ରୋଷେଇ କଲା ବେଳେ ଫାଟିଲା ଗ୍ୟାସ ଟାଙ୍କି: ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର

The Sakala Picture
Published On

ନୟାଗଡ଼: ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ଥାନା ଅନ୍ତର୍ଗତ ବିରିଡିହ ଗାଁରେ ଅଭାବନୀୟ ଘଟଣା ଘଟିଛି। ରୋଷେଇ କଲା ବେଳେ ଫାଟିଲା ଗ୍ୟାସ ଟାଙ୍କି । ଘଟଣାସ୍ଥଳରେ ସ୍ତ୍ରୀର ମୃତ୍ୟୁ ଘଟିଥିବା ବେଳେ ସ୍ୱାମୀ ଗୁରୁତର ହୋଇଛନ୍ତି । ସ୍ତ୍ରୀଙ୍କୁ ଉଦ୍ଧାର କରିବାକୁ ଯାଇ ଗୁରୁତର ହୋଇଛନ୍ତି ସ୍ୱାମୀ । ସ୍ବାମୀଙ୍କୁ ଗୁରୁତର ଅବସ୍ଥାରେ  ଉଦ୍ଧାର କରାଯାଇ ସ୍ଥାନୀୟ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ତେବେ କେମିତି ଗ୍ୟାସ୍ ଟାଙ୍କି ଫାଟିଲା ତାହା ଅସ୍ପଷ୍ଟ ରହିଛି । ଏହି […]

ନୟାଗଡ଼: ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ଥାନା ଅନ୍ତର୍ଗତ ବିରିଡିହ ଗାଁରେ ଅଭାବନୀୟ ଘଟଣା ଘଟିଛି। ରୋଷେଇ କଲା ବେଳେ ଫାଟିଲା ଗ୍ୟାସ ଟାଙ୍କି । ଘଟଣାସ୍ଥଳରେ ସ୍ତ୍ରୀର ମୃତ୍ୟୁ ଘଟିଥିବା ବେଳେ ସ୍ୱାମୀ ଗୁରୁତର ହୋଇଛନ୍ତି । ସ୍ତ୍ରୀଙ୍କୁ ଉଦ୍ଧାର କରିବାକୁ ଯାଇ ଗୁରୁତର ହୋଇଛନ୍ତି ସ୍ୱାମୀ । ସ୍ବାମୀଙ୍କୁ ଗୁରୁତର ଅବସ୍ଥାରେ  ଉଦ୍ଧାର କରାଯାଇ ସ୍ଥାନୀୟ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ତେବେ କେମିତି ଗ୍ୟାସ୍ ଟାଙ୍କି ଫାଟିଲା ତାହା ଅସ୍ପଷ୍ଟ ରହିଛି । ଏହି ଘଟଣା ପରେ ବିରିଡିହ ଗାଁରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି।

ଆହୁରି ପଢ଼ନ୍ତୁ: ଘରେ ଶୋଇଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ଜୀବନ୍ତ ଦଗ୍ଧ ହୋଇଗଲେ ଯୁବକ

31 Aug 2021 By The Sakala

ରୋଷେଇ କଲା ବେଳେ ଫାଟିଲା ଗ୍ୟାସ ଟାଙ୍କି: ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର

ନୟାଗଡ଼: ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ଥାନା ଅନ୍ତର୍ଗତ ବିରିଡିହ ଗାଁରେ ଅଭାବନୀୟ ଘଟଣା ଘଟିଛି। ରୋଷେଇ କଲା ବେଳେ ଫାଟିଲା ଗ୍ୟାସ ଟାଙ୍କି । ଘଟଣାସ୍ଥଳରେ ସ୍ତ୍ରୀର ମୃତ୍ୟୁ ଘଟିଥିବା ବେଳେ ସ୍ୱାମୀ ଗୁରୁତର ହୋଇଛନ୍ତି । ସ୍ତ୍ରୀଙ୍କୁ ଉଦ୍ଧାର କରିବାକୁ ଯାଇ ଗୁରୁତର ହୋଇଛନ୍ତି ସ୍ୱାମୀ । ସ୍ବାମୀଙ୍କୁ ଗୁରୁତର ଅବସ୍ଥାରେ  ଉଦ୍ଧାର କରାଯାଇ ସ୍ଥାନୀୟ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ତେବେ କେମିତି ଗ୍ୟାସ୍ ଟାଙ୍କି ଫାଟିଲା ତାହା ଅସ୍ପଷ୍ଟ ରହିଛି । ଏହି ଘଟଣା ପରେ ବିରିଡିହ ଗାଁରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି।

https://www.thesakala.in/latest-odisha-news/nayagarh/gas-cylinder-blast-in-nayagarh/article-5056
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର