ବିରୋଧୀ ଦଳର ନେତା ହେଲେ ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ବର: ଶଙ୍ଖ ଭବନରେ ଆଜି ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଜେଡ଼ିର ବିଧାୟକ ଦଳ ବୈଠକ ବସିଥିଲା। ଏହି ବୈଠକରେ ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା ଭାବେ ନିର୍ବାଚିତ ହୋଇଛନ୍ତି। ପ୍ରସନ୍ନ ଆଚାର୍ଯ୍ୟ ହେଲେ ବିରୋଧୀ ଦଳ ଉପନେତା । ସେହିପରି ପ୍ରମିଳା ମଲ୍ଲିକ ବିରୋଧୀ ଦଳର ମୁଖ୍ୟସେଚତକ ହୋଇଥିବା ବେଳେ ପ୍ରତାପ ଦେବ ହୋଇଛନ୍ତି ବିରୋଧୀ ଦଳର ଉପମୁଖ୍ୟସେଚତକ। ପ୍ରଥମ ଥର ବିଜେଡି ୫୧ ଜଣ ବିଧାୟକଙ୍କୁ ନେଇ ମୁଖ୍ୟ ବିରୋଧୀ ଦଳ […]

ଭୁବନେଶ୍ବର: ଶଙ୍ଖ ଭବନରେ ଆଜି ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଜେଡ଼ିର ବିଧାୟକ ଦଳ ବୈଠକ ବସିଥିଲା। ଏହି ବୈଠକରେ ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା ଭାବେ ନିର୍ବାଚିତ ହୋଇଛନ୍ତି। ପ୍ରସନ୍ନ ଆଚାର୍ଯ୍ୟ ହେଲେ ବିରୋଧୀ ଦଳ ଉପନେତା । ସେହିପରି ପ୍ରମିଳା ମଲ୍ଲିକ ବିରୋଧୀ ଦଳର ମୁଖ୍ୟସେଚତକ ହୋଇଥିବା ବେଳେ ପ୍ରତାପ ଦେବ ହୋଇଛନ୍ତି ବିରୋଧୀ ଦଳର ଉପମୁଖ୍ୟସେଚତକ।

ଆହୁରି ପଢ଼ନ୍ତୁ: ବିଜେଡିର ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରସ୍ତୁତି: ଅଗଷ୍ଟ ୧୫ ସୁଦ୍ଧା ଜିଲ୍ଲା ଓ ବ୍ଲକ କମିଟି ପୁନର୍ଗଠନ ପାଇଁ ଜିଲ୍ଲା ସଭାପତିଙ୍କୁ ନବୀନଙ୍କ ପରାମର୍ଶ

ପ୍ରଥମ ଥର ବିଜେଡି ୫୧ ଜଣ ବିଧାୟକଙ୍କୁ ନେଇ ମୁଖ୍ୟ ବିରୋଧୀ ଦଳ ଭୂମିକାରେ ରହିବ । ରାଜ୍ୟସ୍ବାର୍ଥ ସମ୍ପର୍କିତ ବହୁ ପ୍ରସଙ୍ଗରେ ଦଳ ଶାଣିତ ସ୍ବର ଉଠାଇବା ସହ ୨୪ ବର୍ଷର ବିଜେଡି ଶାସନରେ ଯେଉଁ ବିକାଶ ହୋଇଛି ତାହାକୁ ନୂଆ ସରକାର କିପରି ଆଗେଇ ନେବେ ତାହା ଉପରେ ଦଳ ଫୋକସ କରିବ। ୨୪ ବର୍ଷ ଧରି ଓଡ଼ିଶାର ନେତୃ୍ତ୍ବ ନେଇ ନବୀନ ବିକାଶ ପାଇଁ ଓଡ଼ିଶାକୁ ସ୍ବତନ୍ତ୍ର ପରିଚୟ ଦେଇଛନ୍ତି । ତାଙ୍କର ଅଭିଜ୍ଞତା ଓ ଅନୁଭୂତି ଗୃହରେ ବିରୋଧୀ ଦଳ ନେତା ଭାବେ ବେଶ ସହାୟକ ହେବ ।

ଆହୁରି ପଢ଼ନ୍ତୁ: ଆଜି ସନ୍ଧ୍ୟା ସୁଦ୍ଧା ସାଳନ୍ଦୀ, ଜଳକା ଓ ବୈତରଣୀରେ ବନ୍ୟା ଆଶଙ୍କା, ସୂଚନା ଦେଲେ ଜଳ ସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ

19 Jun 2024 By The Sakala

ବିରୋଧୀ ଦଳର ନେତା ହେଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଶଙ୍ଖ ଭବନରେ ଆଜି ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଜେଡ଼ିର ବିଧାୟକ ଦଳ ବୈଠକ ବସିଥିଲା। ଏହି ବୈଠକରେ ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା ଭାବେ ନିର୍ବାଚିତ ହୋଇଛନ୍ତି। ପ୍ରସନ୍ନ ଆଚାର୍ଯ୍ୟ ହେଲେ ବିରୋଧୀ ଦଳ ଉପନେତା । ସେହିପରି ପ୍ରମିଳା ମଲ୍ଲିକ ବିରୋଧୀ ଦଳର ମୁଖ୍ୟସେଚତକ ହୋଇଥିବା ବେଳେ ପ୍ରତାପ ଦେବ ହୋଇଛନ୍ତି ବିରୋଧୀ ଦଳର ଉପମୁଖ୍ୟସେଚତକ।

ପ୍ରଥମ ଥର ବିଜେଡି ୫୧ ଜଣ ବିଧାୟକଙ୍କୁ ନେଇ ମୁଖ୍ୟ ବିରୋଧୀ ଦଳ ଭୂମିକାରେ ରହିବ । ରାଜ୍ୟସ୍ବାର୍ଥ ସମ୍ପର୍କିତ ବହୁ ପ୍ରସଙ୍ଗରେ ଦଳ ଶାଣିତ ସ୍ବର ଉଠାଇବା ସହ ୨୪ ବର୍ଷର ବିଜେଡି ଶାସନରେ ଯେଉଁ ବିକାଶ ହୋଇଛି ତାହାକୁ ନୂଆ ସରକାର କିପରି ଆଗେଇ ନେବେ ତାହା ଉପରେ ଦଳ ଫୋକସ କରିବ। ୨୪ ବର୍ଷ ଧରି ଓଡ଼ିଶାର ନେତୃ୍ତ୍ବ ନେଇ ନବୀନ ବିକାଶ ପାଇଁ ଓଡ଼ିଶାକୁ ସ୍ବତନ୍ତ୍ର ପରିଚୟ ଦେଇଛନ୍ତି । ତାଙ୍କର ଅଭିଜ୍ଞତା ଓ ଅନୁଭୂତି ଗୃହରେ ବିରୋଧୀ ଦଳ ନେତା ଭାବେ ବେଶ ସହାୟକ ହେବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର