ଓଡ଼ିଶା ଛାଡ଼ିଲା ଲଘୁଚାପ

The Sakala Picture
Published On

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଛାଡ଼ିଛି। ଏହି ଲଘୁଚାପ ପଶ୍ଚିମ -ଉତ୍ତରପଶ୍ଚିମ ଦିଗରେ ଗତିକରି ଛତିଶଗଡ଼ ହୋଇ ମଧ୍ୟପ୍ରଦେଶ ଉପରେ ରହିଛି। ଓଡ଼ିଶାଠାରୁ ଲଘୁଚାପଟି ଦୂରକୁ ଯିବା ଦ୍ୱାରା ରାଜ୍ୟରେ ବର୍ଷାର ପ୍ରକୋପ ହ୍ରାସ ହୋଇଛି। ଗୁରୁବାର ଏହାର ପରିମାଣ ଆହୁରି ହ୍ରାସ ପାଇବ। ବର୍ଷା କମିବା ଦ୍ୱାରା ଗୁରୁବାର କିଛି ସ୍ଥାନରେ ତାପମାତ୍ରା ବୃଦ୍ଧି ହେବ ଓ ଉପର ଓଳି ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି। ଗୁରୁବାର […]

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଛାଡ଼ିଛି। ଏହି ଲଘୁଚାପ ପଶ୍ଚିମ -ଉତ୍ତରପଶ୍ଚିମ ଦିଗରେ ଗତିକରି ଛତିଶଗଡ଼ ହୋଇ ମଧ୍ୟପ୍ରଦେଶ ଉପରେ ରହିଛି। ଓଡ଼ିଶାଠାରୁ ଲଘୁଚାପଟି ଦୂରକୁ ଯିବା ଦ୍ୱାରା ରାଜ୍ୟରେ ବର୍ଷାର ପ୍ରକୋପ ହ୍ରାସ ହୋଇଛି। ଗୁରୁବାର ଏହାର ପରିମାଣ ଆହୁରି ହ୍ରାସ ପାଇବ। ବର୍ଷା କମିବା ଦ୍ୱାରା ଗୁରୁବାର କିଛି ସ୍ଥାନରେ ତାପମାତ୍ରା ବୃଦ୍ଧି ହେବ ଓ ଉପର ଓଳି ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି। ଗୁରୁବାର ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି। ସେହିପରି ଗତ ୨୪ ଘଣ୍ଟାରେ ବର୍ଷାର ପ୍ରକୋପ ହ୍ରାସ ପାଇଥିବା ବେଳେ ଚାନ୍ଦବାଲିରେ ୩୬ ଓ ଭୁବନେଶ୍ୱରରେ ୨୭ ମିମି ବର୍ଷା ହୋଇଛି।

ଆହୁରି ପଢ଼ନ୍ତୁ: ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍, ୨୦ରୁ ଉର୍ଦ୍ଧ୍ୱ ଆହତ

22 Sep 2022 By The Sakala

ଓଡ଼ିଶା ଛାଡ଼ିଲା ଲଘୁଚାପ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଛାଡ଼ିଛି। ଏହି ଲଘୁଚାପ ପଶ୍ଚିମ -ଉତ୍ତରପଶ୍ଚିମ ଦିଗରେ ଗତିକରି ଛତିଶଗଡ଼ ହୋଇ ମଧ୍ୟପ୍ରଦେଶ ଉପରେ ରହିଛି। ଓଡ଼ିଶାଠାରୁ ଲଘୁଚାପଟି ଦୂରକୁ ଯିବା ଦ୍ୱାରା ରାଜ୍ୟରେ ବର୍ଷାର ପ୍ରକୋପ ହ୍ରାସ ହୋଇଛି। ଗୁରୁବାର ଏହାର ପରିମାଣ ଆହୁରି ହ୍ରାସ ପାଇବ। ବର୍ଷା କମିବା ଦ୍ୱାରା ଗୁରୁବାର କିଛି ସ୍ଥାନରେ ତାପମାତ୍ରା ବୃଦ୍ଧି ହେବ ଓ ଉପର ଓଳି ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି। ଗୁରୁବାର ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି। ସେହିପରି ଗତ ୨୪ ଘଣ୍ଟାରେ ବର୍ଷାର ପ୍ରକୋପ ହ୍ରାସ ପାଇଥିବା ବେଳେ ଚାନ୍ଦବାଲିରେ ୩୬ ଓ ଭୁବନେଶ୍ୱରରେ ୨୭ ମିମି ବର୍ଷା ହୋଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର