ଆସନ୍ତା ୩ ତାରିଖରେ ଶପଥ ନେବେ ଓଡ଼ିଶାର ନୂଆ ରାଜ୍ଯପାଳ

The Sakala Picture
Published On

ଭୁବନେଶ୍ବj: ଆସନ୍ତା ୩ ତାରିଖରେ ଶପଥ ନେବେ ଓଡିଶାର ନୂଆ ରାଜ୍ଯପାଳ। ଓଡିଶାର ୨୭ ତମ ରାଜ୍ଯପାଳ ଭାବେ ଶପଥ ନେବେ ଡକ୍ଟର ହରିବାବୁ କମ୍ଭମପତି । ଆସନ୍ତାକାଲି ଭୁବନେଶ୍ବରରେ ପହଞ୍ଚିବେ ନୂଆ ରାଜ୍ଯପାଳ। ଗତ ଡିସେମ୍ବର ୨୪ ତାରିଖରେ ନୂଆ ରାଜ୍ଯପାଳ ନିଯୁକ୍ତ ହୋଇଥିଲେ ଡକ୍ଟର ହରିବାବୁ କମ୍ଭମପତି। ଓଡ଼ିଶାର ରାଜ୍ୟପାଳ ଥିବା ରଘୁବର ଦାସଙ୍କ ଇସ୍ତଫା ପରେ ଡକ୍ଟର ହରିବାବୁ କମ୍ଭମପତିଙ୍କୁ ନୂଆ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି। ପୂର୍ବରୁ ମିଜୋରାମର ରାଜ୍ୟପାଳ ଥିଲେ […]

ଭୁବନେଶ୍ବj: ଆସନ୍ତା ୩ ତାରିଖରେ ଶପଥ ନେବେ ଓଡିଶାର ନୂଆ ରାଜ୍ଯପାଳ। ଓଡିଶାର ୨୭ ତମ ରାଜ୍ଯପାଳ ଭାବେ ଶପଥ ନେବେ ଡକ୍ଟର ହରିବାବୁ କମ୍ଭମପତି । ଆସନ୍ତାକାଲି ଭୁବନେଶ୍ବରରେ ପହଞ୍ଚିବେ ନୂଆ ରାଜ୍ଯପାଳ। ଗତ ଡିସେମ୍ବର ୨୪ ତାରିଖରେ ନୂଆ ରାଜ୍ଯପାଳ ନିଯୁକ୍ତ ହୋଇଥିଲେ ଡକ୍ଟର ହରିବାବୁ କମ୍ଭମପତି। ଓଡ଼ିଶାର ରାଜ୍ୟପାଳ ଥିବା ରଘୁବର ଦାସଙ୍କ ଇସ୍ତଫା ପରେ ଡକ୍ଟର ହରିବାବୁ କମ୍ଭମପତିଙ୍କୁ ନୂଆ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି। ପୂର୍ବରୁ ମିଜୋରାମର ରାଜ୍ୟପାଳ ଥିଲେ ହରିବାବୁ କମ୍ଭମପତି। ୨୦୨୧ ନଭେମ୍ବର ୫ରେ ୧୫ ତମ ମିଜୋରାମ ରାଜ୍ୟପାଳ ଭାବେ ଡକ୍ଟର ହରିବାବୁ କମ୍ଭମପତିଙ୍କୁ ନିଯୁକ୍ତି ମିଳିଥିଲା। ଏହାପରେ ତାଙ୍କୁ ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି।

ଆହୁରି ପଢ଼ନ୍ତୁ: ଚଳଚଞ୍ଚଳ ରଥଖଳା, ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଲାଗି ଆରମ୍ଭ ହେଲା ରଥ ନିର୍ମାଣ କାର୍ଯ୍ୟ

01 Jan 2025 By The Sakala

ଆସନ୍ତା ୩ ତାରିଖରେ ଶପଥ ନେବେ ଓଡ଼ିଶାର ନୂଆ ରାଜ୍ଯପାଳ

ଭୁବନେଶ୍ବj: ଆସନ୍ତା ୩ ତାରିଖରେ ଶପଥ ନେବେ ଓଡିଶାର ନୂଆ ରାଜ୍ଯପାଳ। ଓଡିଶାର ୨୭ ତମ ରାଜ୍ଯପାଳ ଭାବେ ଶପଥ ନେବେ ଡକ୍ଟର ହରିବାବୁ କମ୍ଭମପତି । ଆସନ୍ତାକାଲି ଭୁବନେଶ୍ବରରେ ପହଞ୍ଚିବେ ନୂଆ ରାଜ୍ଯପାଳ। ଗତ ଡିସେମ୍ବର ୨୪ ତାରିଖରେ ନୂଆ ରାଜ୍ଯପାଳ ନିଯୁକ୍ତ ହୋଇଥିଲେ ଡକ୍ଟର ହରିବାବୁ କମ୍ଭମପତି। ଓଡ଼ିଶାର ରାଜ୍ୟପାଳ ଥିବା ରଘୁବର ଦାସଙ୍କ ଇସ୍ତଫା ପରେ ଡକ୍ଟର ହରିବାବୁ କମ୍ଭମପତିଙ୍କୁ ନୂଆ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି। ପୂର୍ବରୁ ମିଜୋରାମର ରାଜ୍ୟପାଳ ଥିଲେ ହରିବାବୁ କମ୍ଭମପତି। ୨୦୨୧ ନଭେମ୍ବର ୫ରେ ୧୫ ତମ ମିଜୋରାମ ରାଜ୍ୟପାଳ ଭାବେ ଡକ୍ଟର ହରିବାବୁ କମ୍ଭମପତିଙ୍କୁ ନିଯୁକ୍ତି ମିଳିଥିଲା। ଏହାପରେ ତାଙ୍କୁ ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର