ଆଜି କେନ୍ଦୁଝର ଓ ଭଦ୍ରକ ଲୋକସଭା କ୍ଷେତ୍ରରେ ପ୍ରଚାର କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ୱର: ଆଜି କେନ୍ଦୁଝର ଓ ଭଦ୍ରକ ଲୋକସଭା କ୍ଷେତ୍ରରେ ପ୍ରଚାର କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଦୁଇଟି ଲୋକସଭା କ୍ଷେତ୍ରର ତିନିଟି ନିର୍ବାଚନମଣ୍ଡଳିରେ ନବୀନ କରିବେ ହାଇଭୋଲଟେଜ କ୍ଯାମ୍ପେନ । ପ୍ରଥମେ ସକାଳ ୧୦ଟା ୫୫ରେ କେନ୍ଦୁଝର ନିର୍ବାଚନମଣ୍ଡଳିରେ ମୁଖ୍ଯମନ୍ତ୍ରୀ ପହଞ୍ଚି ପ୍ରଚାର କରିବେ। ବିଶାଳ ଜନସଭାକୁ ଉଦବୋଧନ ଦେବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ। ଏହାପରେ ଆନନ୍ଦପୁର ନିର୍ବାଚନମଣ୍ଡଳିକୁ ଯାଇ ଶଙ୍ଖ ଚିହ୍ନରେ ଆଶୀର୍ବାଦ ଭିକ୍ଷା କରିବେ। ପରେ ଭଦ୍ରକ […]

ଭୁବନେଶ୍ୱର: ଆଜି କେନ୍ଦୁଝର ଓ ଭଦ୍ରକ ଲୋକସଭା କ୍ଷେତ୍ରରେ ପ୍ରଚାର କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଦୁଇଟି ଲୋକସଭା କ୍ଷେତ୍ରର ତିନିଟି ନିର୍ବାଚନମଣ୍ଡଳିରେ ନବୀନ କରିବେ ହାଇଭୋଲଟେଜ କ୍ଯାମ୍ପେନ । ପ୍ରଥମେ ସକାଳ ୧୦ଟା ୫୫ରେ କେନ୍ଦୁଝର ନିର୍ବାଚନମଣ୍ଡଳିରେ ମୁଖ୍ଯମନ୍ତ୍ରୀ ପହଞ୍ଚି ପ୍ରଚାର କରିବେ। ବିଶାଳ ଜନସଭାକୁ ଉଦବୋଧନ ଦେବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ।

ଆହୁରି ପଢ଼ନ୍ତୁ: ପଛକୁ ପଛ ଆସୁଛି ଦୁଇଟି ଲଘୁଚାପ ! ଆସନ୍ତା ୯ ତାରିଖରୁ ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପରିମାଣ

ଏହାପରେ ଆନନ୍ଦପୁର ନିର୍ବାଚନମଣ୍ଡଳିକୁ ଯାଇ ଶଙ୍ଖ ଚିହ୍ନରେ ଆଶୀର୍ବାଦ ଭିକ୍ଷା କରିବେ। ପରେ ଭଦ୍ରକ ଜିଲ୍ଲା ଲୋକସଭା କ୍ଷେତ୍ରର ଭଣ୍ଡାରିପୋଖରୀକୁ ଯାଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିବେ ମୁଖ୍ଯମନ୍ତ୍ରୀ। ନବୀନଙ୍କ ପ୍ରଚାର ସଭାରେ ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଏବଂ ଲୋକସଭା ପ୍ରାର୍ଥୀଙ୍କ ସହ ଏହା ଅନ୍ତର୍ଗତ ସମସ୍ତ ବିଧାନସଭା ପ୍ରାର୍ଥୀ ଉପସ୍ଥିତ ରହିବେ।

ଆହୁରି ପଢ଼ନ୍ତୁ: ଧାମନଗର ଏନ୍‌ଏସିରେ ଫର୍ମ-୭ ଅନିୟମିତତା ଅଭିଯୋଗ, ସିଇଓଙ୍କୁ ଭେଟି ତଦନ୍ତ ଦାବିକଲା ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର