ରାଜ୍ୟରେ ନୂଆ ଜାତୀୟ ଶିକ୍ଷା ନୀତିଲାଗୁ ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ବର: ରାଜ୍ୟରେ ନୂଆ ଜାତୀୟ ଶିକ୍ଷା ନୀତି(ଏନଇପି)-୨୦୨୦ ଲାଗୁ ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି ଗଣଶିକ୍ଷା ବିଭାଗ। ବୁଧବାର ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଶିକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ଲାଗି ଏହି ନିଷ୍ପତ୍ତି ନିଆଯାଇଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି। ଏହି ଶିକ୍ଷାନୀତି ଲାଗୁ ହେବା ପରେ ଆଞ୍ଚଳିକ ବିଷୟବସ୍ତୁକୁ ବିଚାରକୁ ନିଆଯାଇ ପାଠ୍ୟକ୍ରମ ପ୍ରସ୍ତୁତ କରାଯିବ ବୋଲି କୁହାଯାଇଛି। [wp-embedder-pack width=”100%” height=”400px” download=”all” download-text=”” attachment_id=”143965″ /]

ଭୁବନେଶ୍ବର: ରାଜ୍ୟରେ ନୂଆ ଜାତୀୟ ଶିକ୍ଷା ନୀତି(ଏନଇପି)-୨୦୨୦ ଲାଗୁ ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି ଗଣଶିକ୍ଷା ବିଭାଗ। ବୁଧବାର ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଶିକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ଲାଗି ଏହି ନିଷ୍ପତ୍ତି ନିଆଯାଇଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି। ଏହି ଶିକ୍ଷାନୀତି ଲାଗୁ ହେବା ପରେ ଆଞ୍ଚଳିକ ବିଷୟବସ୍ତୁକୁ ବିଚାରକୁ ନିଆଯାଇ ପାଠ୍ୟକ୍ରମ ପ୍ରସ୍ତୁତ କରାଯିବ ବୋଲି କୁହାଯାଇଛି।

[wp-embedder-pack width=”100%” height=”400px” download=”all” download-text=”” attachment_id=”143965″ /]

About The Author: The Sakala