ଭୁବନେଶ୍ୱର ଏକାମ୍ରରେ ନବୀନଙ୍କ ମେଗା ରୋଡ ଶୋ’

The Sakala Picture
Published On

ଭୁବନେଶ୍ବର: ଭୁବନେଶ୍ୱର ଏକାମ୍ରରେ ମୁଖ୍ୟମନ୍ତ୍ରୀ ନବୀନଙ୍କ ମେଗା ରୋଡ ଶୋ’ । ମୁଖ୍ୟମନ୍ତ୍ରୀଙ୍କ ମେଗା ରୋଡ ଶୋ’ରେ ହଜାର ହଜାର ଲୋକ ସାମିଲ ହୋଇଛନ୍ତି। ଭୁବନେଶ୍ୱର ରାଜରାସ୍ଥା ପାଲଟିଲା ଜନ ସମୁଦ୍ର। ଏହି ରୋଡ ଶୋ’ ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଚାରିଥିଲେ ଆପଣମାନେ ଖୁସି ତ ? ଆପଣଙ୍କୁ ଆଉ ବିଜୁଳି ବିଲ୍ ଦେବାକୁ ପଡ଼ିବନାହିଁ, ଆପଣ ଖୁସି ତ ବୋଲି ପଚାରିଥିଲେ। https://www.youtube.com/watch?v=fJGhxoiqWWE

ଭୁବନେଶ୍ବର: ଭୁବନେଶ୍ୱର ଏକାମ୍ରରେ ମୁଖ୍ୟମନ୍ତ୍ରୀ ନବୀନଙ୍କ ମେଗା ରୋଡ ଶୋ’ । ମୁଖ୍ୟମନ୍ତ୍ରୀଙ୍କ ମେଗା ରୋଡ ଶୋ’ରେ ହଜାର ହଜାର ଲୋକ ସାମିଲ ହୋଇଛନ୍ତି। ଭୁବନେଶ୍ୱର ରାଜରାସ୍ଥା ପାଲଟିଲା ଜନ ସମୁଦ୍ର। ଏହି ରୋଡ ଶୋ’ ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଚାରିଥିଲେ ଆପଣମାନେ ଖୁସି ତ ? ଆପଣଙ୍କୁ ଆଉ ବିଜୁଳି ବିଲ୍ ଦେବାକୁ ପଡ଼ିବନାହିଁ, ଆପଣ ଖୁସି ତ ବୋଲି ପଚାରିଥିଲେ।

ଆହୁରି ପଢ଼ନ୍ତୁ: ସେଣ୍ଟ୍ରିଂ କାଢ଼ିବା ବେଳେ ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୩ ଶ୍ରମିକ ମୃତ

https://www.youtube.com/watch?v=fJGhxoiqWWE

ଆହୁରି ପଢ଼ନ୍ତୁ: ୧୪.୨୨ ଲକ୍ଷ ଟଙ୍କା ଆତ୍ମସାତ୍ ଅଭିଯୋଗରେ ଯୁବା ପ୍ୟାକ୍ସର ପୂର୍ବତନ ସମ୍ପାଦକଙ୍କୁ ଗିରଫ କଲା ଭିଜିଲାନ୍ସ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର