ଡକାୟତୀ ଉଦ୍ୟମ ପଣ୍ଡ: ୪ ଗିରଫ, ଦେଶୀ ପିସ୍ତଲ ଜବତ

The Sakala Picture
Published On

ନୟାଗଡ଼: ନୟାଗଡ଼ ଟାଉନଥାନା ପୁଲିସ ଡକାୟତୀ ଉଦ୍ୟମ ବେଳେ ୪ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ନୟାଗଡ଼ ପୁରୁଣାସହରର ଦିପକ ନାୟକ, ଇଟାମାଟି ଥାନା ଲାଠିପଡ଼ାର ସୈାରଭ ନାୟକ, ଧିରଞ୍ଜନ ନାୟକ, ଚିତ୍ତରଞ୍ଜନ ନାୟକ । ଚିତ୍ତରଞ୍ଜନ ଏବଂ ଧିରଞ୍ଜନ ଦୁଇ ଭାଇ ବୋଲି ଜଣାଯାଇଛି। ୪ ଜଣ ଦେବୋତ୍ତର କଲୋନୀରେ ଡକାୟତୀ କରିବା ଉଦେଶ୍ୟରେ ବୁଲୁଥିବା ବେଳେ ପୁଲିସ ହାଡ଼ୁଡ଼ରେ ପଡ଼ିଥିଲେ । ସେମାନଙ୍କ ପାଖରୁ ଗୋଟିଏ ଦେଶୀ ପିସ୍ତଲ, ସ୍କୃଡ୍ରାଇଭର ଏବଂ […]

ନୟାଗଡ଼: ନୟାଗଡ଼ ଟାଉନଥାନା ପୁଲିସ ଡକାୟତୀ ଉଦ୍ୟମ ବେଳେ ୪ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ନୟାଗଡ଼ ପୁରୁଣାସହରର ଦିପକ ନାୟକ, ଇଟାମାଟି ଥାନା ଲାଠିପଡ଼ାର ସୈାରଭ ନାୟକ, ଧିରଞ୍ଜନ ନାୟକ, ଚିତ୍ତରଞ୍ଜନ ନାୟକ । ଚିତ୍ତରଞ୍ଜନ ଏବଂ ଧିରଞ୍ଜନ ଦୁଇ ଭାଇ ବୋଲି ଜଣାଯାଇଛି। ୪ ଜଣ ଦେବୋତ୍ତର କଲୋନୀରେ ଡକାୟତୀ କରିବା ଉଦେଶ୍ୟରେ ବୁଲୁଥିବା ବେଳେ ପୁଲିସ ହାଡ଼ୁଡ଼ରେ ପଡ଼ିଥିଲେ । ସେମାନଙ୍କ ପାଖରୁ ଗୋଟିଏ ଦେଶୀ ପିସ୍ତଲ, ସ୍କୃଡ୍ରାଇଭର ଏବଂ ଅନ୍ୟାନ ସାମଗ୍ରୀ ଜବତ ହୋଇଛି । ଗିରଫ ପରେ କୋର୍ଟ ଚାଲାଣ କରାଯାଇଥିବା ଟାଉନଥାନା ଅଧିକାରିଣୀ ପ୍ରଜ୍ଞା ପାରମିତା ଜେନା ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଛତା ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ

10 Apr 2022 By The Sakala

ଡକାୟତୀ ଉଦ୍ୟମ ପଣ୍ଡ: ୪ ଗିରଫ, ଦେଶୀ ପିସ୍ତଲ ଜବତ

ନୟାଗଡ଼: ନୟାଗଡ଼ ଟାଉନଥାନା ପୁଲିସ ଡକାୟତୀ ଉଦ୍ୟମ ବେଳେ ୪ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ନୟାଗଡ଼ ପୁରୁଣାସହରର ଦିପକ ନାୟକ, ଇଟାମାଟି ଥାନା ଲାଠିପଡ଼ାର ସୈାରଭ ନାୟକ, ଧିରଞ୍ଜନ ନାୟକ, ଚିତ୍ତରଞ୍ଜନ ନାୟକ । ଚିତ୍ତରଞ୍ଜନ ଏବଂ ଧିରଞ୍ଜନ ଦୁଇ ଭାଇ ବୋଲି ଜଣାଯାଇଛି। ୪ ଜଣ ଦେବୋତ୍ତର କଲୋନୀରେ ଡକାୟତୀ କରିବା ଉଦେଶ୍ୟରେ ବୁଲୁଥିବା ବେଳେ ପୁଲିସ ହାଡ଼ୁଡ଼ରେ ପଡ଼ିଥିଲେ । ସେମାନଙ୍କ ପାଖରୁ ଗୋଟିଏ ଦେଶୀ ପିସ୍ତଲ, ସ୍କୃଡ୍ରାଇଭର ଏବଂ ଅନ୍ୟାନ ସାମଗ୍ରୀ ଜବତ ହୋଇଛି । ଗିରଫ ପରେ କୋର୍ଟ ଚାଲାଣ କରାଯାଇଥିବା ଟାଉନଥାନା ଅଧିକାରିଣୀ ପ୍ରଜ୍ଞା ପାରମିତା ଜେନା ସୂଚନା ଦେଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର