ମନୋରଞ୍ଜନ

ହୃଦଘାତରେ ଆଖି ବୁଜିଲେ ବଲିଉଡର 'କ୍ରାନ୍ତିବୀର' ବର୍ଷୀୟାନ ଅଭିନେତା ନାନା ପାଟେକର
ଚେକ୍ ବାଉନ୍ସ ମାମଲା: ସୁପ୍ରିମକୋର୍ଟରେ ହାଜର ହେଲେ ରାଜପାଲ ଯାଦବ, ୧.୧୫ କୋଟି ଟଙ୍କା ଜମା କରିବାକୁ ନିର୍ଦ୍ଦେଶ
ଇଣ୍ଡୋନେସିଆରେ ବଲିଉଡ୍ ଅଭିନେତ୍ରୀ ନୁସରତ ଭରୁଚାଙ୍କ ବଡ଼ ଦୁର୍ଘଟଣା: ମେରୁଦଣ୍ଡରେ ଫ୍ରାକ୍ଚର, ଏୟାର ଆମ୍ବୁଲାନ୍ସରେ ଫେରିବେ ଭାରତ
ଏଆଇ କମ୍ପାନୀ ବିରୋଧରେ କୋର୍ଟରେ ପହଞ୍ଚିଲେ ଉର୍ବଶୀ ରୌତେଲା, ମାଗିଲେ ୭୦୦୦ କୋଟି ଟଙ୍କାର କ୍ଷତିପୂରଣ
ବଲିଉଡ୍ ଅଭିନେତା ମୁସ୍ତାକ ଖାନଙ୍କ ପରଲୋକ, ୫୭ ବର୍ଷ ବୟସରେ କ୍ୟାନ୍‌ସରରେ ଆଖି ବୁଜିଲେ ଅଭିନେତା
ଶ୍ରେଷ୍ଠ ଅଭିନେତ୍ରୀ ଭାବେ ଜାତୀୟ ପୁରସ୍କାର ପାଇଲେ ୟାମି ଗୌତମ; କହିଲେ, ‘ଏବେ ବି ନିଜକୁ ନୂଆ କଳାକାର ଭଳି ଲାଗୁଛି’

ଜୀବନଚର୍ଯ୍ୟା

କ'ଣ ଜୁମ୍ବା ପ୍ରକୃତରେ ଏକ ଫୁଲ୍-ବଡି ୱାର୍କଆଉଟ୍ ହୋଇପାରେ? ଜାଣନ୍ତୁ ଫିଟନେସ୍ ବିଶେଷଜ୍ଞଙ୍କ ମତ
ଦିନ ତମାମ ପରିଶ୍ରମ ପରେ ଶାନ୍ତିରେ ଶୋଇବା ପାଇଁ ଅସୁବିଧା ହେଉଛି କି? ଶୋଇବା ପୂର୍ବରୁ କରନ୍ତୁ ଏହି ସହଜ ଯୋଗାସନ
କେଶ ଝଡ଼ିବା ସମସ୍ୟାରୁ ମୁକ୍ତି ଦେବ ପିଆଜ ଚୋପା, ଜାଣନ୍ତୁ କଳା ଏବଂ ଘନ କେଶ ପାଇଁ ଏହାର ବ୍ୟବହାର
ଲିଭର ପାଇଁ ବରଦାନ ସାଜିବ କଫି: ୧୩ ବର୍ଷର ରିସର୍ଚ୍ଚରୁ ମିଳିଲା ବଡ଼ ଖୁସି ଖବର
ମଦ୍ୟପାନକୁ 'ନା' କହୁଛି ଆଜିର ଯୁବପିଢ଼ି: ସ୍ୱାସ୍ଥ୍ୟ ଓ ମାନସିକ ଶାନ୍ତି ପାଇଁ ବଦଳୁଛି ଜୀବନଶୈଳୀ
ଗର୍ଭାବସ୍ଥାର ତୃତୀୟ ତ୍ରୈମାସିକରେ ନିଦ୍ରାହୀନତା ସମସ୍ୟା ଦେଖାଦେଉଛି କି? ଜାଣନ୍ତୁ ବିଶେଷଜ୍ଞ ଡାକ୍ତର ସୁଶ୍ରୁତା ମୋକଦମ୍‌ଙ୍କ ପରାମର୍ଶ

ନୟାଗଡ଼

ନୟାଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟି ହେଲା ବସ୍, ଜଣେ ମୃତ ଓ ୨୫ ଆହତ

ନୟାଗଡ଼: ଗଛରେ ପିଟି ହେଲା ବସ୍, ଜଣେ ମୃତ ଓ ୨୫ ଆହତ । ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ଅନ୍ତର୍ଗତ ବାଉଁଶିଆପଡ଼ା ନିକଟରେ ଏକ ଘରୋଇ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭୁବନେଶ୍ୱରରୁ ନୟାଗଡ଼ ଯାଉଥିବା ଏହି ବସ୍‌ଟି ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଏକ ଗଛରେ ପିଟି ହେବା ଫଳରେ ଜଣଙ୍କର ମୃତ୍ୟୁ...
ଓଡ଼ିଶା  ନୟାଗଡ଼ 

ପୁଲିସରେ ଅଭିଯୋଗ କଲେ ବୋଲି ଦିବ୍ୟାଙ୍ଗ ଦୁଷ୍କର୍ମ ପୀଡ଼ିତାଙ୍କୁ କଙ୍ଗାରୁ କୋର୍ଟରେ ବାସନ୍ଦ

ନୂଆଗାଁ/ଓଡ଼ଗାଁ: ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ଅଞ୍ଚଳରେ ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ବନ୍ଧୁକ ଦେଖାଇ ବାରମ୍ୱାର ଦୁଷ୍କର୍ମ, ଗର୍ଭବତୀ ହେବା ପରେ ଗର୍ଭପାତ କରାଇବା ଏବଂ ପରବର୍ତ୍ତୀ ସମୟରେ କଙ୍ଗାରୁ କୋର୍ଟ ମାଧ୍ୟମରେ ପୀଡ଼ିତାଙ୍କ ପରିବାରକୁ ଦେଢ଼ ଲକ୍ଷ ଟଙ୍କା ଜରିମାନା ସହ ଗାଁରୁ ବାସନ୍ଦ କରାଯାଇଥିବା ଅଭିଯୋଗରେ ପୁଲିସ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି।...
ଓଡ଼ିଶା  ନୟାଗଡ଼ 

ସତ୍ୟ ଖବର ପ୍ରକାଶ କରିବାରୁ ସାମ୍ବାଦିକଙ୍କ ନାମରେ ମିଥ୍ୟା ମାମଲା, ଦୈନିକ ସକାଳ ଖବର କାଗଜ ପୋଡ଼ି

ନୟାଗଡ: ସତ୍ୟ ଖବର ପ୍ରକାଶ କରିବାରୁ ନୟାଗଡ଼ରେ ଦୈନିକ 'ସକାଳ' ଖବର କାଗଜ ପୋଡ଼ି। ନୟାଗଡ଼ ସଦର ମହକୁମାରେ ଗଣମାଧ୍ୟମର କଣ୍ଠରୋଧ କରିବାକୁ କରାଯାଇଛି ହୀନ ଉଦ୍ୟମ । ସାଇବର ମାଫିଆଙ୍କ ସହ ସଂଶ୍ଲିଷ୍ଟ କେତେକ ନିର୍ଦ୍ଦିଷ୍ଟ ଗୋଷ୍ଠୀର ଲୋକେ 'ସକାଳ' ଖବରକାଗଜ ପୋଡ଼ିବା ସହ ମିଛ ଅପପ୍ରଚାର କରିବାକୁ ଉଦ୍ୟମ କରିଥିବା ଦେଖିବାକୁ ମିଳିଛି।...
ଓଡ଼ିଶା  ବଡ ଖବର  ନୟାଗଡ଼ 

ଭୁଲ କାହାର ଦଣ୍ଡ ପାଇଲା କିଏ; ମିଛ ଆରେଷ୍ଟକୁ ନେଇ ବଦନାମ ମୁଣ୍ଡାଇଲା ନୟାଗଡ଼ ପୋଲିସ

ନୟାଗଡ: ଭୁଲ କାହାର ଦଣ୍ଡ ପାଇଲା କିଏ । ମିଛ ଆରେଷ୍ଟ କୁ ନେଇ ବଦନାମ ମୁଣ୍ଡାଇଲା ନୟାଗଡ଼ ପୋଲିସ । ନୟାଗଡ଼ ପୋଲିସର  ଏଭଳି ଅଜବ ନୀତି ଦେଖିବା ପାଇଁ ମିଳିଛି । ଭଣଜା ଅଭିଯୁକ୍ତ, ମାମୁ ପାଉଛି ଦଣ୍ଡ । ଓଡ଼ଗାଁ ଅଜିତ ସାହୁ ହତ୍ୟାକାଣ୍ଡରେ ଯେଉଁ ବ୍ୟକ୍ତି ଅଭିଯୁକ୍ତ ନୂହନ୍ତି କିନ୍ତୁ...
ଓଡ଼ିଶା  ନୟାଗଡ଼ 

ନୟାଗଡ଼ ଓଡଗାଁରେ ବର୍ବର ହତ୍ୟାକାଣ୍ଡ; ଚୋରା ମାଙ୍କଡ଼ା ପଥର ଖଣିକୁ ବିରୋଧ କରିବାରୁ ଯୁବକଙ୍କୁ ହାଣିଦେଲେ ଖଣି ମାଫିଆ

ନୟାଗଡ: ବାଲିଅନ୍ତା ପରେ ନୟାଗଡ ଓଡଗାଁରେ ବର୍ବର ହତ୍ୟାକାଣ୍ଡ । ଚୋରା ମାଙ୍କଡ଼ା ପଥର ବୋଝେଇ ଗାଡିକୁ ଅଟକାଇବାରୁ ଅତି ଅମାନୁଷିକ ଭାବେ ଯୁବକଙ୍କ ହାତ ଗୋଡ଼ ହାଣି ହତ୍ୟା କଲେ ଖଣି ମାଫିଆ। ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା କଦଳୀବନ୍ଧରେ ଘଟିଛି ଏଭଳି ଅମାନୁଷିକ କାଣ୍ଡ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆରମ୍ଭ କରିଛି...
ଓଡ଼ିଶା  ବଡ ଖବର  ନୟାଗଡ଼ 

ମହୁ ସଂଗ୍ରହ କରିବାକୁ ଯାଇ ପଥର ଖୋଲରେ ଫସିଗଲା ନାବାଳକଙ୍କ ମୁଣ୍ଡ, ଉଦ୍ଧାର କଲା ଅଗ୍ନିଶମ ବିଭାଗ

ନୟାଗଡ଼: ମହୁ ପାଇଁ ଫସିଲା ମୁଣ୍ଡ । ମହୁ ସଂଗ୍ରହ କରିବାକୁ ଯାଇ ପଥର ଖୋଲରେ ଫସିଗଲା ନାବାଳକଙ୍କ ମୁଣ୍ଡ । ଉଦ୍ଧାର କଲା ଅଗ୍ନିଶମ ବିଭାଗ । ନାବାଳକ ଜଣକ ନୟାଗଡ଼ ଓଡ଼ଗାଁ ରାଣୀପଡ଼ାର ଶିବ ପ୍ରଧାନ ବୋଲି ଜଣାପଡିଛି । ମହୁ ଆଣିବାକୁ ଯାଇ ପଥର ଖୋଲ ଭିତରେ ସକାଳ ୭ଟାରୁ ଫସି...
ଓଡ଼ିଶା  ବଡ ଖବର  ନୟାଗଡ଼ 

ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍, ୨୦ରୁ ଉର୍ଦ୍ଧ୍ୱ ଆହତ

ନୟାଗଡ: ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ବସରେ ଥିବା ୫୦ଜଣ ଯାତ୍ରୀଙ୍କ ମଧ୍ୟରୁ ୨୦ ଜଣ ଆହତ ହୋଇଥିବା ସୂଚନା ମିଳିଛି । ନୟାଗଡ ଖଣ୍ଡପଡା ରାସ୍ତାର ଖେଡପଡା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଆହତଙ୍କୁ ନିକଟସ୍ଥ ମେଡିକାଲରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଛି ।  ସୂଚନା ଅନୁସାରେ, ସବୁଦିନ...
ଓଡ଼ିଶା  ନୟାଗଡ଼ 

ନୟାଗଡ଼ ଖଣ୍ଡପଡ଼ା ଏସ୍‌ଡିପିଓଙ୍କ ନାଁରେ ସାଂଘାତିକ ଅଭିଯୋଗ: ମାମଲା ରଫାଦଫା ପାଇଁ ମହିଳାଙ୍କୁ ଅଶ୍ଳୀଳ ବାର୍ତ୍ତା ଓ ଧମକ

ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ଖଣ୍ଡପଡ଼ା ଏସ୍‌ଡିପିଓ ମଦନ ମୋହନ ପ୍ରଧାନଙ୍କ ବିରୋଧରେ ଏକ ସାଂଘାତିକ ଅଭିଯୋଗ ଆସିଛି। ଫତେଗଡ଼ ଥାନା ଅଞ୍ଚଳର ଜଣେ ମହିଳା ତାଙ୍କ ବିରୋଧରେ ଥାନା ମାମଲା ରଫାଦଫା କରିବା ବାହାନାରେ ହ୍ଵାଟ୍ସଆପ୍‌ରେ ଅଶ୍ଳୀଳ ବାର୍ତ୍ତା ପଠାଇବା ଏବଂ ଅସଦାଚରଣ କରିବା ନେଇ ଅଭିଯୋଗ ଆଣିଛନ୍ତି। ଏ ନେଇ ପୀଡ଼ିତା ସିଧାସଳଖ ପୋଲିସ...
ଓଡ଼ିଶା  ନୟାଗଡ଼ 

ବେଆଇନ ବାଣ ତିଆରି ବେଳେ ବିସ୍ଫୋରଣ, ୬ ଗୁରୁତର ଆହତ

ନୟାଗଡ: ବାଣ ତିଆରି ବେଳେ ହେଲା ଭୟଙ୍କର ବିସ୍ଫୋରଣ । ବିସ୍ଫୋରଣରେ ୬ ଜଣ ଗୁରୁତର ଆହତ । ସୂଚନା ଅନୁଯାଇ ନୂଆଗାଁ ଥାନା କୋରଡ଼ା ପଂଚାୟତ ଖଜୁରୀ ସାହିର ୬ ଜଣ ବ୍ୟକ୍ତି ଅନେକ ଦିନ ହେବ ବେଆଇନ ଭାବେ ବାଣ ତିଆରି କାମ କରୁଥିଲେ । ହେଲେ କୌଣସି କାରଣରୁ ଆଜି ପୂର୍ବାହ୍ନ...
ଓଡ଼ିଶା  ନୟାଗଡ଼ 

ନୟାଗଡ଼ ଜିଲ୍ଲାରେ “ଏର୍ଥ ଆୱର” ପାଳନ ପାଇଁ ଅଭିଯାନ

ନୟାଗଡ଼: ପରିବେଶ ସୁରକ୍ଷା ଓ ବିଦ୍ୟୁତ ସଞ୍ଚୟ ପ୍ରତି ସଚେତନତା ବୃଦ୍ଧି ପାଇଁ ନୟାଗଡ଼ ଜିଲ୍ଲାରେ “ଏର୍ଥ ଆୱର” ପାଳନକୁ ନେଇ ବ୍ୟାପକ ଅଭିଯାନ ଆରମ୍ଭ କରିଛି “ସେଣ୍ଟର ଫର୍ ଯୁଥ ଏଣ୍ଡ ସୋସିଆଲ୍ ୱେଲଫେୟାର (CYSW)”। ଆଜି ସନ୍ଧ୍ୟା ୮.୩୦ରୁ ୯.୩୦ ପର୍ଯ୍ୟନ୍ତ ସମସ୍ତଙ୍କୁ ଅନାବଶ୍ୟକ ବିଦ୍ୟୁତ ବ୍ୟବହାର ବନ୍ଦ କରିବାକୁ ସଂଗଠନ ପକ୍ଷରୁ...
ଓଡ଼ିଶା  ନୟାଗଡ଼ 

ତ୍ରିକୋଣୀୟ ପ୍ରେମର କରୁଣ ପରିଣତି; ସ୍ୱାମୀଙ୍କୁ ବେଲ୍ଟରେ ତଣ୍ଟି ଚିପି ହତ୍ୟା କଲା ସ୍ତ୍ରୀ !

ନୟାଗଡ଼: ନୟାଗଡ଼ ଜିଲ୍ଲାରେ ଏକ ଅଭାବନୀୟ ତଥା ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ତ୍ରିକୋଣୀୟ ପ୍ରେମ ଏବଂ ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ଖଣ୍ଡପଡ଼ା ଥାନା ଅନ୍ତର୍ଗତ ପୁଆଣିଆଁ ଗାଁରେ। ସେଠାରେ ଜଣେ ସ୍ତ୍ରୀ ନିଜ ସ୍ୱାମୀଙ୍କୁ ନିର୍ମମ ଭାବେ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ଜଣକ ହେଲେ ଉକ୍ତ ଗାଁର...
ଓଡ଼ିଶା  ନୟାଗଡ଼ 

ବାଇକ୍‌କୁ ରକ୍ଷା କରିବାକୁ ଯାଇ ଦୁଇ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ଜଣଙ୍କ ମୃତ୍ୟୁ

ଗଣିଆ/ଦଶପଲ୍ଲା : ଏକ ବାଇକ୍‌କୁ ରକ୍ଷା କରିବା ପାଇଁ ଦୁଇ ଜଣ ଟ୍ରକ୍‌ ଚାଳକ ମୁହାଁମୁହିଁ ହୋଇଛନ୍ତି। ଟ୍ରକ୍‌ ଦୁଇଟି ଧକ୍କା ହେବାରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଗୁରୁତର ଅଛନ୍ତି। ମିଳିଥିବା ସୂଚନା ଅନୁସାରେ ଆଜି ସଂଧ୍ୟା ପ୍ରାୟ ୬ଟା ସମୟରେ ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ନୟାଗଡ଼ ଜିଲ୍ଲା ଦଶପଲ୍ଲା ଟାକରା ନିକଟରେ ଏହି ଦୁର୍ଘଟଣା ଘଟିଛି। ଏକ ବାଇକ୍‌କୁ ରକ୍ଷା କରିବାକୁ ଯାଇ ଦୁଇ ମାଲ୍ ବୋଝେଇ ଟ୍ରକ୍ […]
ଓଡ଼ିଶା  ନୟାଗଡ଼