ସ୍ମାର୍ଟ ସ୍ୱାସ୍ଥ୍ୟ ସେବାରେ ସାମିଲ ହେଲା ନୟାଗଡ଼, ବିଏସ୍‌କେଓ୍ୱାଇ ସ୍ମାର୍ଟକାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ନୟାଗଡ଼: ନୟାଗଡ଼ରେ ଲେଖାହେଲା ବିକାଶର ନୂଆ କାହାଣୀ । ବିଏସ୍‌କେଓ୍ୱାଇ ସ୍ମାର୍ଟକାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ମାର୍ଟକାର୍ଡ ଦ୍ୱାରା ଜିଲ୍ଲାର ୭ଲକ୍ଷରୁ ଅଧିକ ହିତାଧିକାରୀ ଉପକୃତ ହେବେ । ଏହା ସହ ଜିଲ୍ଲାବାସୀଙ୍କ ପାଇଁ ବିକାଶର ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଜିଲ୍ଲାରେ ହଜାରେ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ୮୫କୋଟି ୩୫ଲକ୍ଷ ଟଙ୍କାରେ ୧୫୧ଟି ପ୍ରକଳ୍ପର ଉଦଘାଟନ କରିବେ ନବୀନ […]

ନୟାଗଡ଼: ନୟାଗଡ଼ରେ ଲେଖାହେଲା ବିକାଶର ନୂଆ କାହାଣୀ । ବିଏସ୍‌କେଓ୍ୱାଇ ସ୍ମାର୍ଟକାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ମାର୍ଟକାର୍ଡ ଦ୍ୱାରା ଜିଲ୍ଲାର ୭ଲକ୍ଷରୁ ଅଧିକ ହିତାଧିକାରୀ ଉପକୃତ ହେବେ । ଏହା ସହ ଜିଲ୍ଲାବାସୀଙ୍କ ପାଇଁ ବିକାଶର ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ଆମେରିକା ଆକ୍ରମଣରେ ଇରାନର ‘IRIS Dena’ ଧ୍ୱଂସ: ଶ୍ରୀଲଙ୍କା ନିକଟରେ ଅନ୍ୟ ଏକ ଇରାନୀ ଜାହାଜର ଜରୁରୀ ସହାୟତା ଲୋଡ଼ା

ଜିଲ୍ଲାରେ ହଜାରେ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ୮୫କୋଟି ୩୫ଲକ୍ଷ ଟଙ୍କାରେ ୧୫୧ଟି ପ୍ରକଳ୍ପର ଉଦଘାଟନ କରିବେ ନବୀନ । ଏହା ସହିତ ୯୦୯ କୋଟି ୧୮ଲକ୍ଷ ଟଙ୍କାରେ ୧୦୮ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି । କାର୍ୟ୍ୟକ୍ରମରେ କୃଷି ମନ୍ତ୍ରୀ ଅରୁଣ କୁମାର ସାହୁଙ୍କ ସହ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ଉପସ୍ଥିତ ଥିଲେ ।

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ

ସେହିଭଳି ବିଏସ୍‌କେଓ୍ୱାଇରେ ଯୋଡ଼ିହେବ ଜଗତସିଂହପୁର ଜିଲ୍ଲା । ଜିଲ୍ଲାରେ ବିଏସ୍‌କେଓ୍ୱାଇ ସ୍ମାର୍ଟକାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ଣ ୫ଟାରେ ଭର୍ଚୁଆଲରେ ଜିଲ୍ଲାବାସୀଙ୍କୁ ସ୍ୱାସ୍ଥ୍ୟ ବିପ୍ଳବରେ ସାମିଲ କରିବେ ମୁଖ୍ୟମନ୍ତ୍ରୀ । ସ୍ମାର୍ଟକାର୍ଡ ଦ୍ୱାରା ଜିଲ୍ଲାରେ ୨ ଲକ୍ଷ ୩୮ ହଜାର ୬୧୪ ପରିବାରର ୮ ଲକ୍ଷ ୭୭ ହଜାର ୬୦ଜଣ ହିତାଧିକାରୀ ଉପକୃତ ହେବେ । ଏହା ଛାଡ଼ି ଜିଲ୍ଲାର ବିକାଶ ପାଇଁ ଖୋଲିବ ଅନୁଦାନ ପେଡ଼ି । ୨୧୪ଟି ପ୍ରକଳ୍ପର ଶିଳାନ୍ୟାସ ସହ ୧୪୮ ଟି ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ଏଥିପାଇଁ ବ୍ୟାପକ ପ୍ରସ୍ତୁତି କରିଛି ଜିଲ୍ଲା ପ୍ରଶାସନ ।

ଆହୁରି ପଢ଼ନ୍ତୁ: ଅର୍ଜୁନ ତେନ୍ଦୁଲକର ଓ ସାନିଆ ଚାନ୍ଦୋକଙ୍କ ବିବାହ ସମ୍ପନ୍ନ: ମୁମ୍ବାଇରେ ଏକାଠି ହେଲେ କ୍ରିକେଟ ଓ ବଲିଉଡ ତାରକା

14 Dec 2021 By The Sakala

ସ୍ମାର୍ଟ ସ୍ୱାସ୍ଥ୍ୟ ସେବାରେ ସାମିଲ ହେଲା ନୟାଗଡ଼, ବିଏସ୍‌କେଓ୍ୱାଇ ସ୍ମାର୍ଟକାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ନୟାଗଡ଼: ନୟାଗଡ଼ରେ ଲେଖାହେଲା ବିକାଶର ନୂଆ କାହାଣୀ । ବିଏସ୍‌କେଓ୍ୱାଇ ସ୍ମାର୍ଟକାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ମାର୍ଟକାର୍ଡ ଦ୍ୱାରା ଜିଲ୍ଲାର ୭ଲକ୍ଷରୁ ଅଧିକ ହିତାଧିକାରୀ ଉପକୃତ ହେବେ । ଏହା ସହ ଜିଲ୍ଲାବାସୀଙ୍କ ପାଇଁ ବିକାଶର ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଜିଲ୍ଲାରେ ହଜାରେ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ୮୫କୋଟି ୩୫ଲକ୍ଷ ଟଙ୍କାରେ ୧୫୧ଟି ପ୍ରକଳ୍ପର ଉଦଘାଟନ କରିବେ ନବୀନ । ଏହା ସହିତ ୯୦୯ କୋଟି ୧୮ଲକ୍ଷ ଟଙ୍କାରେ ୧୦୮ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି । କାର୍ୟ୍ୟକ୍ରମରେ କୃଷି ମନ୍ତ୍ରୀ ଅରୁଣ କୁମାର ସାହୁଙ୍କ ସହ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ଉପସ୍ଥିତ ଥିଲେ ।

ସେହିଭଳି ବିଏସ୍‌କେଓ୍ୱାଇରେ ଯୋଡ଼ିହେବ ଜଗତସିଂହପୁର ଜିଲ୍ଲା । ଜିଲ୍ଲାରେ ବିଏସ୍‌କେଓ୍ୱାଇ ସ୍ମାର୍ଟକାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ଣ ୫ଟାରେ ଭର୍ଚୁଆଲରେ ଜିଲ୍ଲାବାସୀଙ୍କୁ ସ୍ୱାସ୍ଥ୍ୟ ବିପ୍ଳବରେ ସାମିଲ କରିବେ ମୁଖ୍ୟମନ୍ତ୍ରୀ । ସ୍ମାର୍ଟକାର୍ଡ ଦ୍ୱାରା ଜିଲ୍ଲାରେ ୨ ଲକ୍ଷ ୩୮ ହଜାର ୬୧୪ ପରିବାରର ୮ ଲକ୍ଷ ୭୭ ହଜାର ୬୦ଜଣ ହିତାଧିକାରୀ ଉପକୃତ ହେବେ । ଏହା ଛାଡ଼ି ଜିଲ୍ଲାର ବିକାଶ ପାଇଁ ଖୋଲିବ ଅନୁଦାନ ପେଡ଼ି । ୨୧୪ଟି ପ୍ରକଳ୍ପର ଶିଳାନ୍ୟାସ ସହ ୧୪୮ ଟି ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ଏଥିପାଇଁ ବ୍ୟାପକ ପ୍ରସ୍ତୁତି କରିଛି ଜିଲ୍ଲା ପ୍ରଶାସନ ।

https://www.thesakala.in/latest-odisha-news/nayagarh/cm-naveen-patnaik-distribute-biju-smart-health-card-in-nayagarh/article-7590
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର