ଭିଜିଲାନ୍ସ ଜାଲରେ ସବ୍ ଇନ୍ସପେକ୍ଟର, ଏଫଆଇଆର ରଖିବାକୁ ମାଗୁଥିଲେ ଲାଞ୍ଚ…

The Sakala Picture
Published On

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ନୟାଗଡ଼ର ଶରଣକୂଳ ଥାନା ସବ୍ ଇନ୍ସପେକ୍ଟର ରାଜେଶ ଶ୍ରୀଚନ୍ଦନ। କେସ୍ ଡାଏରୀ ଦେବାପାଇଁ ୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଥିଲା ଭିଜିଲାନ୍ସ। କଲ୍ୟାଣପୁରର ମୋନାଲିସା ଦାସଙ୍କ ଠାରୁ ନେଉଥିଲେ ଲାଞ୍ଚ। ସୂଚନା ଅନୁଯାୟୀ, ମୋନାଲିସା ଦାସ ନାମକ ଜଣେ ମହିଳା ଥାନାରେ ଏଫଆଇର ଦେବାକୁ ଆସିଥିଲେ। ମାତ୍ର ଏଫଆଇଆର ରଖିବାକୁ ଟଙ୍କା ମାଗିଥିଲେ ଏସଆଇ ଜଣକ। ଏମିତିକି ଟଙ୍କା ନ ଦେଲେ ଏଫଆଇଆର ରଖିବେନି ବୋଲି ମଧ୍ୟ କହିଥିଲେ। ତେବେ ଶେଷରେ […]

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ନୟାଗଡ଼ର ଶରଣକୂଳ ଥାନା ସବ୍ ଇନ୍ସପେକ୍ଟର ରାଜେଶ ଶ୍ରୀଚନ୍ଦନ। କେସ୍ ଡାଏରୀ ଦେବାପାଇଁ ୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଥିଲା ଭିଜିଲାନ୍ସ। କଲ୍ୟାଣପୁରର ମୋନାଲିସା ଦାସଙ୍କ ଠାରୁ ନେଉଥିଲେ ଲାଞ୍ଚ।

ଆହୁରି ପଢ଼ନ୍ତୁ: SIR ପାଇଁ ସାମାନ୍ୟ ବିଳମ୍ବ ହୋଇପାରେ ପଞ୍ଚାୟତ ଓ ପୌର ନିର୍ବାଚନ, ଅକ୍ଟୋବରରୁ ଡୋର ଟୁ ଡୋର ସର୍ଭେ

ସୂଚନା ଅନୁଯାୟୀ, ମୋନାଲିସା ଦାସ ନାମକ ଜଣେ ମହିଳା ଥାନାରେ ଏଫଆଇର ଦେବାକୁ ଆସିଥିଲେ। ମାତ୍ର ଏଫଆଇଆର ରଖିବାକୁ ଟଙ୍କା ମାଗିଥିଲେ ଏସଆଇ ଜଣକ। ଏମିତିକି ଟଙ୍କା ନ ଦେଲେ ଏଫଆଇଆର ରଖିବେନି ବୋଲି ମଧ୍ୟ କହିଥିଲେ। ତେବେ ଶେଷରେ ମହିଳା ଜଣକ ଭିଜିଲାନ୍ସକୁ ସୂଚନା ଦେଇଥିଲେ। ଆଉ ଭିଜିଲାନ୍ସ ଏସଆଇଙ୍କୁ କେସ୍ ଡାଏରୀ ଦେବାପାଇଁ ୪ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଧରିଛି। ସେପଟେ ଭିଜିଲାନ୍ସ ଟିମ୍ ଗଠନ କରି ଶ୍ରୀଚନ୍ଦନଙ୍କ ଘର ଏବଂ ବିଭିନ୍ନ ସ୍ଥାନରେ ରେଡ୍ କରିଥିଲା। ପରେ, ଭୁବନେଶ୍ୱରରେ ତାଙ୍କ ବାସଭବନ ଏବଂ ଅଫିସ ରୁମରେ ଏକକାଳୀନ ତଲାସ କରାଯାଇଥିଲା।

ଆହୁରି ପଢ଼ନ୍ତୁ: ଅନୁଗୋଳ ଗଣଦୁଷ୍କର୍ମ ମାମଲା: ୪ ଅଭିଯୁକ୍ତଙ୍କୁ ୨୦ ବର୍ଷର ସଶ୍ରମ କାରାଦଣ୍ଡ ଶୁଣାଇଲେ ସ୍ୱତନ୍ତ୍ର କୋର୍ଟ

ଶ୍ରୀଚନ୍ଦନ ୨୦୧୭ରେ ପୁଲିସର ଏସ୍ଆଇ ଭାବରେ ସରକାରୀ ଚାକିରିରେ ପ୍ରବେଶ କରିଥିଲେ ଏବଂ ନୟାଗଡ଼ ଜିଲ୍ଲାର ବିଭିନ୍ନ ଥାନାରେ ତାଙ୍କୁ ନିଯୁକ୍ତି ଦିଆଯାଇଥିଲା। ସେ ଅକ୍ଟୋବର ୨୦୨୪ରୁ ସରନକୁଳ ଥାନାରେ କାର୍ଯ୍ୟରତ ଥିଲେ।

ଆହୁରି ପଢ଼ନ୍ତୁ: ଶ୍ରୀଜୀଉଙ୍କ ସୁନାବେଶ ଦର୍ଶନ ପାଇଁ ଶ୍ରୀକ୍ଷେତ୍ର ଅଭିମୁଖେ ହଜାର ହଜାର ଭକ୍ତ: ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥରେ ପ୍ରବଳ ଟ୍ରାଫିକ୍ ଜାମ୍

16 Apr 2025 By The Sakala

ଭିଜିଲାନ୍ସ ଜାଲରେ ସବ୍ ଇନ୍ସପେକ୍ଟର, ଏଫଆଇଆର ରଖିବାକୁ ମାଗୁଥିଲେ ଲାଞ୍ଚ…

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ନୟାଗଡ଼ର ଶରଣକୂଳ ଥାନା ସବ୍ ଇନ୍ସପେକ୍ଟର ରାଜେଶ ଶ୍ରୀଚନ୍ଦନ। କେସ୍ ଡାଏରୀ ଦେବାପାଇଁ ୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଥିଲା ଭିଜିଲାନ୍ସ। କଲ୍ୟାଣପୁରର ମୋନାଲିସା ଦାସଙ୍କ ଠାରୁ ନେଉଥିଲେ ଲାଞ୍ଚ।

ସୂଚନା ଅନୁଯାୟୀ, ମୋନାଲିସା ଦାସ ନାମକ ଜଣେ ମହିଳା ଥାନାରେ ଏଫଆଇର ଦେବାକୁ ଆସିଥିଲେ। ମାତ୍ର ଏଫଆଇଆର ରଖିବାକୁ ଟଙ୍କା ମାଗିଥିଲେ ଏସଆଇ ଜଣକ। ଏମିତିକି ଟଙ୍କା ନ ଦେଲେ ଏଫଆଇଆର ରଖିବେନି ବୋଲି ମଧ୍ୟ କହିଥିଲେ। ତେବେ ଶେଷରେ ମହିଳା ଜଣକ ଭିଜିଲାନ୍ସକୁ ସୂଚନା ଦେଇଥିଲେ। ଆଉ ଭିଜିଲାନ୍ସ ଏସଆଇଙ୍କୁ କେସ୍ ଡାଏରୀ ଦେବାପାଇଁ ୪ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଧରିଛି। ସେପଟେ ଭିଜିଲାନ୍ସ ଟିମ୍ ଗଠନ କରି ଶ୍ରୀଚନ୍ଦନଙ୍କ ଘର ଏବଂ ବିଭିନ୍ନ ସ୍ଥାନରେ ରେଡ୍ କରିଥିଲା। ପରେ, ଭୁବନେଶ୍ୱରରେ ତାଙ୍କ ବାସଭବନ ଏବଂ ଅଫିସ ରୁମରେ ଏକକାଳୀନ ତଲାସ କରାଯାଇଥିଲା।

ଶ୍ରୀଚନ୍ଦନ ୨୦୧୭ରେ ପୁଲିସର ଏସ୍ଆଇ ଭାବରେ ସରକାରୀ ଚାକିରିରେ ପ୍ରବେଶ କରିଥିଲେ ଏବଂ ନୟାଗଡ଼ ଜିଲ୍ଲାର ବିଭିନ୍ନ ଥାନାରେ ତାଙ୍କୁ ନିଯୁକ୍ତି ଦିଆଯାଇଥିଲା। ସେ ଅକ୍ଟୋବର ୨୦୨୪ରୁ ସରନକୁଳ ଥାନାରେ କାର୍ଯ୍ୟରତ ଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର