ମନୋରଞ୍ଜନ
ଓଡ଼ିଶା
ରାଜ୍ୟବାସୀଙ୍କୁ ଦୁର୍ଗାପୂଜାର ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ
ଭୁବନେଶ୍ବର: ପବିତ୍ର ଦୁର୍ଗାପୂଜା ଓ ଦଶହରା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଅସତ୍ୟ ଉପରେ ସତ୍ୟର ବିଜୟ ହେଉଛି ଦଶହରାର ବାର୍ତ୍ତା । ଏହି ପବିତ୍ର ଅବସରରେ ଅନ୍ୟାୟ ଅନୀତି ଓ ଅତ୍ୟାଚାର ବିରୋଧରେ ଲଢ଼େଇକୁ ଆହୁରି ଜୋରଦାର କରିବା ପାଇଁ ମା’ଙ୍କ ଆଶୀର୍ବାଦ କାମନା କରିଛନ୍ତି ନବୀନ ।
ଆହୁରି ପଢ଼ନ୍ତୁ: ଜନଗଣନା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ, ୪ଜଣ ଆହତ
30 Sep 2025
By Deviprasad Mohanty
ରାଜ୍ୟବାସୀଙ୍କୁ ଦୁର୍ଗାପୂଜାର ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ
ଭୁବନେଶ୍ବର: ପବିତ୍ର ଦୁର୍ଗାପୂଜା ଓ ଦଶହରା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଅସତ୍ୟ ଉପରେ ସତ୍ୟର ବିଜୟ ହେଉଛି ଦଶହରାର ବାର୍ତ୍ତା । ଏହି ପବିତ୍ର ଅବସରରେ ଅନ୍ୟାୟ ଅନୀତି ଓ ଅତ୍ୟାଚାର ବିରୋଧରେ ଲଢ଼େଇକୁ ଆହୁରି ଜୋରଦାର କରିବା ପାଇଁ ମା’ଙ୍କ ଆଶୀର୍ବାଦ କାମନା କରିଛନ୍ତି ନବୀନ ।
⊕ https://www.thesakala.in/latest-odisha-news/naveen-pattnaik-wishes-durga-puja-2025/article-42530