ବରିଷ୍ଠ ନାଗରିକଙ୍କ ଆଶା ପୂରଣ କରୁଛନ୍ତି ରାଜ୍ୟ ସରକାର: ଆଜି ତୀର୍ଥଯାତ୍ରାରେ ଯାଉଛନ୍ତି ୯୮୨ ଜଣ ବରିଷ୍ଠ ନାଗରିକ

The Sakala Picture
Published On

ଭୁବନେଶ୍ୱର: ଆଧ୍ୟାତ୍ମିକ ଯାତ୍ରାର ଦିବ୍ୟ ଅନୁଭବ । ବରିଷ୍ଠ ନାଗରିକଙ୍କ ଆଶା ପୂରଣ କରୁଛନ୍ତି ରାଜ୍ୟ ସରକାର । ଆଜି ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ତୀର୍ଥ ଯାତ୍ରାରେ ଯାଉଛନ୍ତି ୯୮୨ ଜଣ । କିଛି ସମୟ ପରେ ଭୁବନେଶ୍ୱର ରେଳ ଷ୍ଟେସନରୁ ସ୍ୱତନ୍ତ୍ର ଟ୍ରେନରେ ଆହ୍ଲାବାଦ ଓ ବାରଣାସୀ ଅଭିମୁଖେ ଯାତ୍ରା କରିବେ ତୀର୍ଥଯାତ୍ରୀ । ସେମାନଙ୍କ ମଧ୍ୟରେ ରହିଛନ୍ତି ୭ ଜିଲ୍ଲାର ୯୮୨ ଜଣ ବରିଷ୍ଠ ନାଗରିକ । ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, […]

ଭୁବନେଶ୍ୱର: ଆଧ୍ୟାତ୍ମିକ ଯାତ୍ରାର ଦିବ୍ୟ ଅନୁଭବ । ବରିଷ୍ଠ ନାଗରିକଙ୍କ ଆଶା ପୂରଣ କରୁଛନ୍ତି ରାଜ୍ୟ ସରକାର । ଆଜି ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ତୀର୍ଥ ଯାତ୍ରାରେ ଯାଉଛନ୍ତି ୯୮୨ ଜଣ । କିଛି ସମୟ ପରେ ଭୁବନେଶ୍ୱର ରେଳ ଷ୍ଟେସନରୁ ସ୍ୱତନ୍ତ୍ର ଟ୍ରେନରେ ଆହ୍ଲାବାଦ ଓ ବାରଣାସୀ ଅଭିମୁଖେ ଯାତ୍ରା କରିବେ ତୀର୍ଥଯାତ୍ରୀ । ସେମାନଙ୍କ ମଧ୍ୟରେ ରହିଛନ୍ତି ୭ ଜିଲ୍ଲାର ୯୮୨ ଜଣ ବରିଷ୍ଠ ନାଗରିକ । ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ନୟାଗଡ଼ ଜିଲ୍ଲାର ବରିଷ୍ଠ ନାଗରିକ ଆଧ୍ୟାତ୍ମିକ ଯାତ୍ରାର ଦିବ୍ୟ ଅନୁଭବ ନେବେ । ରାଜ୍ୟ ସରକାରଙ୍କ ପକ୍ଷରୁ ତୀର୍ଥଯାତ୍ରୀଙ୍କୁ ଆବଶ୍ୟକ କିଟ୍ ଯୋଗାଇ ଦିଆଯାଇଛି । ଆବଶ୍ୟକ ସୁବିଧା ସହ ଗାଇଡ୍ ବନ୍ଦୋବସ୍ତ କରାଯାଇଛି ।

ଆହୁରି ପଢ଼ନ୍ତୁ: ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍, ୨୦ରୁ ଉର୍ଦ୍ଧ୍ୱ ଆହତ

27 Jan 2023 By The Sakala

ବରିଷ୍ଠ ନାଗରିକଙ୍କ ଆଶା ପୂରଣ କରୁଛନ୍ତି ରାଜ୍ୟ ସରକାର: ଆଜି ତୀର୍ଥଯାତ୍ରାରେ ଯାଉଛନ୍ତି ୯୮୨ ଜଣ ବରିଷ୍ଠ ନାଗରିକ

ଭୁବନେଶ୍ୱର: ଆଧ୍ୟାତ୍ମିକ ଯାତ୍ରାର ଦିବ୍ୟ ଅନୁଭବ । ବରିଷ୍ଠ ନାଗରିକଙ୍କ ଆଶା ପୂରଣ କରୁଛନ୍ତି ରାଜ୍ୟ ସରକାର । ଆଜି ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ତୀର୍ଥ ଯାତ୍ରାରେ ଯାଉଛନ୍ତି ୯୮୨ ଜଣ । କିଛି ସମୟ ପରେ ଭୁବନେଶ୍ୱର ରେଳ ଷ୍ଟେସନରୁ ସ୍ୱତନ୍ତ୍ର ଟ୍ରେନରେ ଆହ୍ଲାବାଦ ଓ ବାରଣାସୀ ଅଭିମୁଖେ ଯାତ୍ରା କରିବେ ତୀର୍ଥଯାତ୍ରୀ । ସେମାନଙ୍କ ମଧ୍ୟରେ ରହିଛନ୍ତି ୭ ଜିଲ୍ଲାର ୯୮୨ ଜଣ ବରିଷ୍ଠ ନାଗରିକ । ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ନୟାଗଡ଼ ଜିଲ୍ଲାର ବରିଷ୍ଠ ନାଗରିକ ଆଧ୍ୟାତ୍ମିକ ଯାତ୍ରାର ଦିବ୍ୟ ଅନୁଭବ ନେବେ । ରାଜ୍ୟ ସରକାରଙ୍କ ପକ୍ଷରୁ ତୀର୍ଥଯାତ୍ରୀଙ୍କୁ ଆବଶ୍ୟକ କିଟ୍ ଯୋଗାଇ ଦିଆଯାଇଛି । ଆବଶ୍ୟକ ସୁବିଧା ସହ ଗାଇଡ୍ ବନ୍ଦୋବସ୍ତ କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର