ରାଜ୍ଯରେ ଆଗାମୀ ୨ ଦିନ ଯାଏ ବଜ୍ରପାତ ସହ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

The Sakala Picture
Published On

ଭୁବନେଶ୍ୱର: ରାଜ୍ଯରେ ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତି ମିଆଁମାର ଉପକୂଳରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ବାୟୁମଣ୍ଡଳରେ ସମୁଦ୍ର ପତନ ଠାରୁ ୪.୫ ରୁ ୫.୮ କିମି ଉଚ୍ଚରେ ସକ୍ରିୟ ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ୨୪ ତାରିଖରେ କନ୍ଧମାଳ, କଳାହଣ୍ଡି, ନୟାଗଡ଼, ଅନୁଗୁଳ ଜିଲ୍ଲାକୁ […]

ଭୁବନେଶ୍ୱର: ରାଜ୍ଯରେ ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତି ମିଆଁମାର ଉପକୂଳରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ବାୟୁମଣ୍ଡଳରେ ସମୁଦ୍ର ପତନ ଠାରୁ ୪.୫ ରୁ ୫.୮ କିମି ଉଚ୍ଚରେ ସକ୍ରିୟ ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ୨୪ ତାରିଖରେ କନ୍ଧମାଳ, କଳାହଣ୍ଡି, ନୟାଗଡ଼, ଅନୁଗୁଳ ଜିଲ୍ଲାକୁ ବଜ୍ରପାତ ହେବାର ସମ୍ଭାବନା ରହିଥିବା ବେଳେ ସୁନ୍ଦରଗଡ଼, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକକୁ ପ୍ରବଳ ବର୍ଷା ହେବାନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ଆମେରିକା ଆକ୍ରମଣରେ ଇରାନର ‘IRIS Dena’ ଧ୍ୱଂସ: ଶ୍ରୀଲଙ୍କା ନିକଟରେ ଅନ୍ୟ ଏକ ଇରାନୀ ଜାହାଜର ଜରୁରୀ ସହାୟତା ଲୋଡ଼ା

ସେହିପରି ଅତିପ୍ରବଳ ବର୍ଷା ନେଇ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ଆଜି ରାଜ୍ୟସଭା ନିର୍ବାଚନ ପାଇଁ ଓଡିଶାରୁ ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ

ଅନ୍ୟପକ୍ଷରେ, ୨୫ ତାରିଖ ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଥିବା ବେଳେ ଅତିପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ୟେଲୋ ୱାର୍ଣ୍ଣିଂ ଜାରି କରାଯାଥିବା ଜିଲ୍ଲାଗୁଡିକ ହେଲା କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା,  ବଲାଙ୍ଗୀର, ସୋନପୁର, ବରଗଡ଼, ବୌଦ୍ଧ, ଅନୁଗୁଳ ଓ କେନ୍ଦୁଝର । ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ୪ ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼  ଓ ସମ୍ବଲପୁର ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତା

23 Aug 2022 By The Sakala

ରାଜ୍ଯରେ ଆଗାମୀ ୨ ଦିନ ଯାଏ ବଜ୍ରପାତ ସହ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ଯରେ ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତି ମିଆଁମାର ଉପକୂଳରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ବାୟୁମଣ୍ଡଳରେ ସମୁଦ୍ର ପତନ ଠାରୁ ୪.୫ ରୁ ୫.୮ କିମି ଉଚ୍ଚରେ ସକ୍ରିୟ ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ୨୪ ତାରିଖରେ କନ୍ଧମାଳ, କଳାହଣ୍ଡି, ନୟାଗଡ଼, ଅନୁଗୁଳ ଜିଲ୍ଲାକୁ ବଜ୍ରପାତ ହେବାର ସମ୍ଭାବନା ରହିଥିବା ବେଳେ ସୁନ୍ଦରଗଡ଼, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକକୁ ପ୍ରବଳ ବର୍ଷା ହେବାନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଅତିପ୍ରବଳ ବର୍ଷା ନେଇ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ଅନ୍ୟପକ୍ଷରେ, ୨୫ ତାରିଖ ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଥିବା ବେଳେ ଅତିପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ୟେଲୋ ୱାର୍ଣ୍ଣିଂ ଜାରି କରାଯାଥିବା ଜିଲ୍ଲାଗୁଡିକ ହେଲା କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା,  ବଲାଙ୍ଗୀର, ସୋନପୁର, ବରଗଡ଼, ବୌଦ୍ଧ, ଅନୁଗୁଳ ଓ କେନ୍ଦୁଝର । ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ୪ ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼  ଓ ସମ୍ବଲପୁର ।

https://www.thesakala.in/latest-odisha-news/nayagarh/heavy-to-very-heavy-rains-with-thundershowers-are-likely-in-the-state-for-the-next-2-days/article-14367
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର