ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ପାଇଁ ଆସିଲା ନୂଆ ନିୟମ, ବୁକିଂ ସ୍ଲିପ ଥିଲେ ଦେବାକୁ ପଡ଼ିବନି ଜରିମାନା

The Sakala Picture
Published On

ଭୁବନେଶ୍ବର: ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ପାଇଁ ଡେଡଲାଇନ ସରିଆସୁଛି। ଏହାରି ଭିତରେ ଚାଳକଙ୍କ ପାଇଁ ଏକ ଭଲ ଖବର ଆସିିଛି। ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ପାଇଁ ନୂଆ ନିୟମ ଆସିଛି। ଯଦି ଆପଣ କେବଳ ବୁକିଂ କରିିଥିବେ ତେବେ ଆଉ ଦେବାକୁ ପଡ଼ିବନି ଫାଇନ୍‌। ବୁକିଂ ସ୍ଲିପ ଦେଖାଇ ଯାଇପାରିବେ। ହେଲେ ଏହି ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ପାଇଁ ବୁକିଂ ଧାର୍ଯ୍ଯ ସମୟ ଭିତରେ ହୋଇଥିବା ଦରକାର । ଯଦି ଗାଡିର ନମ୍ବର […]

ଭୁବନେଶ୍ବର: ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ପାଇଁ ଡେଡଲାଇନ ସରିଆସୁଛି। ଏହାରି ଭିତରେ ଚାଳକଙ୍କ ପାଇଁ ଏକ ଭଲ ଖବର ଆସିିଛି। ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ପାଇଁ ନୂଆ ନିୟମ ଆସିଛି। ଯଦି ଆପଣ କେବଳ ବୁକିଂ କରିିଥିବେ ତେବେ ଆଉ ଦେବାକୁ ପଡ଼ିବନି ଫାଇନ୍‌। ବୁକିଂ ସ୍ଲିପ ଦେଖାଇ ଯାଇପାରିବେ। ହେଲେ ଏହି ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ପାଇଁ ବୁକିଂ ଧାର୍ଯ୍ଯ ସମୟ ଭିତରେ ହୋଇଥିବା ଦରକାର ।

ଆହୁରି ପଢ଼ନ୍ତୁ: ସମ୍ପତ୍ତି ପାଇଁ ରକ୍ତାକ୍ତ ସଂଘର୍ଷ: ଜମିବାଡ଼ି ବିବାଦକୁ ନେଇ ଭାଇ-ଭଉଣୀଙ୍କ ମଧ୍ୟରେ ମାରପିଟ୍

ଯଦି ଗାଡିର ନମ୍ବର ଶେଷକୁ ୧,୨,୩,୪ ରହିଥାଏ ତେବେ ହାଇସିକ୍ୟୁରିଟି ନମ୍ବର ପ୍ଲେଟ ପାଇଁ ୩୦ ସେପ୍ଟେମ୍ବର ଡେଡଲାଇନ ରହିଛି। ଅର୍ଥାତ ଏହି ସମୟ ମଧ୍ୟରେ ବୁକିଂ କରିଥିଲେ ଦେବାକୁ ପଡିବନି ଜରିମାନା । ସେହିଭଳି ଗାଡିର ନମ୍ବର ୫ କିମ୍ବା ୬ ରହିଥିଲେ ଅକ୍ଟୋବର ୩୧ ପର୍ଯ୍ଯନ୍ତ ଡେଡଲାଇନ ରହିଛି। ଗାଡିର ନମ୍ବର ୭ କିମ୍ବା ୮ ରହିଥିଲେ ୩୦ ନଭେମ୍ବର ଡେଡଲାଇନ ରହିଛି। ଗାଡିର ଶେଷ ନମ୍ବର ୯ କିମ୍ବା ୦ ରହିଥିଲେ ଏହାର ଡେଡଲାଇନ ୩୧ ଡିସେମ୍ବର ରହିଛି । ଅଥାର୍ତ ଧାର୍ଯ୍ଯ ସମୟ ଭିତରେ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ପାଇଁ ବୁକିଂ କରିଥିଲେ ଆଉ ଗଣିବାକୁ ପଡିବନି ଜରିମାନା । ଚେକିଂ ବେଳେ କେବଳ ସ୍ଲଟ ବୁକିଂର ସ୍ଲିପ ଦେଖାଇ ଫାଇନରୁ ବର୍ତ୍ତିପାରିବେ ଲୋକେ।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ ପୁଲିସର ଦମନଲୀଳା: ବିଜୟଚୌକରେ ବିଜେଡିର ପ୍ରତିବାଦ

ସୂଚନା ଅନୁଯାୟୀ, ସରକାର ଧାର୍ଯ୍ଯ କରିଥିବା ନିୟମ ଅନୁସାରେ, ଯେଉଁ ଗାଡି ଚାଳକ ନିୟମ ଅନୁସାରେ ସେମାନଙ୍କ ଗାଡିର ନମ୍ବର ପ୍ଲେଟ୍‌ ଲଗାଇବେ ନାହିଁ, ସେମାନଙ୍କୁ ଇ-ଚାଲାଣ ସହିତ ୫ରୁ ୧୦ ହଜାର ପର୍ଯ୍ଯନ୍ତ ଜରିମାନା ଦେବାକୁ ପଡିବ ।

ଆହୁରି ପଢ଼ନ୍ତୁ: ଭ୍ରମାତ୍ମକ ମନ୍ତବ୍ୟ ପାଇଁ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରନ୍ତୁ ଭର୍ତ୍ତୃହରି: ବିଜେଡି

26 Sep 2022 By The Sakala

ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ପାଇଁ ଆସିଲା ନୂଆ ନିୟମ, ବୁକିଂ ସ୍ଲିପ ଥିଲେ ଦେବାକୁ ପଡ଼ିବନି ଜରିମାନା

ଭୁବନେଶ୍ବର: ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ପାଇଁ ଡେଡଲାଇନ ସରିଆସୁଛି। ଏହାରି ଭିତରେ ଚାଳକଙ୍କ ପାଇଁ ଏକ ଭଲ ଖବର ଆସିିଛି। ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ପାଇଁ ନୂଆ ନିୟମ ଆସିଛି। ଯଦି ଆପଣ କେବଳ ବୁକିଂ କରିିଥିବେ ତେବେ ଆଉ ଦେବାକୁ ପଡ଼ିବନି ଫାଇନ୍‌। ବୁକିଂ ସ୍ଲିପ ଦେଖାଇ ଯାଇପାରିବେ। ହେଲେ ଏହି ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ପାଇଁ ବୁକିଂ ଧାର୍ଯ୍ଯ ସମୟ ଭିତରେ ହୋଇଥିବା ଦରକାର ।

ଯଦି ଗାଡିର ନମ୍ବର ଶେଷକୁ ୧,୨,୩,୪ ରହିଥାଏ ତେବେ ହାଇସିକ୍ୟୁରିଟି ନମ୍ବର ପ୍ଲେଟ ପାଇଁ ୩୦ ସେପ୍ଟେମ୍ବର ଡେଡଲାଇନ ରହିଛି। ଅର୍ଥାତ ଏହି ସମୟ ମଧ୍ୟରେ ବୁକିଂ କରିଥିଲେ ଦେବାକୁ ପଡିବନି ଜରିମାନା । ସେହିଭଳି ଗାଡିର ନମ୍ବର ୫ କିମ୍ବା ୬ ରହିଥିଲେ ଅକ୍ଟୋବର ୩୧ ପର୍ଯ୍ଯନ୍ତ ଡେଡଲାଇନ ରହିଛି। ଗାଡିର ନମ୍ବର ୭ କିମ୍ବା ୮ ରହିଥିଲେ ୩୦ ନଭେମ୍ବର ଡେଡଲାଇନ ରହିଛି। ଗାଡିର ଶେଷ ନମ୍ବର ୯ କିମ୍ବା ୦ ରହିଥିଲେ ଏହାର ଡେଡଲାଇନ ୩୧ ଡିସେମ୍ବର ରହିଛି । ଅଥାର୍ତ ଧାର୍ଯ୍ଯ ସମୟ ଭିତରେ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ପାଇଁ ବୁକିଂ କରିଥିଲେ ଆଉ ଗଣିବାକୁ ପଡିବନି ଜରିମାନା । ଚେକିଂ ବେଳେ କେବଳ ସ୍ଲଟ ବୁକିଂର ସ୍ଲିପ ଦେଖାଇ ଫାଇନରୁ ବର୍ତ୍ତିପାରିବେ ଲୋକେ।

ସୂଚନା ଅନୁଯାୟୀ, ସରକାର ଧାର୍ଯ୍ଯ କରିଥିବା ନିୟମ ଅନୁସାରେ, ଯେଉଁ ଗାଡି ଚାଳକ ନିୟମ ଅନୁସାରେ ସେମାନଙ୍କ ଗାଡିର ନମ୍ବର ପ୍ଲେଟ୍‌ ଲଗାଇବେ ନାହିଁ, ସେମାନଙ୍କୁ ଇ-ଚାଲାଣ ସହିତ ୫ରୁ ୧୦ ହଜାର ପର୍ଯ୍ଯନ୍ତ ଜରିମାନା ଦେବାକୁ ପଡିବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର