ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୮୨ କୋଭିଡ୍ ପଜିଟିଭ୍ ଚିହ୍ନଟ

The Sakala Picture
Published On

ଭୁବନେଶ୍ଵର : ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୮୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୯୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୦୮ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୪୦୬୯କୁ ବୃଦ୍ଧି ପାଇଛି । […]

ଭୁବନେଶ୍ଵର : ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୮୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୯୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୦୮ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୪୦୬୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୪୦୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୯୦୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୧୯୪୭ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୯୬୯୪୦୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆହୁରି ପଢ଼ନ୍ତୁ: ମହଙ୍ଗା ହେଲା ରୋଷେଇ ଗ୍ୟାସ୍: ଘରୋଇ ସିଲିଣ୍ଡର ପିଛା ବଢିଲା ୬୦ ଟଙ୍କା, କମର୍ସିଆଲ୍ ୧୧୫ଟଙ୍କା ବୃଦ୍ଧି

୨୭ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୧୦୭ ଜଣ, ଖୋର୍ଦ୍ଧାର ୭୧ ଜଣ, ବୌଦ୍ଧରୁ ୩୭ ଜଣ, ନବରଙ୍ଗପୁରରୁ ୨୭ ଜଣ, ସମ୍ବଲପୁରରୁ ୨୬ ଜଣ, ବଲାଙ୍ଗୀରରୁ ୨୪ ଜଣ, ମୟୂରଭଞ୍ଜର ଓ ନୂଆପଡ଼ା ଜିଲ୍ଲାରୁ ୧୭ ଜଣ ଲେଖାଁଏ, କଟକ ଓ କଳାହାଣ୍ଡି ଜିଲ୍ଲାରୁ ୧୬ ଜଣ ଲେଖାଁଏ, ନୟାଗଡ଼ରୁ ୧୧ ଜଣ, ଯାଜପୁର ଓ କେନ୍ଦୁଝର ଜିଲ୍ଲାରୁ ୧୦ ଜଣ ଲେଖାଁଏ, ବାଲେଶ୍ବର ଓ ବରଗଡ଼ ଜିଲ୍ଲାରୁ ୯ ଜଣ ଲେଖାଁଏ, ଝାରସୁଗୁଡ଼ାରୁ ୮ ଜଣ, କନ୍ଧମାଳ ଓ ସୋନପୁର ଜିଲ୍ଲାରୁ ୭ ଜଣ ଲେଖାଁଏ, ଗଜପତି ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ ଜଣ ଲେଖାଁଏ, କୋରାପୁଟ, ପୁରୀ ଓ ରାୟଗଡ଼ା ଜିଲ୍ଲାରୁ ୫ ଜଣ ଲେଖାଁଏ, ଦେବଗଡ଼ରୁ ୪ ଜଣ, ଜଗତସିଂହପୁରରୁ ୨ ଜଣ, ଅନୁଗୁଳରୁ ଜଣେ ଏବଂ ଷ୍ଟେଟ୍‌ ପୁଲ୍‌ରୁ ୧୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିର ରତ୍ନ ଅଳଙ୍କାର ଗଣତି ମଣତିର ଶୁଭ ମୁହୂର୍ତ୍ତକୁ ନେଇ କେଁ; ତିଥି ଓ ବାରକୁ ନେଇ ଆପତ୍ତି ଉଠାଇଲେ ଜ୍ୟୋତିର୍ବିଦ୍‌

18 Aug 2022 By The Sakala

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୮୨ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ଵର : ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୮୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୯୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୦୮ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୪୦୬୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୪୦୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୯୦୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୧୯୪୭ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୯୬୯୪୦୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

୨୭ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୧୦୭ ଜଣ, ଖୋର୍ଦ୍ଧାର ୭୧ ଜଣ, ବୌଦ୍ଧରୁ ୩୭ ଜଣ, ନବରଙ୍ଗପୁରରୁ ୨୭ ଜଣ, ସମ୍ବଲପୁରରୁ ୨୬ ଜଣ, ବଲାଙ୍ଗୀରରୁ ୨୪ ଜଣ, ମୟୂରଭଞ୍ଜର ଓ ନୂଆପଡ଼ା ଜିଲ୍ଲାରୁ ୧୭ ଜଣ ଲେଖାଁଏ, କଟକ ଓ କଳାହାଣ୍ଡି ଜିଲ୍ଲାରୁ ୧୬ ଜଣ ଲେଖାଁଏ, ନୟାଗଡ଼ରୁ ୧୧ ଜଣ, ଯାଜପୁର ଓ କେନ୍ଦୁଝର ଜିଲ୍ଲାରୁ ୧୦ ଜଣ ଲେଖାଁଏ, ବାଲେଶ୍ବର ଓ ବରଗଡ଼ ଜିଲ୍ଲାରୁ ୯ ଜଣ ଲେଖାଁଏ, ଝାରସୁଗୁଡ଼ାରୁ ୮ ଜଣ, କନ୍ଧମାଳ ଓ ସୋନପୁର ଜିଲ୍ଲାରୁ ୭ ଜଣ ଲେଖାଁଏ, ଗଜପତି ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ ଜଣ ଲେଖାଁଏ, କୋରାପୁଟ, ପୁରୀ ଓ ରାୟଗଡ଼ା ଜିଲ୍ଲାରୁ ୫ ଜଣ ଲେଖାଁଏ, ଦେବଗଡ଼ରୁ ୪ ଜଣ, ଜଗତସିଂହପୁରରୁ ୨ ଜଣ, ଅନୁଗୁଳରୁ ଜଣେ ଏବଂ ଷ୍ଟେଟ୍‌ ପୁଲ୍‌ରୁ ୧୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

https://www.thesakala.in/latest-odisha-news/nayagarh/in-the-last-24-hours-482-covid-positive-cases-have-been-detected-in-the-state/article-14222
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର