ ନେଇଛନ୍ତି ନବୀନ । ରସୁଲଗଡ଼ ଦୁର୍ଗା […]

ଭୁବନେଶ୍ୱର: ପୂଜାମଣ୍ଡପ ବୁଲିଲେ ନବୀନ ପଟ୍ଟନାୟକ । ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ପୂଜା ପେଣ୍ଡାଲ ବୁଲିବା ସହ ମା’ଙ୍କ ମହାଷ୍ଟମୀ ପୂଜାରେ ସାମିଲ ହୋଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ବିଭିନ୍ନ ପୂଜା ମଣ୍ଡପ ବୁଲିବା ସହ ମା’ଙ୍କର ଆଶିଷ ଭିକ୍ଷା କରିଛନ୍ତି ପୂର୍ବତନ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତା

ସର୍ବପ୍ରଥମେ ରସୁଲଗଡ଼ ପୂଜା ମଣ୍ଡପରେ ପହଞ୍ଚି ମହାମାୟାଙ୍କ ଦର୍ଶନ କରି ଆଶୀର୍ବାଦ ନେଇଛନ୍ତି ନବୀନ । ରସୁଲଗଡ଼ ଦୁର୍ଗା ପୂଜା କମିଟି ତରଫରୁ ନବୀନଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା । ଜଗତକଲ୍ୟାଣ ପାଇଁ ମା’ଙ୍କ ଆଶିଷ ଭିକ୍ଷା କରିଛନ୍ତି ନବୀନ । ସମସ୍ତଙ୍କୁ ଦଶହରାର ଶୁଭେଚ୍ଛା ମଧ୍ୟ ଜଣାଇଛନ୍ତି। ନବୀନଙ୍କୁ ଅତି ନିକଟରୁ ପାଇ ସାଧାରଣ ଜନତା ଖୁବ୍ ଉତ୍ସାହିତ ହୋଇଛନ୍ତି। ରାଜ୍ୟବାସୀଙ୍କ ପାଇଁ ମା’ଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ନବୀନ ପଟ୍ଟନାୟକ ।

ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

ରସୁଲଗଡ଼ ପରେ ସହିଦନଗର ପୂଜା ମଣ୍ଡପ ବୁଲି ଦେଖିଛନ୍ତି ନବୀନ । ମାଆଙ୍କ ଦର୍ଶନ ସହ ଲୋକଙ୍କ ସହ କଥା ହୋଇଥିଲେ ନବୀନ । କଡା ସୁରକ୍ଷା ବଳୟରେ ଯାଇ ଦର୍ଶନ କରିବା ସହ ଖୁସି ବ୍ୟକ୍ତ କରିଥିଲେ ନବୀନ । ଏହା ପରେ ବଡ଼ଗଡ଼ ମଣ୍ଡପରେ ପହଞ୍ଚି ମାଆଙ୍କୁ ଦର୍ଶନ କରିଛନ୍ତି । ପ୍ରାୟ ଘଣ୍ଟାଏ ଯାଏଁ ମଣ୍ଡପ ଯାଇଁ ମାଆଙ୍କୁ ଦର୍ଶନ କରିଛନ୍ତି ନବୀନ ପଟ୍ଟନାୟକ । ମଣ୍ଡପ ବୁଲି ଯିବାକୁ ନବୀନଙ୍କୁ ଟୁଇନସିଟିର ବିଭିନ୍ନ ପୂଜା କମିଟି ନିମନ୍ତ୍ରଣ କରିଥିବା ବେଳେ ପୂର୍ବରୁ ଗଣେଶ ପୂଜା ସମୟରେ ମଧ୍ଯ ନବୀନ ମଣ୍ଡପ ବୁଲିବା ସହ ଲୋକଙ୍କ ସହ କଥା ହୋଇଥିଲେ ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ

11 Oct 2024 By The Sakala

ରାଜଧାନୀର ବିଭିନ୍ନ ପୂଜାମଣ୍ଡପ ବୁଲିଲେ ନବୀନ, ଜଗତକଲ୍ୟାଣ ପାଇଁ ମା’ଙ୍କ ଆଶିଷ ଭିକ୍ଷା କଲେ

ଭୁବନେଶ୍ୱର: ପୂଜାମଣ୍ଡପ ବୁଲିଲେ ନବୀନ ପଟ୍ଟନାୟକ । ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ପୂଜା ପେଣ୍ଡାଲ ବୁଲିବା ସହ ମା’ଙ୍କ ମହାଷ୍ଟମୀ ପୂଜାରେ ସାମିଲ ହୋଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ବିଭିନ୍ନ ପୂଜା ମଣ୍ଡପ ବୁଲିବା ସହ ମା’ଙ୍କର ଆଶିଷ ଭିକ୍ଷା କରିଛନ୍ତି ପୂର୍ବତନ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ସର୍ବପ୍ରଥମେ ରସୁଲଗଡ଼ ପୂଜା ମଣ୍ଡପରେ ପହଞ୍ଚି ମହାମାୟାଙ୍କ ଦର୍ଶନ କରି ଆଶୀର୍ବାଦ ନେଇଛନ୍ତି ନବୀନ । ରସୁଲଗଡ଼ ଦୁର୍ଗା ପୂଜା କମିଟି ତରଫରୁ ନବୀନଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା । ଜଗତକଲ୍ୟାଣ ପାଇଁ ମା’ଙ୍କ ଆଶିଷ ଭିକ୍ଷା କରିଛନ୍ତି ନବୀନ । ସମସ୍ତଙ୍କୁ ଦଶହରାର ଶୁଭେଚ୍ଛା ମଧ୍ୟ ଜଣାଇଛନ୍ତି। ନବୀନଙ୍କୁ ଅତି ନିକଟରୁ ପାଇ ସାଧାରଣ ଜନତା ଖୁବ୍ ଉତ୍ସାହିତ ହୋଇଛନ୍ତି। ରାଜ୍ୟବାସୀଙ୍କ ପାଇଁ ମା’ଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ନବୀନ ପଟ୍ଟନାୟକ ।

ରସୁଲଗଡ଼ ପରେ ସହିଦନଗର ପୂଜା ମଣ୍ଡପ ବୁଲି ଦେଖିଛନ୍ତି ନବୀନ । ମାଆଙ୍କ ଦର୍ଶନ ସହ ଲୋକଙ୍କ ସହ କଥା ହୋଇଥିଲେ ନବୀନ । କଡା ସୁରକ୍ଷା ବଳୟରେ ଯାଇ ଦର୍ଶନ କରିବା ସହ ଖୁସି ବ୍ୟକ୍ତ କରିଥିଲେ ନବୀନ । ଏହା ପରେ ବଡ଼ଗଡ଼ ମଣ୍ଡପରେ ପହଞ୍ଚି ମାଆଙ୍କୁ ଦର୍ଶନ କରିଛନ୍ତି । ପ୍ରାୟ ଘଣ୍ଟାଏ ଯାଏଁ ମଣ୍ଡପ ଯାଇଁ ମାଆଙ୍କୁ ଦର୍ଶନ କରିଛନ୍ତି ନବୀନ ପଟ୍ଟନାୟକ । ମଣ୍ଡପ ବୁଲି ଯିବାକୁ ନବୀନଙ୍କୁ ଟୁଇନସିଟିର ବିଭିନ୍ନ ପୂଜା କମିଟି ନିମନ୍ତ୍ରଣ କରିଥିବା ବେଳେ ପୂର୍ବରୁ ଗଣେଶ ପୂଜା ସମୟରେ ମଧ୍ଯ ନବୀନ ମଣ୍ଡପ ବୁଲିବା ସହ ଲୋକଙ୍କ ସହ କଥା ହୋଇଥିଲେ ।

https://www.thesakala.in/latest-odisha-news/naveen-patnaik-visited-different-durga-puja-mandap-in-bhubaneswar/article-35798
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର