କାର୍ – ଟ୍ରକ ମୁହାଁମୁହିଁ ଧକ୍କା, ୩ ମୃତ

The Sakala Picture
Published On

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ପଞ୍ଚୁକୋଟର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । କାର୍‌ ଓ ଟ୍ରକ ମୁହାଁମୁହିଁ ଧକ୍କାରେ ୩ଜଣଙ୍କ ମୃତ୍ୟୁ ଘଟିଠି । ମୃତକମାନେ ଗୁଜୁରାଟ ଗାନ୍ଧୀନଗର ଅଞ୍ଚଳର ବୋଲି ଜଣାପଡିଛି। ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ଏକ କାର୍‌ରେ ୩ଜଣ ବ୍ୟକ୍ତି ଭୁବନେଶ୍ୱରରୁ ନୟାଗଡ଼ ଯାଉଥିଲେ। ଏହି ସମୟରେ ପଞ୍ଚୁକୋଟ ଢାବା ନିକଟରେ ବୀପରିତ ଦିଗରୁ ଆସୁଥିବାର ଟ୍ରକ୍ ସହ କାର୍‌ର ମୁହାଁମୁହିଁ ଧକ୍କା ହୋଇଥିଲା। କାରରେ ଥିବା ୩ଜଣଙ୍କର […]

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ପଞ୍ଚୁକୋଟର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । କାର୍‌ ଓ ଟ୍ରକ ମୁହାଁମୁହିଁ ଧକ୍କାରେ ୩ଜଣଙ୍କ ମୃତ୍ୟୁ ଘଟିଠି । ମୃତକମାନେ ଗୁଜୁରାଟ ଗାନ୍ଧୀନଗର ଅଞ୍ଚଳର ବୋଲି ଜଣାପଡିଛି।

ଆହୁରି ପଢ଼ନ୍ତୁ: ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍, ୨୦ରୁ ଉର୍ଦ୍ଧ୍ୱ ଆହତ

ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ଏକ କାର୍‌ରେ ୩ଜଣ ବ୍ୟକ୍ତି ଭୁବନେଶ୍ୱରରୁ ନୟାଗଡ଼ ଯାଉଥିଲେ। ଏହି ସମୟରେ ପଞ୍ଚୁକୋଟ ଢାବା ନିକଟରେ ବୀପରିତ ଦିଗରୁ ଆସୁଥିବାର ଟ୍ରକ୍ ସହ କାର୍‌ର ମୁହାଁମୁହିଁ ଧକ୍କା ହୋଇଥିଲା। କାରରେ ଥିବା ୩ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଖବର ପାଇ ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି କାର୍‌ର କାଚ ଭାଙ୍ଗି ସେମାନଙ୍କ ମୃତଦେହ ଉଦ୍ଧାର କରି ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲା। ପୁଲିସ ଦୁର୍ଘଟଣା ଗସ୍ତ ଟ୍ରକ୍‌କୁ ଜବତ କରିବା ସହ ଘଟଣାର ତଦନ୍ତ କରୁଛି।

02 Nov 2022 By The Sakala

କାର୍ – ଟ୍ରକ ମୁହାଁମୁହିଁ ଧକ୍କା, ୩ ମୃତ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ପଞ୍ଚୁକୋଟର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । କାର୍‌ ଓ ଟ୍ରକ ମୁହାଁମୁହିଁ ଧକ୍କାରେ ୩ଜଣଙ୍କ ମୃତ୍ୟୁ ଘଟିଠି । ମୃତକମାନେ ଗୁଜୁରାଟ ଗାନ୍ଧୀନଗର ଅଞ୍ଚଳର ବୋଲି ଜଣାପଡିଛି।

ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ଏକ କାର୍‌ରେ ୩ଜଣ ବ୍ୟକ୍ତି ଭୁବନେଶ୍ୱରରୁ ନୟାଗଡ଼ ଯାଉଥିଲେ। ଏହି ସମୟରେ ପଞ୍ଚୁକୋଟ ଢାବା ନିକଟରେ ବୀପରିତ ଦିଗରୁ ଆସୁଥିବାର ଟ୍ରକ୍ ସହ କାର୍‌ର ମୁହାଁମୁହିଁ ଧକ୍କା ହୋଇଥିଲା। କାରରେ ଥିବା ୩ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଖବର ପାଇ ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି କାର୍‌ର କାଚ ଭାଙ୍ଗି ସେମାନଙ୍କ ମୃତଦେହ ଉଦ୍ଧାର କରି ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲା। ପୁଲିସ ଦୁର୍ଘଟଣା ଗସ୍ତ ଟ୍ରକ୍‌କୁ ଜବତ କରିବା ସହ ଘଟଣାର ତଦନ୍ତ କରୁଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର