ମନୋରଞ୍ଜନ

ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା
୬୬ ବର୍ଷ ବୟସରେ ସର୍ଟସ୍ ପିନ୍ଧି ଟ୍ରୋଲ୍ ହେଲେ ନୀନା ଗୁପ୍ତା, ହେଟର୍ସଙ୍କୁ ଦେଲେ କଡ଼ା ଜବାବ; ଜାଣନ୍ତୁ କେବେ ଆସିବ 'ପଞ୍ଚାୟତ ୫'?

ନବୀନଙ୍କ ନୂଆ ମନ୍ତ୍ରୀମଣ୍ଡଳ : ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ ?

The Sakala Picture
Published On

ଭୁବନେଶ୍ବର : ନିଜ ୫ମ ପାଳିକୁ ୩ ବର୍ଷ ପୂର୍ଣ୍ଣ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମନ୍ତ୍ରୀମଣ୍ଡଳ ପରିବର୍ତ୍ତନ କରିଛନ୍ତି। ସମସ୍ତ ୨୦ ଜଣ ମନ୍ତ୍ରୀ ଗତକାଲି ସାମୁହିକ ଇସ୍ତଫା ପତ୍ର ପ୍ରଦାନ କରିବା ପରେ ଆଜି ନୂଆ ମନ୍ତ୍ରୀମାନେ ଶପଥ ନେଇଛନ୍ତି। ଲୋକସେବା ଭବନର କନଭେନସନ୍ ହଲରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମନ୍ତ୍ରୀମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଆଜି ଲୋକସେବା ଭବନର କନଭେନସନ୍ ହଲରେ ରାଜ୍ୟପାଳ ପ୍ରଫେସର ଗଣେଶୀ […]

ଭୁବନେଶ୍ବର : ନିଜ ୫ମ ପାଳିକୁ ୩ ବର୍ଷ ପୂର୍ଣ୍ଣ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମନ୍ତ୍ରୀମଣ୍ଡଳ ପରିବର୍ତ୍ତନ କରିଛନ୍ତି। ସମସ୍ତ ୨୦ ଜଣ ମନ୍ତ୍ରୀ ଗତକାଲି ସାମୁହିକ ଇସ୍ତଫା ପତ୍ର ପ୍ରଦାନ କରିବା ପରେ ଆଜି ନୂଆ ମନ୍ତ୍ରୀମାନେ ଶପଥ ନେଇଛନ୍ତି। ଲୋକସେବା ଭବନର କନଭେନସନ୍ ହଲରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମନ୍ତ୍ରୀମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।

ଆହୁରି ପଢ଼ନ୍ତୁ: ଥାନାରେ ନାବାଳିକାକୁ ଆଇଆଇସିଙ୍କ ଧମକ ପରେ ଚେତାଶୂନ୍ୟ ଘଟଣା: ବିଜେଡି ପକ୍ଷରୁ ମୋରଡ଼ା ଥାନା ଘେରଉ, ୪୮ ଘଣ୍ଟା ଭିତରେ ଥାନା ଅଧିକାରୀଙ୍କ ବଦଳି ଦାବି

ଆଜି ଲୋକସେବା ଭବନର କନଭେନସନ୍ ହଲରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମନ୍ତ୍ରୀମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଆଜି ଶପଥ ନେଇଥିବା କ୍ୟାବିନେଟ୍ ମନ୍ତ୍ରୀମାନେ ହେଲେ- ନିରଞ୍ଜନ ପୂଜାରୀ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ପ୍ରମିଳା ମଲ୍ଲିକ, ଉଷା ଦେବୀ, ପ୍ରଫୁଲ୍ଲ କୁମାର ମଲ୍ଲିକ, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ, ପ୍ରଦୀପ କୁମାର ଅମାତ, ନବ କିଶୋର ଦାସ, ଅଶୋକ ଚନ୍ଦ୍ର ପଣ୍ଡା, ଟୁକୁନି ସାହୁ, ରାଜେନ୍ଦ୍ର ଢୋଲକିଆ ଓ ଜଗନ୍ନାଥ ସାରକା।ସେହିପରି ଶପଥ ନେଇଥିବା ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ)ମାନେ ହେଲେ- ସମୀର ରଞ୍ଜନ ଦାଶ, ଅଶ୍ୱିନୀ କୁମାର ପାତ୍ର, ପ୍ରୀତିରଞ୍ଜନ ଘଡ଼େଇ, ଶ୍ରୀକାନ୍ତ ସାହୁ, ତୁଷାରକାନ୍ତି ବେହେରା, ରୋହିତ ପୂଜାରୀ, ରୀତା ସାହୁ ଓ ବାସନ୍ତୀ ହେମ୍ବ୍ରମ।

ଆହୁରି ପଢ଼ନ୍ତୁ: ବ୍ରହ୍ମପୁର ଗିରିରୋଡ ଆକ୍ରମଣ ଘଟଣା: ପୋଲିସ ଏନକାଉଣ୍ଟରରେ ଅଭିଯୁକ୍ତ ମୁକେଶ ସାହୁ ଆହତ

ତେବେ ଶପଥ ଗ୍ରହଣ ପରେ ମନ୍ତ୍ରୀମାନଙ୍କ ବିଭାଗ ବଣ୍ଟନ କରାଯାଇଛି। ତେବେ କେଉଁ ମନ୍ତ୍ରୀଙ୍କୁ କେଉଁ ବିଭାଗ ମିଳିଛି

ଆହୁରି ପଢ଼ନ୍ତୁ: ଶିମିଳିପାଳରୁ ପୁଣି କଳାବାଘ ଶିକାର; ଛାଲ ବିକ୍ରି ସମୟରେ ମାଡିବସିଲା ଏସଟିଏଫ, ୩ଗିରଫ

୧. ଜଗନ୍ନାଥ ସାରକା (ଆଇନ, ଅନୁସୂଚିତ ଜାତି ଜନଜାତି ବିକାଶ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ ବିକାଶ)

୨.ନିରଞ୍ଜନ ପୂଜାରୀ (ଅର୍ଥ, ସଂସଦୀୟ ବ୍ୟାପାର)

୩.ରଣେନ୍ଦ୍ର ପ୍ରତାପ ସ୍ୱାଇଁ (କୃଷି, ମତ୍ସ୍ୟ ଓ ପଶୁସମ୍ପଦ ବିଭାଗ)

୪.ପ୍ରଦୀପ କୁମାର ଅମାତ (ପଞ୍ଚାୟତରାଜ, ଜଙ୍ଗଲ ଓ ପରିବେଶ, ସୂଚନା ଓ ଲୋକସମ୍ପର୍କ)

୫. ଅତନୁ ସବ୍ୟସାଚୀ ନାୟକ (ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ବିଭାଗ)

୬.ଟୁକୁନି ସାହୁ ( ଜଳ ସମ୍ପଦ, ବାଣିଜ୍ୟ ଓ ପରିବହନ)

୭.ଉଷା ଦେବୀ ( ଗୃହ ଓ ନଗର ଉନ୍ନୟନ)

୮. ପ୍ରତାପ କେଶରୀ ଦେବ(ଶକ୍ତି, ଶିଳ୍ପ, ଅଣୁ କ୍ଷୁଦ୍ର ମଧ୍ୟମ ଉଦ୍ୟୋଗ)

୯. ପ୍ରମିଳା ମଲ୍ଲିକ( ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା)

୧୦.ପ୍ରଫୁଲ୍ଲ ମଲ୍ଲିକ ( ଖଣି ଓ ଇସ୍ପାତ, ପୂର୍ତ୍ତ ବିଭାଗ )

୧୧. ନବ କିଶୋର ଦାସ (ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ)

୧୨. ଅଶୋକ ଚନ୍ଦ୍ର ପଣ୍ଡା( ବିଜ୍ଞାନ ଓ କାରିଗରୀ କୌଶଳ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ)

୧୩.ରାଜେନ୍ଦ୍ର ଢୋଲକିଆ ( ଯୋଜନା ଓ ସଂଯୋଜନ)

୧୪. ରୋହିତ ପୂଜାରୀ ( ଉଚ୍ଚ ଶିକ୍ଷା )

୧୫. ସମୀର ରଞ୍ଜନ ଦାସ ( ଗଣଶିକ୍ଷା )

୧୬. ବାସନ୍ତୀ ହେମ୍ୱମ୍ (ମହିଳା, ଶିଶୁ କଲ୍ୟାଣ ଓ ମିଶନ ଶକ୍ତି)

୧୭.ପ୍ରୀତିରଞ୍ଜନ ଘଢେଇ (ଗ୍ରାମ୍ୟ ଉନ୍ନୟନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା)

୧୮. ତୁଷାରକାନ୍ତି ବେହେରା (କ୍ରୀଡ଼ା ଓ ଯୁବ ବ୍ୟାପାର, ଅତିରିକ୍ତ ଭାବେ ଗୃହ ରାଷ୍ଟ୍ରମନ୍ତ୍ରୀ)

୧୯. ରୀତା ସାହୁ ( ହସ୍ତତନ୍ତ ଓ ବୟନ ଶିଳ୍ପ)

୨୦. ଅଶ୍ୱିନୀ କୁମାର ପାତ୍ର (ପର୍ଯ୍ୟଟନ, ଅବକାରୀ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ)

୨୧.  ଶ୍ରୀକାନ୍ତ ସାହୁ (ଶ୍ରମ ଓ ନିଯୁକ୍ତି ମନ୍ତ୍ରୀ)

05 Jun 2022 By The Sakala

ନବୀନଙ୍କ ନୂଆ ମନ୍ତ୍ରୀମଣ୍ଡଳ : ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ ?

ଭୁବନେଶ୍ବର : ନିଜ ୫ମ ପାଳିକୁ ୩ ବର୍ଷ ପୂର୍ଣ୍ଣ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମନ୍ତ୍ରୀମଣ୍ଡଳ ପରିବର୍ତ୍ତନ କରିଛନ୍ତି। ସମସ୍ତ ୨୦ ଜଣ ମନ୍ତ୍ରୀ ଗତକାଲି ସାମୁହିକ ଇସ୍ତଫା ପତ୍ର ପ୍ରଦାନ କରିବା ପରେ ଆଜି ନୂଆ ମନ୍ତ୍ରୀମାନେ ଶପଥ ନେଇଛନ୍ତି। ଲୋକସେବା ଭବନର କନଭେନସନ୍ ହଲରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମନ୍ତ୍ରୀମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।

ଆଜି ଲୋକସେବା ଭବନର କନଭେନସନ୍ ହଲରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମନ୍ତ୍ରୀମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଆଜି ଶପଥ ନେଇଥିବା କ୍ୟାବିନେଟ୍ ମନ୍ତ୍ରୀମାନେ ହେଲେ- ନିରଞ୍ଜନ ପୂଜାରୀ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ପ୍ରମିଳା ମଲ୍ଲିକ, ଉଷା ଦେବୀ, ପ୍ରଫୁଲ୍ଲ କୁମାର ମଲ୍ଲିକ, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ, ପ୍ରଦୀପ କୁମାର ଅମାତ, ନବ କିଶୋର ଦାସ, ଅଶୋକ ଚନ୍ଦ୍ର ପଣ୍ଡା, ଟୁକୁନି ସାହୁ, ରାଜେନ୍ଦ୍ର ଢୋଲକିଆ ଓ ଜଗନ୍ନାଥ ସାରକା।ସେହିପରି ଶପଥ ନେଇଥିବା ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ)ମାନେ ହେଲେ- ସମୀର ରଞ୍ଜନ ଦାଶ, ଅଶ୍ୱିନୀ କୁମାର ପାତ୍ର, ପ୍ରୀତିରଞ୍ଜନ ଘଡ଼େଇ, ଶ୍ରୀକାନ୍ତ ସାହୁ, ତୁଷାରକାନ୍ତି ବେହେରା, ରୋହିତ ପୂଜାରୀ, ରୀତା ସାହୁ ଓ ବାସନ୍ତୀ ହେମ୍ବ୍ରମ।

ତେବେ ଶପଥ ଗ୍ରହଣ ପରେ ମନ୍ତ୍ରୀମାନଙ୍କ ବିଭାଗ ବଣ୍ଟନ କରାଯାଇଛି। ତେବେ କେଉଁ ମନ୍ତ୍ରୀଙ୍କୁ କେଉଁ ବିଭାଗ ମିଳିଛି

୧. ଜଗନ୍ନାଥ ସାରକା (ଆଇନ, ଅନୁସୂଚିତ ଜାତି ଜନଜାତି ବିକାଶ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ ବିକାଶ)

୨.ନିରଞ୍ଜନ ପୂଜାରୀ (ଅର୍ଥ, ସଂସଦୀୟ ବ୍ୟାପାର)

୩.ରଣେନ୍ଦ୍ର ପ୍ରତାପ ସ୍ୱାଇଁ (କୃଷି, ମତ୍ସ୍ୟ ଓ ପଶୁସମ୍ପଦ ବିଭାଗ)

୪.ପ୍ରଦୀପ କୁମାର ଅମାତ (ପଞ୍ଚାୟତରାଜ, ଜଙ୍ଗଲ ଓ ପରିବେଶ, ସୂଚନା ଓ ଲୋକସମ୍ପର୍କ)

୫. ଅତନୁ ସବ୍ୟସାଚୀ ନାୟକ (ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ବିଭାଗ)

୬.ଟୁକୁନି ସାହୁ ( ଜଳ ସମ୍ପଦ, ବାଣିଜ୍ୟ ଓ ପରିବହନ)

୭.ଉଷା ଦେବୀ ( ଗୃହ ଓ ନଗର ଉନ୍ନୟନ)

୮. ପ୍ରତାପ କେଶରୀ ଦେବ(ଶକ୍ତି, ଶିଳ୍ପ, ଅଣୁ କ୍ଷୁଦ୍ର ମଧ୍ୟମ ଉଦ୍ୟୋଗ)

୯. ପ୍ରମିଳା ମଲ୍ଲିକ( ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା)

୧୦.ପ୍ରଫୁଲ୍ଲ ମଲ୍ଲିକ ( ଖଣି ଓ ଇସ୍ପାତ, ପୂର୍ତ୍ତ ବିଭାଗ )

୧୧. ନବ କିଶୋର ଦାସ (ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ)

୧୨. ଅଶୋକ ଚନ୍ଦ୍ର ପଣ୍ଡା( ବିଜ୍ଞାନ ଓ କାରିଗରୀ କୌଶଳ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ)

୧୩.ରାଜେନ୍ଦ୍ର ଢୋଲକିଆ ( ଯୋଜନା ଓ ସଂଯୋଜନ)

୧୪. ରୋହିତ ପୂଜାରୀ ( ଉଚ୍ଚ ଶିକ୍ଷା )

୧୫. ସମୀର ରଞ୍ଜନ ଦାସ ( ଗଣଶିକ୍ଷା )

୧୬. ବାସନ୍ତୀ ହେମ୍ୱମ୍ (ମହିଳା, ଶିଶୁ କଲ୍ୟାଣ ଓ ମିଶନ ଶକ୍ତି)

୧୭.ପ୍ରୀତିରଞ୍ଜନ ଘଢେଇ (ଗ୍ରାମ୍ୟ ଉନ୍ନୟନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା)

୧୮. ତୁଷାରକାନ୍ତି ବେହେରା (କ୍ରୀଡ଼ା ଓ ଯୁବ ବ୍ୟାପାର, ଅତିରିକ୍ତ ଭାବେ ଗୃହ ରାଷ୍ଟ୍ରମନ୍ତ୍ରୀ)

୧୯. ରୀତା ସାହୁ ( ହସ୍ତତନ୍ତ ଓ ବୟନ ଶିଳ୍ପ)

୨୦. ଅଶ୍ୱିନୀ କୁମାର ପାତ୍ର (ପର୍ଯ୍ୟଟନ, ଅବକାରୀ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ)

୨୧.  ଶ୍ରୀକାନ୍ତ ସାହୁ (ଶ୍ରମ ଓ ନିଯୁକ୍ତି ମନ୍ତ୍ରୀ)

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର