କଣାସ ହଇଜା ଘଟଣାକୁ ନେଇ ନବୀନଙ୍କ ଉଦବେଗ

The Sakala Picture
Published On

ଭୁବନେଶ୍ବର: କଣାସ ହଇଜା ଘଟଣାକୁ ନେଇ ନବୀନଙ୍କ ଉଦବେଗ। ପୁରୀ ଜିଲ୍ଲା କଣାସ ବ୍ଲକରେ ହଇଜା ଭୟାନକ ପରିସ୍ଥିତି ସୃଷ୍ଟି କରିଛି। ସ୍ଥିତି ନିୟନ୍ତ୍ରଣକୁ ଆସିବା ପରିବର୍ତ୍ତେ ଅଣାୟତ୍ତ ହେଉଛି। ଝାଡ଼ାବାନ୍ତିରେ ଲୋକଙ୍କ ପ୍ରାଣହାନୀ ହେବା ସହ ଧନଜୀବନ ସୁରକ୍ଷା ପ୍ରତି ବିପଦ ଉପୁଜୁଛି। ରାଜ୍ୟ ସରକାର ତୁରନ୍ତ ଏଥିପ୍ରତି ଦୃଷ୍ଟି ଦିଅନ୍ତୁ ବୋଲି ସେ ନିଜ ସୋସିଆଲ ମଡିଆ ‘ଏକ୍ସ’ରେ ଉଲ୍ଲେଖ କରିଛନ୍ତି। ସ୍ୱତନ୍ତ୍ର ଡାକ୍ତରୀ ଦଳ ପଠାଇ ଏହାର ମୁକାବିଲା ପାଇଁ ପଦକ୍ଷେପ ଗ୍ରହଣ କରିବାକୁ […]

ଭୁବନେଶ୍ବର: କଣାସ ହଇଜା ଘଟଣାକୁ ନେଇ ନବୀନଙ୍କ ଉଦବେଗ। ପୁରୀ ଜିଲ୍ଲା କଣାସ ବ୍ଲକରେ ହଇଜା ଭୟାନକ ପରିସ୍ଥିତି ସୃଷ୍ଟି କରିଛି। ସ୍ଥିତି ନିୟନ୍ତ୍ରଣକୁ ଆସିବା ପରିବର୍ତ୍ତେ ଅଣାୟତ୍ତ ହେଉଛି। ଝାଡ଼ାବାନ୍ତିରେ ଲୋକଙ୍କ ପ୍ରାଣହାନୀ ହେବା ସହ ଧନଜୀବନ ସୁରକ୍ଷା ପ୍ରତି ବିପଦ ଉପୁଜୁଛି। ରାଜ୍ୟ ସରକାର ତୁରନ୍ତ ଏଥିପ୍ରତି ଦୃଷ୍ଟି ଦିଅନ୍ତୁ ବୋଲି ସେ ନିଜ ସୋସିଆଲ ମଡିଆ ‘ଏକ୍ସ’ରେ ଉଲ୍ଲେଖ କରିଛନ୍ତି। ସ୍ୱତନ୍ତ୍ର ଡାକ୍ତରୀ ଦଳ ପଠାଇ ଏହାର ମୁକାବିଲା ପାଇଁ ପଦକ୍ଷେପ ଗ୍ରହଣ କରିବାକୁ ସେ ସରକାରଙ୍କୁ ପରାମର୍ଶ ଦେଇଛନ୍ତି। ଘରେ ଘରେ ସଚେତନତା କାର୍ଯ୍ୟକ୍ରମକୁ ବ୍ୟାପକ କରାଯାଇ ଲୋକଙ୍କୁ ସଜାଗ କରାଯାଉ। ପ୍ରତିଟି ଜୀବନ ମୂଲ୍ୟବାନ। ଏହାର ସୁରକ୍ଷା ପାଇଁ ସମସ୍ତେ ଆଗେଇ ଆସନ୍ତୁ। ପ୍ରଶାସନକୁ ସହଯୋଗ କରନ୍ତୁ ବୋଲି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଛନ୍ତି।

ଆହୁରି ପଢ଼ନ୍ତୁ: ଯୁବ ବିଜେପି ନେତା ପ୍ରକାଶ ପାଶୱାନଙ୍କ ବେଆଇନ୍ ଅଫିସ ଭାଙ୍ଗିଲା ବନ ବିଭାଗ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର