ଇଟାମାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ଦୋକାନକୁ ପିଟିଲା କାର, ୨ ଜଣଙ୍କ ମୃତ୍ୟୁ

The Sakala Picture
Published On

ନୟାଗଡ଼ : ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଦ୍ରୁତ ଗତିରେ ଏକ କାର୍‌ ଦୋକାନକୁ ପିଟିବା ଫଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି। ଗତକାଲି ବିଳମ୍ବିତ ରାତିରେ ନୟାଗଡ଼ ଜିଲ୍ଲା ଇଟାମାଟିରେ ଏହି ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଖୋର୍ଦ୍ଧା ସାଗରୁ ଗାଁର କାର ମାଲିକ ଏବଂ ଜଣେ ପଥଚାରୀଙ୍କ ମୃତ୍ୟୁ ହୋଇଛି। ମିଳିଥିବା ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ ଦ୍ରୁତ ଗତିରେ ଏକ କାର ଦୋକାନକୁ ଧକ୍କା ଦେଇଥିଲା । ଯାହା ଫଳେ କାର୍‌ରେ ଥିବା […]

ନୟାଗଡ଼ : ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଦ୍ରୁତ ଗତିରେ ଏକ କାର୍‌ ଦୋକାନକୁ ପିଟିବା ଫଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି। ଗତକାଲି ବିଳମ୍ବିତ ରାତିରେ ନୟାଗଡ଼ ଜିଲ୍ଲା ଇଟାମାଟିରେ ଏହି ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଖୋର୍ଦ୍ଧା ସାଗରୁ ଗାଁର କାର ମାଲିକ ଏବଂ ଜଣେ ପଥଚାରୀଙ୍କ ମୃତ୍ୟୁ ହୋଇଛି।

ଆହୁରି ପଢ଼ନ୍ତୁ: ଫାଇଲିନ ଘରେ ଚାଲିଛି ମଦ ଦୋକାନ: କୃଷ୍ଣପ୍ରସାଦ ତହସିଲଦାରଙ୍କୁ ଘେରିଲେ ମହିଳା ସଂଘ

ମିଳିଥିବା ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ ଦ୍ରୁତ ଗତିରେ ଏକ କାର ଦୋକାନକୁ ଧକ୍କା ଦେଇଥିଲା । ଯାହା ଫଳେ କାର୍‌ରେ ଥିବା ଜଣେ ବ୍ୟକ୍ତିି ଓ ଜଣେ ପଥଚାରୀଙ୍କ ମୃତ୍ୟୁ ହୋଇଛି। ଇଟାମାଟି ଥାନା ପୁଲିସ ପହଞ୍ଚି ଦୁଇ ମୃତଦେହ ଉଦ୍ଧାର କରିବା ସହ ଘଟଣାର ତଦନ୍ତ କରୁଛି। ତେବେ କାରରେ ୨ ଥିଲେ, ସେମାନଙ୍କ ମଧ୍ୟରେ କାର୍‌ରେ ବସିଥିବା କାର୍‌ ମାଲିକଙ୍କ ମୃତ୍ୟୁ ହୋଇଥିବା ବେଳେ ଡ୍ରାଇଭର ଫେରାର ହୋଇଯାଇଛନ୍ତି।

ଆହୁରି ପଢ଼ନ୍ତୁ: କମ୍‌‌ ପଇସାରେ ହାଲୁକା ନିଶା: କଫ୍‌‌ ସିରପ୍‌‌ ମାୟାରେ ଟୁଇନସିଟିର ଯୁବପିଢ଼ି

12 Feb 2025 By The Sakala

ଇଟାମାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ଦୋକାନକୁ ପିଟିଲା କାର, ୨ ଜଣଙ୍କ ମୃତ୍ୟୁ

ନୟାଗଡ଼ : ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଦ୍ରୁତ ଗତିରେ ଏକ କାର୍‌ ଦୋକାନକୁ ପିଟିବା ଫଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି। ଗତକାଲି ବିଳମ୍ବିତ ରାତିରେ ନୟାଗଡ଼ ଜିଲ୍ଲା ଇଟାମାଟିରେ ଏହି ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଖୋର୍ଦ୍ଧା ସାଗରୁ ଗାଁର କାର ମାଲିକ ଏବଂ ଜଣେ ପଥଚାରୀଙ୍କ ମୃତ୍ୟୁ ହୋଇଛି।

ମିଳିଥିବା ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ ଦ୍ରୁତ ଗତିରେ ଏକ କାର ଦୋକାନକୁ ଧକ୍କା ଦେଇଥିଲା । ଯାହା ଫଳେ କାର୍‌ରେ ଥିବା ଜଣେ ବ୍ୟକ୍ତିି ଓ ଜଣେ ପଥଚାରୀଙ୍କ ମୃତ୍ୟୁ ହୋଇଛି। ଇଟାମାଟି ଥାନା ପୁଲିସ ପହଞ୍ଚି ଦୁଇ ମୃତଦେହ ଉଦ୍ଧାର କରିବା ସହ ଘଟଣାର ତଦନ୍ତ କରୁଛି। ତେବେ କାରରେ ୨ ଥିଲେ, ସେମାନଙ୍କ ମଧ୍ୟରେ କାର୍‌ରେ ବସିଥିବା କାର୍‌ ମାଲିକଙ୍କ ମୃତ୍ୟୁ ହୋଇଥିବା ବେଳେ ଡ୍ରାଇଭର ଫେରାର ହୋଇଯାଇଛନ୍ତି।

https://www.thesakala.in/latest-odisha-news/nayagarh/two-killed-after-car-crashes-into-roadside-shop/article-38640
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର