ରାଜ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ବର୍ଷା ଓ ବଜ୍ରପାତ ନେଇ ଟ୍ବିନ ସିଟି ସହ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ବର: ଭୁବନେଶ୍ବର: ରାଜ୍ଯରେ ପଶ୍ଚିମା ଝଡ଼ ପ୍ରଭାବ ଜାରି ରହିଛି। ଅପରାହ୍ନ ସମୟରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ପବନ ସହ କୁଆପଥର ବୃଷ୍ଟି ହେଉଛି। ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖିର ସମ୍ଭାବନା ରହିଛି। ଏ ନେଇ ଟ୍ବିନ ସିଟି ସମେତ ୧୦ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୦  ଜିଲ୍ଲାଗୁଡିକ ହେଲା କେନ୍ଦୁଝର, ମୟରୁଭଞ୍ଜ, ବାଲେଶ୍ବର, […]

ଭୁବନେଶ୍ବର: ଭୁବନେଶ୍ବର: ରାଜ୍ଯରେ ପଶ୍ଚିମା ଝଡ଼ ପ୍ରଭାବ ଜାରି ରହିଛି। ଅପରାହ୍ନ ସମୟରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ପବନ ସହ କୁଆପଥର ବୃଷ୍ଟି ହେଉଛି। ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖିର ସମ୍ଭାବନା ରହିଛି। ଏ ନେଇ ଟ୍ବିନ ସିଟି ସମେତ ୧୦ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୦  ଜିଲ୍ଲାଗୁଡିକ ହେଲା କେନ୍ଦୁଝର, ମୟରୁଭଞ୍ଜ, ବାଲେଶ୍ବର, ଅନୁଗୁଳ, ଢେଙ୍କାନାଳ , ଯାଜପୁର, ଭଦ୍ରକ, କଟକ, ନୟାଗଡ଼ ଓ କଟକ। ଏହି ଜିଲ୍ଲା ଗୁଡିକୁ ଆଗୁଆ ସତର୍କତା କରାଯଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: କୋର୍ଟ ସମ୍ମୁଖରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

28 Mar 2023 By The Sakala

ରାଜ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ବର୍ଷା ଓ ବଜ୍ରପାତ ନେଇ ଟ୍ବିନ ସିଟି ସହ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଭୁବନେଶ୍ବର: ରାଜ୍ଯରେ ପଶ୍ଚିମା ଝଡ଼ ପ୍ରଭାବ ଜାରି ରହିଛି। ଅପରାହ୍ନ ସମୟରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ପବନ ସହ କୁଆପଥର ବୃଷ୍ଟି ହେଉଛି। ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖିର ସମ୍ଭାବନା ରହିଛି। ଏ ନେଇ ଟ୍ବିନ ସିଟି ସମେତ ୧୦ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୦  ଜିଲ୍ଲାଗୁଡିକ ହେଲା କେନ୍ଦୁଝର, ମୟରୁଭଞ୍ଜ, ବାଲେଶ୍ବର, ଅନୁଗୁଳ, ଢେଙ୍କାନାଳ , ଯାଜପୁର, ଭଦ୍ରକ, କଟକ, ନୟାଗଡ଼ ଓ କଟକ। ଏହି ଜିଲ୍ଲା ଗୁଡିକୁ ଆଗୁଆ ସତର୍କତା କରାଯଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

https://www.thesakala.in/latest-odisha-news/nayagarh/yellow-warning-issued-for-twin-city-and-10-districts-due-to-rain-and-lightning/article-20213
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର