ସରପଞ୍ଚ ପଦବୀ ହରାଇଲେ ସୌମ୍ୟରଞ୍ଜନ ପ୍ରଧାନ

The Sakala Picture
Published On

ନୟାଗଡ଼: ପଦବୀ ହରାଇଲେ ନୟାଗଡ଼ ଜିଲ୍ଲା ସଦର ବ୍ଲକ ଲକ୍ଷ୍ମୀପ୍ରସାଦ ସରପଞ୍ଚ ସୌମ୍ୟରଞ୍ଜନ ପ୍ରଧାନ। ସୋମ୍ଯ ପଞ୍ଚାୟତରେ ମନମୁଖୀ କାମ କରୁଥିବା ଅଭିଯଗୋ ହେଇଥିଲା।। ଏ ନେଇ ଲକ୍ଷ୍ମୀପ୍ରସାଦ ପଞ୍ଚାୟତର ସରପଞ୍ଚ ସୌମ୍ୟରଞ୍ଜନ ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ହୋଇଥିଲା। ଆଜି ପଞ୍ଚୟତର ସମସ୍ତ ୱାର୍ଡ ସଭ୍ଯ ସୌମ୍ୟଙ୍କ ବିରୋଧରେ ଭୋଟ ଦେଇଛନ୍ତି। ଅନାସ୍ଥା ଭୋଟରେ ହାରି ତାଙ୍କୁ ପଦବୀ ହରାଇବାକୁ ପଡ଼ିଛି। ସୂଚନା ଅନୁଯାୟୀ, ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ସରପଞ୍ଚ ସୌମ୍ୟରଞ୍ଜନ ପ୍ରଧାନଙ୍କ ବିରୋଧରେ ଅନାସ୍ଥା […]

ନୟାଗଡ଼: ପଦବୀ ହରାଇଲେ ନୟାଗଡ଼ ଜିଲ୍ଲା ସଦର ବ୍ଲକ ଲକ୍ଷ୍ମୀପ୍ରସାଦ ସରପଞ୍ଚ ସୌମ୍ୟରଞ୍ଜନ ପ୍ରଧାନ। ସୋମ୍ଯ ପଞ୍ଚାୟତରେ ମନମୁଖୀ କାମ କରୁଥିବା ଅଭିଯଗୋ ହେଇଥିଲା।। ଏ ନେଇ ଲକ୍ଷ୍ମୀପ୍ରସାଦ ପଞ୍ଚାୟତର ସରପଞ୍ଚ ସୌମ୍ୟରଞ୍ଜନ ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ହୋଇଥିଲା। ଆଜି ପଞ୍ଚୟତର ସମସ୍ତ ୱାର୍ଡ ସଭ୍ଯ ସୌମ୍ୟଙ୍କ ବିରୋଧରେ ଭୋଟ ଦେଇଛନ୍ତି। ଅନାସ୍ଥା ଭୋଟରେ ହାରି ତାଙ୍କୁ ପଦବୀ ହରାଇବାକୁ ପଡ଼ିଛି।

ସୂଚନା ଅନୁଯାୟୀ, ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ସରପଞ୍ଚ ସୌମ୍ୟରଞ୍ଜନ ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ହୋଇଥିଲା । ସରପଞ୍ଚ ସୌମ୍ୟରଞ୍ଜନ ପ୍ରଧାନଙ୍କ ବିରୋଧରେ ପଞ୍ଚାୟତର ଏକ ତୃତୀୟାଂଶରୁ ଅଧିକ ସଭ୍ୟ ଓ ସଭ୍ୟା ଅନାସ୍ଥା ପ୍ରସ୍ତାବ ଦେଇଥିଲେ । ଅନାସ୍ଥା ପ୍ରସ୍ତାବ ନେଇ ଲକ୍ଷ୍ମୀପ୍ରସାଦ ପଞ୍ଚାୟତର ଏକ ତୃତୀୟାଂଶରୁ ଅଧିକ ସଭ୍ୟ ଓ ସଭ୍ୟାଙ୍କ ସ୍ବାକ୍ଷରିତ ବରଦି ପତ୍ର ନୟାଗଡ଼ ଉପଜିଲ୍ଲାପାଳଙ୍କ ହସ୍ତଗତ କରାଯାଇଥିଲା ।

ଆଜି  ଅନାସ୍ଥା ପ୍ରସ୍ତାବ ଉପରେ ଗ୍ରାମ ପଞ୍ଚାୟତ ଆଇନ ୧୯୬୪ର ଧାରା ୨୪ ଅନୁସାରେ ବୈଠକ ବସିବା ସହିତ ଭୋଟିଂ ହୋଇଥିଲା। ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ଅଫିସରେ ଏହି ବୈଠକ ଓ ଭୋଟିଂ ହୋଇଥିଲା।

20 Apr 2021 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର