ବନ୍ୟା ପାଇଁ ସ୍କୁଲ ବନ୍ଦ, ମୂଲ୍ୟବାନ ସାମଗ୍ରୀକୁ ସୁରକ୍ଷିତ ରଖିବାକୁ ପରାମର୍ଶ

The Sakala Picture
Published On

ଜଗତସିଂହପୁର/ ନୟାଗଡ଼: ବନ୍ୟା ପାଇଁ ବନ୍ଦ ହେଲା ସ୍କୁଲ। ଜଗତସିଂହପୁର ଜିଲ୍ଲାରେ କାଲି ପର୍ଯ୍ଯନ୍ତ ସ୍କୁଲ ବନ୍ଦ ନିର୍ଦ୍ଦେଶ । ସ୍କୁଲ ବନ୍ଦ କରିବାକୁ ସବୁ ବିଇଓମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ। ପାଣି ପଶିଥିବା ବା ପଶିବା ସମ୍ଭାବନା ଥିବା ସ୍କୁଲକୁ ବନ୍ଦ ନିର୍ଦ୍ଦେଶ ଦିଆଯାଇଛି। ସ୍କୁଲର ମୂଲ୍ୟବାନ ସାମଗ୍ରୀକୁ ସୁରକ୍ଷିତ ରଖିବାକୁ ପରାମର୍ଶ ଦିଆଯାଇଛି। ସେହିପରି ନୟାଗଡ଼ରେ ୩୨ ସ୍କୁଲ ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ନୟାଗଡ଼ ଜିଲ୍ଲାର ୩ଟି ବ୍ଲକ୍‌ରେ ୩୨ଟି ସ୍କୁଲ୍ ୨ […]

ଜଗତସିଂହପୁର/ ନୟାଗଡ଼: ବନ୍ୟା ପାଇଁ ବନ୍ଦ ହେଲା ସ୍କୁଲ। ଜଗତସିଂହପୁର ଜିଲ୍ଲାରେ କାଲି ପର୍ଯ୍ଯନ୍ତ ସ୍କୁଲ ବନ୍ଦ ନିର୍ଦ୍ଦେଶ । ସ୍କୁଲ ବନ୍ଦ କରିବାକୁ ସବୁ ବିଇଓମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ। ପାଣି ପଶିଥିବା ବା ପଶିବା ସମ୍ଭାବନା ଥିବା ସ୍କୁଲକୁ ବନ୍ଦ ନିର୍ଦ୍ଦେଶ ଦିଆଯାଇଛି। ସ୍କୁଲର ମୂଲ୍ୟବାନ ସାମଗ୍ରୀକୁ ସୁରକ୍ଷିତ ରଖିବାକୁ ପରାମର୍ଶ ଦିଆଯାଇଛି।

ସେହିପରି ନୟାଗଡ଼ରେ ୩୨ ସ୍କୁଲ ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ନୟାଗଡ଼ ଜିଲ୍ଲାର ୩ଟି ବ୍ଲକ୍‌ରେ ୩୨ଟି ସ୍କୁଲ୍ ୨ ଦିନ ବନ୍ଦ ନିର୍ଦ୍ଦେଶ ଦିଆଯାଇଛି।  ଆଜି ଓ ଆସନ୍ତାକାଲି ବନ୍ଦ ରଖିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ଦେଇଛନ୍ତି। ଗଣିଆରେ ୧୧, ଖଣ୍ଡପଡ଼ାରେ ୨ ଓ ଭାପୁରରେ ୧୨ଟି ସ୍କୁଲ ବନ୍ଦ ରହିବ। ମାତ୍ର ସମ୍ପୃକ୍ତ ବିଦ୍ୟାଳୟରେ ଶିକ୍ଷକ, ଶିକ୍ଷୟିତ୍ରୀ ଉପସ୍ଥିତ ରହିବେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର