ସେପ୍ଟେମ୍ବର ୧୨ରେ ହେବ ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍, କାଲିଠୁ ଅନଲାଇନ ଆବେଦନ ଆରମ୍ଭ

The Sakala Picture
Published On

ନୂଆଦିଲ୍ଲୀ: କୋଭିଡ୍ କଟକଣା ଭିତରେ ସାରା ଦେଶରେ ସେପ୍ଟେମ୍ବେର ୧୨ ତାରିଖରେ NEET(UG)- ୨୦୨୧ ପରୀକ୍ଷା ଅନୁଷ୍ଠିତ ହେବ । ଏ ନେଇ କାଲି ଅପରାହ୍ନ ୫ଟାରୁ ଅନଲାଇନ୍‌ରେ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ । NTA ୱେବସାଇଟ୍ ଜରିଆରେ ପରୀକ୍ଷାର୍ଥୀ ଆବେଦନ କରିବେ। ଏ ନଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପରୀକ୍ଷା ହେବାକୁ ଥିବା ସହର ସଂଖ୍ୟା ୧୫୫ରୁ ବୃଦ୍ଧି ହୋଇ ୧୯୮ କରାଯାଇଛି ।

ଆହୁରି ପଢ଼ନ୍ତୁ: ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ମାନସଙ୍କ ଉଦ୍‌ବେଗ: ଏଗ୍ରିଷ୍ଟାକକୁ ନେଇ ଏପର୍ଯ୍ୟନ୍ତ ଆସିନାହିଁ ସ୍ପଷ୍ଟତା

12 Jul 2021 By The Sakala

ସେପ୍ଟେମ୍ବର ୧୨ରେ ହେବ ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍, କାଲିଠୁ ଅନଲାଇନ ଆବେଦନ ଆରମ୍ଭ

ନୂଆଦିଲ୍ଲୀ: କୋଭିଡ୍ କଟକଣା ଭିତରେ ସାରା ଦେଶରେ ସେପ୍ଟେମ୍ବେର ୧୨ ତାରିଖରେ NEET(UG)- ୨୦୨୧ ପରୀକ୍ଷା ଅନୁଷ୍ଠିତ ହେବ । ଏ ନେଇ କାଲି ଅପରାହ୍ନ ୫ଟାରୁ ଅନଲାଇନ୍‌ରେ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ । NTA ୱେବସାଇଟ୍ ଜରିଆରେ ପରୀକ୍ଷାର୍ଥୀ ଆବେଦନ କରିବେ। ଏ ନଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପରୀକ୍ଷା ହେବାକୁ ଥିବା ସହର ସଂଖ୍ୟା ୧୫୫ରୁ ବୃଦ୍ଧି ହୋଇ ୧୯୮ କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର