୧୮ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ, ଗୃହକୁ ଅବଗତ କଲେ ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ

The Sakala Picture
Published On

ଭୁବନେଶ୍ୱର: ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ରାଜ୍ୟ ବିଧାନସଭାର ବଜେଟ ଅଧିବେଶନ ଚାଲୁଥିବାରୁ ବୈଠକର ନିଷ୍ପତ୍ତି ସମ୍ପର୍କରେ ସରକାରଙ୍କ ପକ୍ଷରୁ ଗତକାଲି କୌଣସି ସୂଚନା ପ୍ରଦାନ କରାଯାଇ ନଥିଲା। ଗତକାଲିର ବୈଠକରେ ୧୮ଟି  ପ୍ରସ୍ତାବ ଉପରେ ମୋହର ବାଜିଥିଲା। ବିଧାନସଭା ଅଧିବେଶନ ଜାରି ରହିଥିବାରୁ କ୍ୟାବିନେଟ୍ ନିଷ୍ପତ୍ତି ସମ୍ପର୍କରେ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଆଜି ଗୃହକୁ ଅବଗତ କରାଇଛନ୍ତି । ବିଶେଷ ଭାବରେ ରାଜସ୍ୱ, ପଞ୍ଚାୟତିରାଜ, […]

ଭୁବନେଶ୍ୱର: ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ରାଜ୍ୟ ବିଧାନସଭାର ବଜେଟ ଅଧିବେଶନ ଚାଲୁଥିବାରୁ ବୈଠକର ନିଷ୍ପତ୍ତି ସମ୍ପର୍କରେ ସରକାରଙ୍କ ପକ୍ଷରୁ ଗତକାଲି କୌଣସି ସୂଚନା ପ୍ରଦାନ କରାଯାଇ ନଥିଲା। ଗତକାଲିର ବୈଠକରେ ୧୮ଟି  ପ୍ରସ୍ତାବ ଉପରେ ମୋହର ବାଜିଥିଲା। ବିଧାନସଭା ଅଧିବେଶନ ଜାରି ରହିଥିବାରୁ କ୍ୟାବିନେଟ୍ ନିଷ୍ପତ୍ତି ସମ୍ପର୍କରେ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଆଜି ଗୃହକୁ ଅବଗତ କରାଇଛନ୍ତି । ବିଶେଷ ଭାବରେ ରାଜସ୍ୱ, ପଞ୍ଚାୟତିରାଜ, ଗୃହ ଓ ନଗର ଉନ୍ନୟନ, ସମବାୟ ଆଦି ବିଭାଗର ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଘରେ ଶୋଇଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ଜୀବନ୍ତ ଦଗ୍ଧ ହୋଇଗଲେ ଯୁବକ

୧-  ପ୍ରଚଳିତ ଓଡ଼ିଶା ସମବାୟ ସେବା ( ନିଯୁକ୍ତି ଓ ସେବା ସର୍ତ୍ତାବଳୀ ) ନିୟମ ୧୯୭୪ ଅନୁଯାୟୀ ସ୍ତର ୧୨ରେ କୌଣସି ପଦବୀ ନ ଥିବାରୁ ଏକ ନୂତନ ପଦ ଯଥା ବରିଷ୍ଠ  ସହକାରୀ ସମବାୟ ନିବନ୍ଧକ ପଦ ସୃଷ୍ଟି କରାଯିବା ସହିତ ଓଡ଼ିଶା ସମବାୟ ସେବା ( ନିଯୁକ୍ତି ଓ ସେବା ସର୍ତ୍ତାବଳୀ ) ନୟମ ୧୯୭୪ର ସଂଶୋଧନ ପୂର୍ବକ ସଂଶୋଧିତ ଓଡ଼ିଶା ସମବାୟ ସେବା ( ନିଯୁକ୍ତି ଓ ସେବା ସର୍ତ୍ତାବଳୀ ), ୨୦୨୩କୁ ରାଜ୍ୟ କ୍ୟାବିନେଟ ଅନୁମୋଦନ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଫାଇଲିନ ଘରେ ଚାଲିଛି ମଦ ଦୋକାନ: କୃଷ୍ଣପ୍ରସାଦ ତହସିଲଦାରଙ୍କୁ ଘେରିଲେ ମହିଳା ସଂଘ

୨- ସାଧାରଣ ଭବିଷ୍ୟନିଧି ପାଣ୍ଠି ( ଓଡ଼ିଶା) ନିୟମାବଳୀ , ୧୯୩୮ ର ନିୟମରେ ଥିବା ବିଧି ବ୍ୟବସ୍ଥାରେ ପରିବର୍ତ୍ତନ ଅଣାଯାଇ ଜମାରାଶି ବେତନର ଛଅ ପ୍ରତିଶତରୁ କମ ଏବଂ ପ୍ରାପ୍ୟ ପୂର୍ଣ୍ଣ ବେତନ ଠାର ଅଧିକ ହୋଇପାରିବ ନାହିଁ ବୋଲି ନିର୍ଦ୍ଧାରିତ ହେବା ସହିତ କମ ଏବଂ ପ୍ରାପ୍ୟ ପୂର୍ଣ୍ଣ ବେତନଠାରୁ ଅଧିକ ହୋଇପାରିବ ନାହିଁ  ବୋଲି ନିର୍ଦ୍ଧାରିତ ହେବା ସହିତ ସାଧାରଣ ଭବିଷ୍ୟନିଧି ପାଣ୍ଠି ( ଓଡ଼ିଶା) ନିୟମାବଳୀ, ୧୯୩୮ର ସମ୍ପୃକ୍ତ ବିଧି ବ୍ୟବସ୍ଥାରେ ଆବଶ୍ୟକୀୟ ସଂଯୋଜନ ଦ୍ବାରା ଏକ ଆର୍ଥିକ ବର୍ଷର ଜମାରାଶି  ( ବକେୟା ଦେୟ ସହ ) ନିର୍ଦ୍ଧାରିତ ସୀମା ଅର୍ଥାତ ୫ ଲକ୍ଷ ଟଙ୍କାରୁ ଅଧିକ ହେବ ନାହିଁ ବୋଲି ଆଗତ କରାଯାଇଥିବା ସଂଶୋଧନ ରାଜ୍ୟ କ୍ଯାବିନେଟରେ ଅନୁମୋଦନ  ଲାଭ କରିଛି।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଛତା ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ

୩-  କାର୍ଯ୍ଯ କ୍ଷେତ୍ରରେ ସରକାରଙ୍କର ବିଭିନ୍ନ ନୀତି ଓ ଯୋଜନାଗୁଡିକର ବାସ୍ତବ କାର୍ଯ୍ଯକାରିତା ଓ ତତ ସଂକ୍ରାନ୍ତୀୟ ତଦାରଖ ପାଇଁ ଉପଯୁକ୍ତ ଅଧିକାରୀ ନିୟୋଜିତ କରାଯିବର ଲକ୍ଷ୍ୟରେ ସ୍ବଳ୍ପ ସଞ୍ଚୟ କ୍ୟାଡରର ସୀମିତି ପୁନର୍ଗଠନ କରାଯାଇଇଛି। ଏହି କ୍ୟାଡର ପୁନର୍ଗଠନ ପ୍ରକ୍ରିୟା ସମ୍ପାଦନେ କ୍ଯାଡରରେ ଥିବା ମୋଟ ମଞ୍ଜୁରୀ ପ୍ରାପ୍ତ ପଦବୀ ସଂଖ୍ୟାରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ଆଗତ ପ୍ରସ୍ତାବ ରାଜ୍ୟ କ୍ୟାବିନେଟରେ ଅନୁମୋଦନ ଲାଭ କରିଛି।

୪- ୧୩,୪୨୮ ସୁଲଭ ମୂଲ୍ୟ ଦୋକାନ ମାନଙ୍କର ଲାଇସେନ୍ସର ସମୟ ସୀମା ୩୧.୦୩.୨୦୨୩ ତାରିଖ ସମାପ୍ତ ହେଉଅଛି। ନିୟମାନୁଯାୟୀ ଯୋଗ୍ୟ ଡିଲର ମାନଙ୍କର ଲାଇସେନ୍ସ ଗୁଡିକର ପୁନଃ ଏକ ବର୍ଷ ଅର୍ଥାତ ୧.୦୪.୨୦୨୩ ତାରିଖରୁ ୩୧. ୦୩.୨୦୨୪ ତାରିଖ ପର୍ଯ୍ଯନ୍ତ ନବୀକରଣ କରାଯିବ ପ୍ରସ୍ତାବକୁ ରଜ୍ୟ କ୍ୟାବିନେଟ ଅନୁମୋଦନ ପ୍ରଦାନ କରିଛନ୍ତି।

୫- ଶ୍ରୀ ଶ୍ୟାମଭକ୍ତ ମିଶ୍ର, ପରିଚାଳକ ନିର୍ଦ୍ଦେଶକ, ବୟନିକା ଏବଂ ନିର୍ଦ୍ଦେଶକ, ହସ୍ତଶିଳ୍ପ ( ଅତିରିକ୍ତ ଦାୟିତ୍ବ)ଙ୍କୁ ଓଡ଼ିଶା ଲୋକସେବା ଆୟୋଗ ସଦସ୍ୟ ପଦବୀରେ ଦିଆଯାଇଥିବା ନିଯୁକ୍ତିକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ ଦେଇଛନ୍ତି।

୬- ଓଡ଼ିଶା  ମୁଖ୍ୟ  ବିଭାଗୀୟ ଦପ୍ତର  ( ମୁଖ୍ୟ ବିଭାଗୀୟ ଦପ୍ତର କାର୍ଯ୍ଯକାଳ କନିଷ୍ଠ ସହାୟକ, ସହକାରୀ ଉପବିଭାଗ ଅଧିକାରୀ ଏବଂ ଉପବିଭାଗଙ୍କ ନିଯୁକ୍ତି ପଦ୍ଧତି ଓ ସେବା ସର୍ତ୍ତ ) ନିୟମାବଳୀ, ୨୦୧୯ରେ ପ୍ରସ୍ତାବ ସଂଶୋଧନକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛନ୍ତି।

୭- ଚୁକ୍ତିଭିତିକ ନିଯୁକ୍ତି ପାଇଁ ରାଜ୍ୟ ସରକାରଙ୍କ ଆଧିନରେ ସୃଷ୍ଟି ହୋଇଥିବା ପ୍ରମୁଖ ଶାସନ ସଚିବ ପାହ୍ୟାରେ ଅନୁମୋଦିତ ପଦବୀର ଅବଧି ଉକ୍ତ ପଦବୀରେ ନିଯୁକ୍ତ ଅଧିକାରୀଙ୍କ ୬୦ ବର୍ଷ ବୟସରେ ପଦାର୍ପଣ କରିବା କିମ୍ବା ସେ ଉକ୍ତ ପଦବୀ ତ୍ୟାଗ କରିବା କିମ୍ବା ତାଙ୍କର ନିୟୋଜନ ବାତିଲ ହେବା ମଧ୍ଯରୁ ଯେଉଟି ସର୍ବପ୍ରଥମ ସେ ପର୍ଯ୍ଯସ୍ତ ସୀମିତ ରହିବ।

୮- ପୂର୍ବରୁ ପ୍ରଣୟନ କରାଯାଇଥିବା ଓଡିଶା ଆପାର୍ଟମେଣ୍ଟ ମାଲିକାନା ଅଧିନିୟମ, ୧୯୮୨ ଏବଂ ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ନିୟମ ୧୯୯୨ ପରିବର୍ତ୍ତେ ଏକ ନୂତନ ନିୟମ ପ୍ରଣୟନ ପାଇଁ ଆଗତ କରାଯାଇଥିବା ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛନ୍ତି।

୯- ସରକାର ବାସଗୃହ ପ୍ରକଳ୍ପ ପାଇଁ ଲିଜ ସୂତ୍ରରେ ଆବଣ୍ଟିତ ଜମି ଏବଂ ପିପିପି ମୋଡରେ ବିକଶିତ ପ୍ରକଳ୍ପଗୁଡିକ ପାଇଁ ରାଜ୍ୟ ହାଉସିଂ ବୋର୍ଡ ଏବଂ ଉନ୍ନୟନ କର୍ତ୍ତୃପକ୍ଷ ସପକ୍ଷରେ ଲିଜି ଦିଆଯାଇଥିବା ଜମିର ରୂପାନ୍ତରଣ ପାଇଁ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ଦ୍ବାରା ଗ୍ରହଣ କରାଯାଇଥିବା ନୀତିଗୁଡିକୁ ଗ୍ରହଣ କରି ଫ୍ରି ହୋଲ୍ଡ ସ୍ଥିତିକୁ ରୂପାନ୍ତର କରିବା ପାଇଁ ଦିଆଯାଇଥିବା ପ୍ରସ୍ତାବକୁରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛନ୍ତି।

୧୦- ଆଇଓସିଏଲ ଓଡିଶାର ପାରାଦୀପ ଠାରେ ୫୮, ୦୪୨ କୋଟି ଟଙ୍କା ବିନିଯୋଗ ଦ୍ବାରା ଏକ ଡୁଆଲ ଫିଡ କ୍ରାକର ( DFC )  ପ୍ରତିଷ୍ଠା ପ୍ରସ୍ତାବ ସହିତ ଏହି ପ୍ରକଳ୍ପ ପାଇଁ ପ୍ରୋତ୍ସାହନ ରାଶିର ସ୍ବତନ୍ତ୍ର ପ୍ଯାକେଜକୁ ମଧ୍ୟ ରାଜ୍ୟ କ୍ୟାବିନେଟ  ଅନୁମୋଦନ କରିଛନ୍ତି।

୧୧- ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରଶାସନିକ ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ଓଡ଼ିଶା ପଞ୍ଚାୟତି ରାଜ ସେବା ବର୍ଗରେ ପୁନର୍ବିନ୍ୟାସ ତଥା ପରିପୁଷ୍ଟ କରିବାର ଆବଶ୍ୟକତାକୁ ଅନୁଭୋବ କରି ସରକାର ୩୧୪ ଟି ୨ୟ ଶ୍ରେଣୀର ପଦବୀକୁ ଉଚ୍ଛେଦ କରି ଗ୍ରାମପଞ୍ଚାୟତ ଉନ୍ନୟନ ଅଧିକାରୀ ପଦବୀରୁ ଯୁଗ୍ମ ନିର୍ଦ୍ଦେଶକ ପଦବୀ ପର୍ଯ୍ୟନ୍ତ ୧୦୩ଟି  ପ୍ରଥମ ଓ ଦ୍ବିତୀୟ ଶ୍ରେଣୀର ପଦବୀ ସୃଷ୍ଟି କରିବା ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛନ୍ତି।

୧୨-ଓଡ଼ିଶା ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ ( ନିଯୁକ୍ତି ଓ ସେବା ସର୍ତ୍ତାବଳୀ ପ୍ରଣାଳୀ ) ନିୟମାବଳୀ ୨୦୨୧ ୨ (H) ଅନୁଯାୟୀ ପ୍ରଦାନ କରାଯାଉଥିବା ଭିନ୍ନକ୍ଷମ ପ୍ରମାଣପତ୍ରର ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରାଳୟ ଦ୍ବାରା କାର୍ଯ୍ଯକାରୀ କରାଯାଇଥିବା ଭିନ୍ନ୭ମ ବ୍ୟକ୍ତଙ୍କ ଅଧିକାରର ଅଧିନିୟମ ୨୦୧୬ର ବ୍ୟବସ୍ଥା ମୁତାବକ ସଂଶୋଧନ କରାଯିବ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛନ୍ତି।

୧୩- ଓଡ଼ିଶା ପଞ୍ଚାୟତରାଜ୍ ଯାନ୍ତ୍ରିକସେବା ନିଯୁକ୍ତି ନିୟମାବଳୀରେ ସଂଶୋଧନ କରାଯିବ । ପଞ୍ଚାୟତରଜା କ୍ୟାଡରର ସହକାରୀ ନିର୍ବାହୀ ଯନ୍ତ୍ରୀ ଗ୍ରେଡକୁ ପଦନ୍ମୋତି ମିଳିବ । ଆହୁରି ସମବାୟ ସେବାରେ କାର୍ଯ୍ୟରତ ଅଧିକାରୀମାନଙ୍କ ସେବା ସର୍ତ୍ତାବଳୀକୁ ସଂଗଠିତ ଓ ପଦନ୍ମୋତିକୁ ତ୍ବରାନ୍ବିତ  କରିବା ପାଇଁ ସମବାୟ ସେବା ନିୟମରେ ସଂଶୋଧିତ କରାଯିବ ।

୧୪- ନୟାଗଡ଼ର ‘ବଳାଙ୍ଗୀ ବନ୍ଧ ପାର୍କ ଓ ପଷ୍କରଣୀ ‘ ନିର୍ମାଣ ନିମନ୍ତେ ନୟାଗଡ଼ର ଶ୍ରମତୀ ସୁଜତା ମହାପାତ୍ରଙ୍କ ବେସରକାରୀ ଜମିକୁ ସରକାରୀ ଖାତା ଭୁକ୍ତ କରାଯାଇ ସମପରିମାଣର ସରକାରୀ ଜମିଙ୍କୁ ତାଙ୍କ ସପକ୍ଷରେ ବଦଳରେ ନିବନ୍ଧକରଣ ନିମନ୍ତେ ସରକାରୀ ଷ୍ଟାମ୍ପ ଦେୟ ଓ ପଞ୍ଜିକରଣ ଫି ଛାଡ କରିବାକୁ ରାଜ୍ୟ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛନ୍ତି।

୧୫-ସେହିଭଳି ଓଡ଼ିଶା ସରକାରଙ୍କ ବନ୍ଦୋବସ୍ତ ଓ ଚକବନ୍ଦୀ ସଂସ୍ଥାର ୧୦୫ ଠିକା କର୍ମଚାରୀଙ୍କୁ ସର୍ବନିମ୍ନ ଅବସରକାଳୀନ ପ୍ରାପ୍ୟ  ବା ପାରିବାରିକ ଅବସରକାଳୀନ ପ୍ରାପ୍ୟ ପ୍ରଦାନ କରାଯିବ ।

୧୬-  ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ତହସିଲ ଅନ୍ତର୍ଗତ ଅଳାଡୋଭା ମୌଜାରେ ରାଇରଙ୍ଗପୁର ଗୋଶାଳା କମିଟିର ଦଖଲରେ ଥିବା ଏ. ୫.୦୦ ଡି ସରକାରୀ ଜମିକୁ ସମ୍ପାଦକ, ରାଇରଙ୍ଗପୁର ଗୋଶାଳା କମିଟି ସପକ୍ଷରେ ବିନା ପ୍ରିମିୟମ ଓ ବିନା ଆନୁସଂଗିକ ଦେୟରେ ଲିଜ ପ୍ରଦାନ କରାଯିବ।

୧୭- ଓଡ଼ିଶା  ଭୂ- ସଂସ୍କାର ଆଇନ, ୧୯୬୦ ( ଓଡ଼ିଶା ଆଇନ ୧୯୬୦, ଧାରା ୧୬ )ର  ଧାରା ୯୩ (ଗ) ଅନୁଯାୟୀ ଓଡ଼ିଶା ସରକା ଟାଉନ ପ୍ଲାନିଂ ସ୍କିମଗୁଡିକ ନିମନ୍ତେ ଏହା ଅଧିନରେ ଆସୁଥିବା ଅଞ୍ଚଳରେ ବିଶେଷତଃ  ସହରୀକରଣ ଓ ସହରାଞ୍ଚଳ ବିକାଶ ନିମନ୍ତେ ଚାଷ ଜମିକୁ ଅଣ ଚାଷ ଜମିକୁ ଅଣଚାଷ ଉଦ୍ଦେଶ୍ୟରେ ଗୃହ ନିର୍ମାଣ ଓ ନଗର ଉନ୍ନୟନର ବିଭାଗର ପ୍ରସ୍ତାବକ୍ରମେ କିସମ ପରିବର୍ତ୍ତନ ଦେୟ ମୁକ୍ତ କରାଯିବା ପ୍ରସ୍ତାବକୁ କ୍ୟାବିନେଟ୍ ମୋହର ବାଜିଛି।

୧୮-ଓଡ଼ିଶାରେ ଜନଜାତି ସମ୍ପ୍ରଦାୟର ଜୀବିକା ଓ ଭିତ୍ତିଭୂମିକୁ ମଜବୁତ କରିବାକୁ ସରକାର ’ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନ‘ କାର୍ଯ୍ୟକ୍ରମ ଆରମ୍ଭ କରିବେ  । ଏହି ଯୋଜନାରେ ପର୍ଯ୍ୟାୟ କ୍ରମେ ସାଢେ ୧୪ ଲକ୍ଷ ଜନଜାତି ପରିବାରକୁ ଚାଷ ଏବଂ ଏ ସମ୍ପର୍କିତ ଯୋଜନାରେ ଅନ୍ତର୍ଭୁକ୍ତ କରାଯିବ ।  ଆସନ୍ତା ଆର୍ଥିକ ବର୍ଷରୁ ୨୦୨୫-୨୬ ମଧ୍ୟରେ  ୫୦୦ କୋଟି ବିନିଯୋଗ କରିବେ ସରକାର  ।  ଜନଜାତି ହିତାଧିକାରୀଙ୍କ ଆୟ ବଢାଇବାକୁ ଉନ୍ନତମାନର ମଞ୍ଜି, ସାର ଓ ଜଳସେଚନ ସୁବିଧା ସୃଷ୍ଟି କରାଯିବ । ଏ ପ୍ରସ୍ତାବରେ କ୍ୟାବିନେଟ୍ ମୋହର ବାଜିଛି।

10 Mar 2023 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର