ନୟାଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୨ ମୃତ, ୨ ଆହତ

The Sakala Picture
Published On

ନୟାଗଡ଼: ନୟାଗଡ଼ ଜିଲ୍ଲାରେ ପୃଥକ ପୃଥକ ସ୍ଥାନରେ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଚଣାରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ଜଣ ଆହତ ହୋଇଛନ୍ତି। ଗୁରୁତର ଆହତଙ୍କୁ ଉଦ୍ଧାର କରାଯାଇ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରାଯାଇଛି। ଗୋଟିଏ ଦୁର୍ଘଟଣା ଇଟାମାଟି ଥାନା ବଡ଼ପଣ୍ଡୁସରରେ ହୋଇଥିବା ବେଳେ ଅନ୍ୟଟି ନୂଆଗାଁ ଥାନା ଅନ୍ତର୍ଗତ ମହୀପୁର ନିକଟରେ ଘଟିଛି। ଉଭୟ ସ୍ଥାନରେ ବାଇକ ସହ ବାଇକ ଧକ୍କା ହୋଇ ଦୁର୍ଘଟଣା ଘଟିଛି ।

ଆହୁରି ପଢ଼ନ୍ତୁ: ଜଳେଶ୍ୱର ରେଳ ଷ୍ଟେସନ ନିକଟରେ ଅଘଟଣ: ଟ୍ରେନ ଆଗକୁ ଡେଇଁ ଶାଳୀ-ଭିଣୋଇଙ୍କ ଆତ୍ମହତ୍ୟା

02 Jan 2024 By The Sakala

ନୟାଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୨ ମୃତ, ୨ ଆହତ

ନୟାଗଡ଼: ନୟାଗଡ଼ ଜିଲ୍ଲାରେ ପୃଥକ ପୃଥକ ସ୍ଥାନରେ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଚଣାରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ଜଣ ଆହତ ହୋଇଛନ୍ତି। ଗୁରୁତର ଆହତଙ୍କୁ ଉଦ୍ଧାର କରାଯାଇ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରାଯାଇଛି। ଗୋଟିଏ ଦୁର୍ଘଟଣା ଇଟାମାଟି ଥାନା ବଡ଼ପଣ୍ଡୁସରରେ ହୋଇଥିବା ବେଳେ ଅନ୍ୟଟି ନୂଆଗାଁ ଥାନା ଅନ୍ତର୍ଗତ ମହୀପୁର ନିକଟରେ ଘଟିଛି। ଉଭୟ ସ୍ଥାନରେ ବାଇକ ସହ ବାଇକ ଧକ୍କା ହୋଇ ଦୁର୍ଘଟଣା ଘଟିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର