ଯୌତୁକ ପାଇଁ ନବବଧୂଙ୍କୁ ହତ୍ଯା ଅଭିଯୋଗ

The Sakala Picture
Published On

ନୟାଗଡ଼: ନୟାଗଡ଼ ସଦର ଥାନା ଅନ୍ତର୍ଗତ ଶିମିଳିସାହି ଗାଁରେ ଅଧିକ ଯୌତୁକ ଦାବିରେ ଶାଶୁଘର ଲୋକେ ନବବଧୂଙ୍କୁ ହତ୍ୟାକରି ଝୁଲାଇ ଦେଇଥିବା ଅଭିଯୋଗ ହୋଇଛି।  ଅଭିଯୋଗ ଆଣିଛନ୍ତି ନବବଧୂଙ୍କ ପରିବାର ଲୋକେ। ଅଭିଯୋଗ ଅନୁଯାୟୀ, ଶରଣକୂଳ ଥାନା କଟରାଝରି ଗାଁର ଲିଜା ନାହାକ ନୟାଗଡ଼ ସଦର ଥାନା ଅଧୀନ ଶିମିଳିସାହି ଗ୍ରାମର କୃଷ୍ଣ ନାୟକଙ୍କୁ ପ୍ରାୟ ବର୍ଷେତଳେ ବିବାହ କରିଥିଲେ। ତେବେ ଦୀର୍ଘଦିନ ଧରି ଲିଜାଙ୍କୁ ପରିବାର ଲୋକେ ଅଧିକ ଯୌତୁକ ପାଇଁ ନିର୍ଯାତନା ଦେଇଆସୁଥିବା ବେଳେ ଗତକାଲି […]

ନୟାଗଡ଼: ନୟାଗଡ଼ ସଦର ଥାନା ଅନ୍ତର୍ଗତ ଶିମିଳିସାହି ଗାଁରେ ଅଧିକ ଯୌତୁକ ଦାବିରେ ଶାଶୁଘର ଲୋକେ ନବବଧୂଙ୍କୁ ହତ୍ୟାକରି ଝୁଲାଇ ଦେଇଥିବା ଅଭିଯୋଗ ହୋଇଛି।  ଅଭିଯୋଗ ଆଣିଛନ୍ତି ନବବଧୂଙ୍କ ପରିବାର ଲୋକେ।

ଆହୁରି ପଢ଼ନ୍ତୁ: ଚିତାବାଘ ଛାଲ ଓ ବଜ୍ରକାପ୍ତା କାତି ଚାଲାଣ ଅଭିଯୋଗରେ ମା-ପୁଅ ଗିରଫ

ଅଭିଯୋଗ ଅନୁଯାୟୀ, ଶରଣକୂଳ ଥାନା କଟରାଝରି ଗାଁର ଲିଜା ନାହାକ ନୟାଗଡ଼ ସଦର ଥାନା ଅଧୀନ ଶିମିଳିସାହି ଗ୍ରାମର କୃଷ୍ଣ ନାୟକଙ୍କୁ ପ୍ରାୟ ବର୍ଷେତଳେ ବିବାହ କରିଥିଲେ। ତେବେ ଦୀର୍ଘଦିନ ଧରି ଲିଜାଙ୍କୁ ପରିବାର ଲୋକେ ଅଧିକ ଯୌତୁକ ପାଇଁ ନିର୍ଯାତନା ଦେଇଆସୁଥିବା ବେଳେ ଗତକାଲି ଲିଜାଙ୍କୁ ଶାଶୁଘର ଲୋକ ଏକାଠି ହତ୍ୟା କରିଥିବା ଲିଜାଙ୍କ ପରିବାର ଲୋକେ ନୟାଗଡ ସଦର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ତୁରନ୍ତ ଅଭିଯୋଗ ପାଇ ନୟାଗଡ଼ ସଦର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରିବା ସହିତ ତଦନ୍ତ ଚଳାଇଛି। ସେପଟେ ଲିଜାଙ୍କ ଶାଶୁଘର ଲୋକେ ଫେରାର ହୋଇଥିବା ବେଳେ ଏବେ ପର୍ଯ୍ଯନ୍ତ ତାଙ୍କୁ ଗିରଫ କରାଯାଇପାରିନାହିଁ।

ଆହୁରି ପଢ଼ନ୍ତୁ: ନୟାଗଡ଼ ଖଣ୍ଡପଡ଼ା ଏସ୍‌ଡିପିଓଙ୍କ ନାଁରେ ସାଂଘାତିକ ଅଭିଯୋଗ: ମାମଲା ରଫାଦଫା ପାଇଁ ମହିଳାଙ୍କୁ ଅଶ୍ଳୀଳ ବାର୍ତ୍ତା ଓ ଧମକ

09 Nov 2021 By The Sakala

ଯୌତୁକ ପାଇଁ ନବବଧୂଙ୍କୁ ହତ୍ଯା ଅଭିଯୋଗ

ନୟାଗଡ଼: ନୟାଗଡ଼ ସଦର ଥାନା ଅନ୍ତର୍ଗତ ଶିମିଳିସାହି ଗାଁରେ ଅଧିକ ଯୌତୁକ ଦାବିରେ ଶାଶୁଘର ଲୋକେ ନବବଧୂଙ୍କୁ ହତ୍ୟାକରି ଝୁଲାଇ ଦେଇଥିବା ଅଭିଯୋଗ ହୋଇଛି।  ଅଭିଯୋଗ ଆଣିଛନ୍ତି ନବବଧୂଙ୍କ ପରିବାର ଲୋକେ।

ଅଭିଯୋଗ ଅନୁଯାୟୀ, ଶରଣକୂଳ ଥାନା କଟରାଝରି ଗାଁର ଲିଜା ନାହାକ ନୟାଗଡ଼ ସଦର ଥାନା ଅଧୀନ ଶିମିଳିସାହି ଗ୍ରାମର କୃଷ୍ଣ ନାୟକଙ୍କୁ ପ୍ରାୟ ବର୍ଷେତଳେ ବିବାହ କରିଥିଲେ। ତେବେ ଦୀର୍ଘଦିନ ଧରି ଲିଜାଙ୍କୁ ପରିବାର ଲୋକେ ଅଧିକ ଯୌତୁକ ପାଇଁ ନିର୍ଯାତନା ଦେଇଆସୁଥିବା ବେଳେ ଗତକାଲି ଲିଜାଙ୍କୁ ଶାଶୁଘର ଲୋକ ଏକାଠି ହତ୍ୟା କରିଥିବା ଲିଜାଙ୍କ ପରିବାର ଲୋକେ ନୟାଗଡ ସଦର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ତୁରନ୍ତ ଅଭିଯୋଗ ପାଇ ନୟାଗଡ଼ ସଦର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରିବା ସହିତ ତଦନ୍ତ ଚଳାଇଛି। ସେପଟେ ଲିଜାଙ୍କ ଶାଶୁଘର ଲୋକେ ଫେରାର ହୋଇଥିବା ବେଳେ ଏବେ ପର୍ଯ୍ଯନ୍ତ ତାଙ୍କୁ ଗିରଫ କରାଯାଇପାରିନାହିଁ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର