ମନୋରଞ୍ଜନ

ସଲମାନ ଖାନଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହଠାତ୍ ଅଦୃଶ୍ୟ, X ପେଜ୍ ସକ୍ରିୟ ଥିବାରୁ ପ୍ରଶଂସକଙ୍କ ମଧ୍ୟରେ ଛନକା
ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା

ବରିଷ୍ଠ ଆଇପିଏସ୍ ସ୍ତରରେ ନୂଆ ନିଯୁକ୍ତି…

The Sakala Picture
Published On

ଭୁବନେଶ୍ବର: ବରିଷ୍ଠ ଆଇପିଏସ୍ ସ୍ତରରେ ନୂଆ ନିଯୁକ୍ତି ଦେଇଛନ୍ତି ସରକାର । ସୁଶାନ୍ତ କୁମାର ନାଥ ନୂଆ ଜେଲ୍‌ ଡିଜି ହୋଇଛନ୍ତି । କେନ୍ଦ୍ର ଡେପୁଟେସନରୁ ଫେରିବା ପରେ ତାଙ୍କୁ ନୂଆ ନିଯୁକ୍ତି ମିଳିଛି । ସେହିଭଳି ଦୟାଲ ଗଙ୍ଗୱାର କମ୍ୟୁନିକେସନ ଅତିରିକ୍ତ ଡିଜି ହୋଇଥିବାବେଳେ ପ୍ରତୀକ ମହାନ୍ତିଙ୍କୁ ଅତିରିକ୍ତ ଡିଜି ହେଡ୍‌କ୍ବାଟର୍ସ ପଦ ମିଳିଛି । ନାରାୟଣ ନାୟକଙ୍କୁ ସୁବର୍ଣ୍ଣପୁର ଏସପି ପଦରେ ନିଯୁକ୍ତି ମିଳିଛି [wp-embedder-pack width=”100%” height=”400px” download=”all” download-text=”” attachment_id=”151959″ /]

ଭୁବନେଶ୍ବର: ବରିଷ୍ଠ ଆଇପିଏସ୍ ସ୍ତରରେ ନୂଆ ନିଯୁକ୍ତି ଦେଇଛନ୍ତି ସରକାର । ସୁଶାନ୍ତ କୁମାର ନାଥ ନୂଆ ଜେଲ୍‌ ଡିଜି ହୋଇଛନ୍ତି । କେନ୍ଦ୍ର ଡେପୁଟେସନରୁ ଫେରିବା ପରେ ତାଙ୍କୁ ନୂଆ ନିଯୁକ୍ତି ମିଳିଛି । ସେହିଭଳି ଦୟାଲ ଗଙ୍ଗୱାର କମ୍ୟୁନିକେସନ ଅତିରିକ୍ତ ଡିଜି ହୋଇଥିବାବେଳେ ପ୍ରତୀକ ମହାନ୍ତିଙ୍କୁ ଅତିରିକ୍ତ ଡିଜି ହେଡ୍‌କ୍ବାଟର୍ସ ପଦ ମିଳିଛି । ନାରାୟଣ ନାୟକଙ୍କୁ ସୁବର୍ଣ୍ଣପୁର ଏସପି ପଦରେ ନିଯୁକ୍ତି ମିଳିଛି

ଆହୁରି ପଢ଼ନ୍ତୁ: ଅସମ୍ଭାଳ ତାତି ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ, ୨୪ ପର୍ଯ୍ୟନ୍ତ ପ୍ରଚଣ୍ଡ ଖରାରୁ ନିସ୍ତାର ନାହିଁ

[wp-embedder-pack width=”100%” height=”400px” download=”all” download-text=”” attachment_id=”151959″ /]

ଆହୁରି ପଢ଼ନ୍ତୁ: ଓଡିଶାରେ ଅପରାଧ ଉପରମୁହାଁ, କୋମାରେ ପୋଲିସ: ବିଜେଡି

02 May 2025 By The Sakala

ବରିଷ୍ଠ ଆଇପିଏସ୍ ସ୍ତରରେ ନୂଆ ନିଯୁକ୍ତି…

ଭୁବନେଶ୍ବର: ବରିଷ୍ଠ ଆଇପିଏସ୍ ସ୍ତରରେ ନୂଆ ନିଯୁକ୍ତି ଦେଇଛନ୍ତି ସରକାର । ସୁଶାନ୍ତ କୁମାର ନାଥ ନୂଆ ଜେଲ୍‌ ଡିଜି ହୋଇଛନ୍ତି । କେନ୍ଦ୍ର ଡେପୁଟେସନରୁ ଫେରିବା ପରେ ତାଙ୍କୁ ନୂଆ ନିଯୁକ୍ତି ମିଳିଛି । ସେହିଭଳି ଦୟାଲ ଗଙ୍ଗୱାର କମ୍ୟୁନିକେସନ ଅତିରିକ୍ତ ଡିଜି ହୋଇଥିବାବେଳେ ପ୍ରତୀକ ମହାନ୍ତିଙ୍କୁ ଅତିରିକ୍ତ ଡିଜି ହେଡ୍‌କ୍ବାଟର୍ସ ପଦ ମିଳିଛି । ନାରାୟଣ ନାୟକଙ୍କୁ ସୁବର୍ଣ୍ଣପୁର ଏସପି ପଦରେ ନିଯୁକ୍ତି ମିଳିଛି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର