ଆସନ୍ତାକାଲିଠୁ +2 କଲେଜରେ ଆରମ୍ଭ ହେବ NEET ଓ JEE କୋଚିଂ
ଭୁବନେଶ୍ବର: ଆସନ୍ତାକାଲିଠୁ ଆରମ୍ଭ ହେବ ଯୁକ୍ତ ଦୁଇ କଲେଜରେ NEET ଓ JEE କୋଚିଂ। ଭର୍ଚୁଆଲରେ ଯୁକ୍ତ ଦୁଇ ଛାତ୍ରଛାତ୍ରୀ ପାଇବେ କୋଚିଂ। ସବୁ ସରକାରୀ ଓ ଅନୁଦାନପ୍ରାପ୍ତ ବେସରକାରୀ କଲେଜରେ ଆରମ୍ଭ ହେବ କୋଚିଂ । ଏଥିଲାଗି କଲେଜରେ ସ୍ମାର୍ଟ ଟିଭି ଓ interactive panel install କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସର୍ବ ଭାରତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍ ଓ ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା JEE ରେ ଓଡ଼ିଆ ଛାତ୍ରଛାତ୍ରୀଙ୍କ ସଫଳତା ହାର […]
ଭୁବନେଶ୍ବର: ଆସନ୍ତାକାଲିଠୁ ଆରମ୍ଭ ହେବ ଯୁକ୍ତ ଦୁଇ କଲେଜରେ NEET ଓ JEE କୋଚିଂ। ଭର୍ଚୁଆଲରେ ଯୁକ୍ତ ଦୁଇ ଛାତ୍ରଛାତ୍ରୀ ପାଇବେ କୋଚିଂ। ସବୁ ସରକାରୀ ଓ ଅନୁଦାନପ୍ରାପ୍ତ ବେସରକାରୀ କଲେଜରେ ଆରମ୍ଭ ହେବ କୋଚିଂ । ଏଥିଲାଗି କଲେଜରେ ସ୍ମାର୍ଟ ଟିଭି ଓ interactive panel install କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସର୍ବ ଭାରତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍ ଓ ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା JEE ରେ ଓଡ଼ିଆ ଛାତ୍ରଛାତ୍ରୀଙ୍କ ସଫଳତା ହାର ବଢ଼ାଇବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଯୋଜନା ଆରମ୍ଭ ହୋଇଛି। ପ୍ରତିଦିନ କୋଚିଂ କ୍ଲାସର ଉପସ୍ଥାନ ସମ୍ପର୍କରେ ନୋଡାଲ ଅଫିସର ନିର୍ଦ୍ଦେଶାଳୟକୁ ଅବଗତ କରାଇବେ । ଅନଲାଇନ୍ କ୍ଲାସ ସମୟରେ କଲେଜ୍ କର୍ତ୍ତୃପକ୍ଷ ପିଲାଙ୍କୁ ସହାୟତା କରିବାକୁ ମେଣ୍ଟର ଟିଚରଙ୍କୁ ନିଯୁକ୍ତ କରିବେ ।