ସ୍ବାଧୀନତା ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ

Madhusudan Das Picture
Published On

ଭୁବନେଶ୍ୱର: ଆଜି ମହାନ ସ୍ବାଧୀନତା ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ । ନେତାଜୀ ଜୟନ୍ତୀ ଅବସରରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଇଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ମହାନ ସ୍ବାଧୀନତା ସଂଗ୍ରାମୀ, ଓଡ଼ିଶାର ବରପୁତ୍ର ନେତାଜୀ ସୁୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ନବୀନ । ନେତାଜୀଙ୍କ ସ୍ବାଧୀନତାର ମୂଲ୍ୟବୋଧ ଓ କ୍ରାନ୍ତିକାରୀ ସଂଗ୍ରାମ ପ୍ରତିଟି ଭାରତୀୟଙ୍କ ପାଇଁ ପ୍ରେରଣାର ଉତ୍ସ । ଅଦମ୍ୟ ସାହସ ଓ ମାଟି ମା’ର ସେବାରେ ଉତ୍ସର୍ଗୀକୃତ ତ୍ୟାଗ ପାଇଁ ସେ ଚିରନମସ୍ୟ ବୋଲି ନବୀନ କହିଛନ୍ତି ।

ଆହୁରି ପଢ଼ନ୍ତୁ: କଲେଜକୁ ପରୀକ୍ଷା ଦେବାକୁ ଯାଉଥିଲେ ଛାତ୍ରୀ, ବ୍ଲେଡରେ ଆକ୍ରମଣ କରି ଦୁର୍ବୃତ୍ତ ଫେରାର

23 Jan 2026 By Madhusudan Das

ସ୍ବାଧୀନତା ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ

ଭୁବନେଶ୍ୱର: ଆଜି ମହାନ ସ୍ବାଧୀନତା ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ । ନେତାଜୀ ଜୟନ୍ତୀ ଅବସରରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଇଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ମହାନ ସ୍ବାଧୀନତା ସଂଗ୍ରାମୀ, ଓଡ଼ିଶାର ବରପୁତ୍ର ନେତାଜୀ ସୁୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ନବୀନ । ନେତାଜୀଙ୍କ ସ୍ବାଧୀନତାର ମୂଲ୍ୟବୋଧ ଓ କ୍ରାନ୍ତିକାରୀ ସଂଗ୍ରାମ ପ୍ରତିଟି ଭାରତୀୟଙ୍କ ପାଇଁ ପ୍ରେରଣାର ଉତ୍ସ । ଅଦମ୍ୟ ସାହସ ଓ ମାଟି ମା’ର ସେବାରେ ଉତ୍ସର୍ଗୀକୃତ ତ୍ୟାଗ ପାଇଁ ସେ ଚିରନମସ୍ୟ ବୋଲି ନବୀନ କହିଛନ୍ତି ।

https://www.thesakala.in/latest-odisha-news/naveen-pays-tributes-to-freedom-fighter-subhas-chandra-bose-on-his-birth-anniversary/article-44194
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର