ରାଜ୍ୟ କ୍ୟାବିନେଟ୍‌ରେ ୧୨ ନିଷ୍ପତ୍ତି ପାରିତ, ବଢ଼ିଲା ବେସରକାରୀ କଲେଜ କର୍ମଚାରୀଙ୍କ ଗ୍ରାଣ୍ଟ-ଇନ୍ ଏଡ୍

The Sakala Picture
Published On

ଭୁବନେଶ୍ୱର: ୧୨ଟି ପ୍ରସ୍ତାବରେ ଲାଗିଲା କ୍ୟାବିନେଟ୍ ମୋହର । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ୧୨ଟି ପ୍ରସ୍ତାବରେ ମୋହର ବାଜିଛି । ବଢ଼ିଲା ଅନୁଦାନପ୍ରାପ୍ତ ବେସରକାରୀ କଲେଜ କର୍ମଚାରୀଙ୍କ ଗ୍ରାଣ୍ଟ-ଇନ୍ ଏଡ୍ । ପିଛିଲା ଭାବେ ୨୦୨୨ ଜାନୁଆରୀ ୧ ତାରିଖରୁ ଲାଗୁହେବ । ସେହିପରି BSSCCRIର କର୍କଟ ରୋଗୀଙ୍କ ଆବାସ ପାଇଁ ୨ ଏକର ମାଗଣା ଜମି ପ୍ରଦାନ । ଗ୍ରାମୀଣ ପାଇପ ଜଳ ଯୋଗାଣରେ ୨ଟି ପ୍ରକଳ୍ପକୁ ଅନୁମୋଦନ । ଯାଜପୁରର ବରୀ […]

ଭୁବନେଶ୍ୱର: ୧୨ଟି ପ୍ରସ୍ତାବରେ ଲାଗିଲା କ୍ୟାବିନେଟ୍ ମୋହର । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ୧୨ଟି ପ୍ରସ୍ତାବରେ ମୋହର ବାଜିଛି । ବଢ଼ିଲା ଅନୁଦାନପ୍ରାପ୍ତ ବେସରକାରୀ କଲେଜ କର୍ମଚାରୀଙ୍କ ଗ୍ରାଣ୍ଟ-ଇନ୍ ଏଡ୍ । ପିଛିଲା ଭାବେ ୨୦୨୨ ଜାନୁଆରୀ ୧ ତାରିଖରୁ ଲାଗୁହେବ । ସେହିପରି BSSCCRIର କର୍କଟ ରୋଗୀଙ୍କ ଆବାସ ପାଇଁ ୨ ଏକର ମାଗଣା ଜମି ପ୍ରଦାନ । ଗ୍ରାମୀଣ ପାଇପ ଜଳ ଯୋଗାଣରେ ୨ଟି ପ୍ରକଳ୍ପକୁ ଅନୁମୋଦନ ।

ଆହୁରି ପଢ଼ନ୍ତୁ: ଆଜ୍ଞାମାଳ ବିଜେ ପରେ ବିଶ୍ୱ ନିୟନ୍ତାଙ୍କ ରଥଯାତ୍ରା ପାଇଁ ହେଲା ରଥକାଠ ଅନୁକୂଳ

ଯାଜପୁରର ବରୀ ଓ କୋରେଇ ବ୍ଲକରେ ନିର୍ମାଣ ହେବ ଏହି ପ୍ରକଳ୍ପ । ବରୀ ଓ କୋରେଇ ବ୍ଲକରେ ନିର୍ମାଣ ହେବାକୁ ଥିବା ଏହି ପ୍ରକଳ୍ପ କାର୍ଯ୍ୟ ୫ ବର୍ଷରେ ଶେଷ ହେବ । ନୟାଗଡ଼ର ଦଶପଲା, ଗଣିଆ ଓ ନୂଆଗାଁରେ ହେବ ୩ଟି ପାନୀୟଜଳ ପ୍ରକଳ୍ପ ହେବ । ମାଲକାନଗିରିର ୪ଟି ପାନୀୟ ଜଳ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ । ଖଇରିପୁଟ, ମାଲକାନଗିରି, ମାଥିଲି ଓ କାଲିମେଳାରେ ଏହି ପ୍ରକଳ୍ପ ହେବ ।

ଆହୁରି ପଢ଼ନ୍ତୁ: ଭିସୁଟରେ ପୁଣି ରାଗିଂ ଅଭିଯୋଗ, ଅଭିଯୁକ୍ତ ୪ ସିନିଅର ଛାତ୍ରଙ୍କୁ ଅର୍ଥଦଣ୍ଡରେ ଦଣ୍ଡିତ କଲା କର୍ତ୍ତୃପକ୍ଷ

ସେହିପରି OBC କମିଶନ ଆଇନରେ ହେବ ସଂଶୋଧନ । ଜଳେଶ୍ୱର ଗୋବରୀ ଘାଟର ସୁବର୍ଣ୍ଣରେଖା ନଦୀରେ ହେବ ବ୍ରିଜ୍ । ବ୍ରିଜ୍ ପାଇଁ ଆହ୍ୱାନ କରାଯାଇଥିବା ଟେଣ୍ଡରକୁ ଅନୁମୋଦନ ମିଳିଛି । ଓଡ଼ିଶା ଗ୍ରୁପ-ବି କର୍ମଚାରୀ ନିଯୁକ୍ତି ଓ ସେବାସର୍ତ୍ତରେ ସଂଶୋଧନ । GST, ବାଣିଜ୍ୟ କର ଡାଟାଏଣ୍ଟ୍ରି ଅପରେଟର ନିଯୁକ୍ତି ଅଧିନିୟମ ସଂଶୋଧନ ହୋଇଛି । ଓଡ଼ିଶା ଖାଦ୍ୟ ପରୀକ୍ଷାଗାର କର୍ମଚାରୀ ନିଯୁକ୍ତି ଅଧିନିୟମରେ ମଧ୍ୟ ସଂଶୋଧନ କରାଯାଇଛି । OSJS ଓ OJS ସେବା ଅଧିନିୟମରେ କ୍ୟାବିନେଟ୍ ରେ ସଂଶୋଧନ ହୋଇଛି । ଖଣି, ଭୂତତ୍ତ୍ୱ ସେବା ନିର୍ଦ୍ଦେଶାଳୟର ୫ଟି କ୍ୟାଡର ନିଯୁକ୍ତିରେ ସଂଶୋଧନ ହୋଇଛି ।

ଆହୁରି ପଢ଼ନ୍ତୁ: ସ୍କୁଲ ଛୁଟିକୁ ନେଇ ଆଜି ଆସିପାରେ ନିଷ୍ପତ୍ତି: ଗଣଶିକ୍ଷା ମନ୍ତ୍ରୀ

21 Jan 2023 By The Sakala

ରାଜ୍ୟ କ୍ୟାବିନେଟ୍‌ରେ ୧୨ ନିଷ୍ପତ୍ତି ପାରିତ, ବଢ଼ିଲା ବେସରକାରୀ କଲେଜ କର୍ମଚାରୀଙ୍କ ଗ୍ରାଣ୍ଟ-ଇନ୍ ଏଡ୍

ଭୁବନେଶ୍ୱର: ୧୨ଟି ପ୍ରସ୍ତାବରେ ଲାଗିଲା କ୍ୟାବିନେଟ୍ ମୋହର । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ୧୨ଟି ପ୍ରସ୍ତାବରେ ମୋହର ବାଜିଛି । ବଢ଼ିଲା ଅନୁଦାନପ୍ରାପ୍ତ ବେସରକାରୀ କଲେଜ କର୍ମଚାରୀଙ୍କ ଗ୍ରାଣ୍ଟ-ଇନ୍ ଏଡ୍ । ପିଛିଲା ଭାବେ ୨୦୨୨ ଜାନୁଆରୀ ୧ ତାରିଖରୁ ଲାଗୁହେବ । ସେହିପରି BSSCCRIର କର୍କଟ ରୋଗୀଙ୍କ ଆବାସ ପାଇଁ ୨ ଏକର ମାଗଣା ଜମି ପ୍ରଦାନ । ଗ୍ରାମୀଣ ପାଇପ ଜଳ ଯୋଗାଣରେ ୨ଟି ପ୍ରକଳ୍ପକୁ ଅନୁମୋଦନ ।

ଯାଜପୁରର ବରୀ ଓ କୋରେଇ ବ୍ଲକରେ ନିର୍ମାଣ ହେବ ଏହି ପ୍ରକଳ୍ପ । ବରୀ ଓ କୋରେଇ ବ୍ଲକରେ ନିର୍ମାଣ ହେବାକୁ ଥିବା ଏହି ପ୍ରକଳ୍ପ କାର୍ଯ୍ୟ ୫ ବର୍ଷରେ ଶେଷ ହେବ । ନୟାଗଡ଼ର ଦଶପଲା, ଗଣିଆ ଓ ନୂଆଗାଁରେ ହେବ ୩ଟି ପାନୀୟଜଳ ପ୍ରକଳ୍ପ ହେବ । ମାଲକାନଗିରିର ୪ଟି ପାନୀୟ ଜଳ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ । ଖଇରିପୁଟ, ମାଲକାନଗିରି, ମାଥିଲି ଓ କାଲିମେଳାରେ ଏହି ପ୍ରକଳ୍ପ ହେବ ।

ସେହିପରି OBC କମିଶନ ଆଇନରେ ହେବ ସଂଶୋଧନ । ଜଳେଶ୍ୱର ଗୋବରୀ ଘାଟର ସୁବର୍ଣ୍ଣରେଖା ନଦୀରେ ହେବ ବ୍ରିଜ୍ । ବ୍ରିଜ୍ ପାଇଁ ଆହ୍ୱାନ କରାଯାଇଥିବା ଟେଣ୍ଡରକୁ ଅନୁମୋଦନ ମିଳିଛି । ଓଡ଼ିଶା ଗ୍ରୁପ-ବି କର୍ମଚାରୀ ନିଯୁକ୍ତି ଓ ସେବାସର୍ତ୍ତରେ ସଂଶୋଧନ । GST, ବାଣିଜ୍ୟ କର ଡାଟାଏଣ୍ଟ୍ରି ଅପରେଟର ନିଯୁକ୍ତି ଅଧିନିୟମ ସଂଶୋଧନ ହୋଇଛି । ଓଡ଼ିଶା ଖାଦ୍ୟ ପରୀକ୍ଷାଗାର କର୍ମଚାରୀ ନିଯୁକ୍ତି ଅଧିନିୟମରେ ମଧ୍ୟ ସଂଶୋଧନ କରାଯାଇଛି । OSJS ଓ OJS ସେବା ଅଧିନିୟମରେ କ୍ୟାବିନେଟ୍ ରେ ସଂଶୋଧନ ହୋଇଛି । ଖଣି, ଭୂତତ୍ତ୍ୱ ସେବା ନିର୍ଦ୍ଦେଶାଳୟର ୫ଟି କ୍ୟାଡର ନିଯୁକ୍ତିରେ ସଂଶୋଧନ ହୋଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର