ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ବାଇକ୍‌କୁ ରକ୍ଷା କରିବାକୁ ଯାଇ ଦୁଇ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ଜଣଙ୍କ ମୃତ୍ୟୁ

The Sakala Picture
Published On

ଗଣିଆ/ଦଶପଲ୍ଲା : ଏକ ବାଇକ୍‌କୁ ରକ୍ଷା କରିବା ପାଇଁ ଦୁଇ ଜଣ ଟ୍ରକ୍‌ ଚାଳକ ମୁହାଁମୁହିଁ ହୋଇଛନ୍ତି। ଟ୍ରକ୍‌ ଦୁଇଟି ଧକ୍କା ହେବାରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଗୁରୁତର ଅଛନ୍ତି। ମିଳିଥିବା ସୂଚନା ଅନୁସାରେ ଆଜି ସଂଧ୍ୟା ପ୍ରାୟ ୬ଟା ସମୟରେ ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ନୟାଗଡ଼ ଜିଲ୍ଲା ଦଶପଲ୍ଲା ଟାକରା ନିକଟରେ ଏହି ଦୁର୍ଘଟଣା ଘଟିଛି। ଏକ ବାଇକ୍‌କୁ ରକ୍ଷା କରିବାକୁ ଯାଇ ଦୁଇ ମାଲ୍ ବୋଝେଇ ଟ୍ରକ୍ […]

ଗଣିଆ/ଦଶପଲ୍ଲା : ଏକ ବାଇକ୍‌କୁ ରକ୍ଷା କରିବା ପାଇଁ ଦୁଇ ଜଣ ଟ୍ରକ୍‌ ଚାଳକ ମୁହାଁମୁହିଁ ହୋଇଛନ୍ତି। ଟ୍ରକ୍‌ ଦୁଇଟି ଧକ୍କା ହେବାରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଗୁରୁତର ଅଛନ୍ତି।

ମିଳିଥିବା ସୂଚନା ଅନୁସାରେ ଆଜି ସଂଧ୍ୟା ପ୍ରାୟ ୬ଟା ସମୟରେ ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ନୟାଗଡ଼ ଜିଲ୍ଲା ଦଶପଲ୍ଲା ଟାକରା ନିକଟରେ ଏହି ଦୁର୍ଘଟଣା ଘଟିଛି। ଏକ ବାଇକ୍‌କୁ ରକ୍ଷା କରିବାକୁ ଯାଇ ଦୁଇ ମାଲ୍ ବୋଝେଇ ଟ୍ରକ୍ ମଧ୍ୟରେ ଭୟଙ୍କର ଭାବେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ୩ଜଣଙ୍କର ମୃତ୍ୟୁ ହୋଇଥିଲା। ଅନ୍ୟ ଜଣେ ଗୁରୁତର ଆହତ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବା ଆଶଙ୍କା ପ୍ରକାଶ ପାଇଛି। ସମସ୍ତଙ୍କୁ ଦଶପଲ୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ପୁଲିସ ସୂଚନା ପାଇ ଘଟଣାସ୍ଥଳରେ ପହଞ୍ଚିଛି। ମୃତଦେହ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଯାଇଛି। ମୃତକଙ୍କ ପରିଚୟ ମିଳିପାରିନାହିଁ । ଆସନ୍ତାକାଲି ପୋଷ୍ଟମର୍ଟମ ପରେ ମୃତକଙ୍କ ପରିବାରରୁ ଶବ ହସ୍ତାନ୍ତର କରାଯିବ। ପୁଲିସ ଏକ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଜାରି ରଖିଛି । ଦୁର୍ଘଟଣାଗ୍ରସ୍ତ ୨ଟି ଟ୍ରକ୍‌କୁ ଜବତ କରିଛି ପୁଲିସ୍ ।

26 Jul 2025 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର